ବାଲି ଚୋରାଚାଲାଣ : ୭ ଟ୍ରାକ୍ଟର ଜବତ
ବାଲିଗୁଡ଼ା,୨ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ବାଲି ଓ ପଥର ଚୋରାଚାଲାଣ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ବାଲିଗୁଡ଼ା ତହସିଲଦାର କ୍ଷୀରାବ୍ଧୀ ତନୟା ସାହୁ ରବିବାର ୭ଟି ବାଲି ଓ ପଥର…
ପୂର୍ତ୍ତ ବିଭାଗ ଡାକବଙ୍ଗଳା କାନ୍ଥରେ ମାଓପୋଷ୍ଟର : ଜନସାଧାରଣ ଭୟଭୀତ
ବାଲିଗୁଡ଼ା,୨ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରି ବାରମ୍ବାର ନାନା ଧମକପୂର୍ଣ୍ଣ ପୋଷ୍ଟର ଲଗାଉଛନ୍ତି। ଫଳରେ ଜନସାଧାରଣ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏପରି ଏକ ପୋଷ୍ଟର ରବିବାର ସକାଳେ ବାଲିୁଗଡ଼ା ଥାନା ଠାରୁ ମାତ୍ର…
ବିଧାୟକ ଭାବେ ଶପଥ ନେବାପରେ ପାଟଣାଗଡ଼ ଫେରିଲେ ସରୋଜ ମେହେର: ଭବ୍ୟ ସମ୍ବର୍ଦ୍ଧନା ଜଣାଇଲେ ଅଞ୍ଚଳବାସୀ
ପାଟଣାଗଡ଼୨।୬(ଡି.ଏନ.ଏ.): ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ ସରୋଜ ମେହେରଙ୍କୁ ରବିବାର ପାଟଣାଗଡ଼ ବିଜୁ ଜନତା ଦଳ ତଥା ଜନସାଧାରଣଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଥମ କରି ବିଧାୟକ ଭାବେ ଶପଥ ଗ୍ରହଣ ପରେ ସେ ପାଟଣାଗଡକୁ ଫେରିବା…
ମନ୍ତ୍ରୀପଦ ମିଳିବାପରେ ଜ୍ୟୋତିପ୍ରକାଶଙ୍କ ପଞ୍ଚଲିଙ୍ଗେଶ୍ୱରରେ ପୂଜାର୍ଚ୍ଚନା
ସଜନାଗଡ଼,୨।୬:(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ମନ୍ତ୍ରୀପଦ ( ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ରାଷ୍ଟ୍ରମନ୍ତ୍ରୀ ) ମିଳିଛି। ଦାୟିତ୍ୱ ମିଳିବା ପରେ ରବିବାର ସେ ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଦିନ୧୨ଟାରେ ପହଞ୍ଚିଥିଲେ। ପ୍ରଥମେ ଶୈବପୀଠକୁ ଯାଇ ଲିଙ୍ଗ ଦର୍ଶନ…
ମାଧପୁର ଅଞ୍ଚଳରେ ମନମୁଖି ବିଦ୍ୟୁତ୍ କାଟ: ଅତିଷ୍ଠ ହୋଇପଡ଼ିଲେଣି ଅଞ୍ଚଳବାସୀ
ମାଧପୁର,୨।୬: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗର ମନମୁଖି କାର୍ଯ୍ୟରେ ଅଞ୍ଚଳବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିବା କହିଛନ୍ତି। ଖରାଦିନ ହୋଇଥିବାରୁ ବିଦ୍ୟୁତ୍ କାଟ…
ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ
ପୁରୁଷୋତ୍ତମପୁର,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ ଅଭିଯୁକ୍ତ ଜଣକ ସେହି ଗ୍ରାମର ଗାନ୍ଧି ପ୍ରଧାନଙ୍କୁ ପୋଲିସ ଉଠାଇ ଆଣି ଥାନାରେ…
ଢେଙ୍କାନାଳ ମିନି ଷ୍ଟାଡିୟମରେ କଳ୍ପନାଙ୍କ ମରଶରୀର: ‘କଳ୍ପନା ଅମର ରହେ ’ଧ୍ୱନିରେ ପ୍ରକମ୍ପିତ ସାରା ସହର
