ଶ୍ମଶାନ ଜମି ଜବରଦଖଲକୁ ନେଇ ଉତ୍ତେଜନା: ପାଚେରି ଭାଙ୍ଗି ପଥର ନେଇଗଲେ ଗ୍ରାମବାସୀ
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨ା୬- ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଫାଣ୍ଡି ଅନ୍ତର୍ଗତ ରମାବିଲ ଗାଁରେ ଶ୍ମଶାନ ଜମିକୁ କେନ୍ଦ୍ର କରି ଶନିବାର ଉତ୍ତେଜନା ଦେଖାଦେଇଥିଲା। ଗାଁର ସର୍ବସାଧାରଣ ବ୍ୟବହାର କରୁଥିବା ଶ୍ମଶାନ ଜମିକୁ ରାଜସୁନାଖଳାର ଜଣେ ବ୍ୟକ୍ତି ଜବରଦସ୍ତ ଦଖଲ…
କୋରାପୁଟ ମେଡିକାଲ : ବିଜୁଳି ଗଲେ ଟର୍ଚ୍ଚ ଲାଇଟରେ ଚିକିତ୍ସା
କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ ବିଭାଗ ଥାଇ ମଧ୍ୟ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ରୋଗୀ ଉପଯୁକ୍ତ ସେବା ପାଇପାରୁ…
ମୁକୁଳା ପଡିଛି ୧୯୯ କିମି ନଦୀବନ୍ଧ
ସୋନପୁର,୨ା୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାରେ ମହାନଦୀ, ତେଲନଦୀ, ସୁକତେଲ, ଅଙ୍ଗ ଓ ନିବୃତି ଯୋର ପ୍