ଢେଙ୍କାନାଳ ଅଫିସ,୨।୬: ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଥିଲା। ପରେ ତାଙ୍କ ଜନ୍ମମାଟି ଢେଙ୍କାନାଳକୁ ନିଆଯାଇଥିଲା। ଢେଙ୍କାନାଳ ମିନି ଷ୍ଟାଡିୟମରେ ମରଶରୀର ୧୧ଟା ୫୫ ମିନିଟ୍ରେ ପହଞ୍ଚିବା ପରେ ସେଠାରେ ଭାବବିହ୍ବଳ ପରିବେଶ ସୃଷ୍ଟି ହୋଇଥିଲା। କଳ୍ପନା ଅମର…
ରେଳଧାରଣା କଡରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ଅନୁଗୋଳ ଅଫିସ,୨।୬: ଅନୁଗୋଳ ଜିଲା ଚଣ୍ଡୀବଜାର ନିକଟସ୍ଥ ରେଳ ଧାରଣା କଡରୁ ରବିବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଏଯାବତ୍ ମିଳିପାରି ନାହିଁ। ତେବେ ଏହା ଏକ ହତ୍ୟାକାଣ୍ଡ କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ…
ହଳଦିଆପଦର ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ,୨।୬: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳବାଇ ପୋଲିସ ରବିବାର ସକାଳେ ହଳଦିଆପଦର ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ ସ୍ପଷ୍ଟ ହୋଇପାରି ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଟ୍ରେନ ଆଗକୁ ଡେଇଁ…
ରାତିପାହିଲେ ସାବିତ୍ରୀ: କେନ୍ଦୁଝର ବଜାରରେ ବଢ଼ୁଛି ଜଙ୍ଗଲୀ ଫଳର ଚାହିଦା
କେନ୍ଦୁଝର,୨।୬( ସ୍ବ.ପ୍ର.): ରାତିପାହିଲେ ସାବିତ୍ରୀ ବ୍ରତ। ଏହି ଉପଲକ୍ଷେ କେନ୍ଦୁଝର ସହରର ଫଳ ବଜାରରେ ଲୋକଙ୍କ ଭିଡ଼ ଲାଗିଛି। ଏହା ମଧ୍ୟରେ ଜଙ୍ଗଲୀ ଫଳର ଆସର ରାସ୍ତା କଡ଼ ତଥା ହାଟ ବଜାରରେ ଦେଖିବାକୁ ମିଳୁଛି। ବନବାସୀ ଜଙ୍ଗଲ ଓ ପାହାଡ଼ରୁ…
ଶୋଇଥିବା ବେଳେ କାମୁଡ଼ିଲା ସାପ, ନାବାଳିକା ମୃତ
ଝରିଗାଁ, ୨।୬(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚଚା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସାପ କାମୁଡ଼ାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରବି ହରିଜନଙ୍କ ଝିଅ ଇନ୍ଦୁ ହରିଜନ(୧୨)। ଘରେ ପରିବାର ଲୋକଙ୍କ ସହ…
ରସୁଲପୁର ବିଡିଓଙ୍କ ସ୍ବଚ୍ଛତା ବାର୍ତ୍ତା: କର୍ମୀଙ୍କ ସହ ମିଶି ବ୍ଲକ ପରିସରରୁ ହଟାଇଲେ ଅଳିଆ
ରସୁଲପୁର, ୨ା୬(ଡି.ଏନ.ଏ.)- ସ୍ବଚ୍ଛ ପରିବେଶ ସୁସ୍ଥ ସମାଜ ଗଠନରେ ସହାୟକ ହୁଏ। ପ୍ରତ୍ୟେକ ଲୋକ ପରିବେଶର ସୁରକ୍ଷା ପ୍ରତି ଧ୍ୟାନ ଦେବା ସହ ନିଜର ପାରିପାର୍ଶ୍ୱିକ ପରିବେଶକୁ ସଫାସୁତୁରା ରଖିଲେ ରୋଗମୁକ୍ତ ମସାଜ ନିର୍ମାଣ ସମ୍ଭବ ହୋଇପାରିବ। ଏହି ବାର୍ତ୍ତା ବ୍ଲକସ୍ତରରୁ…

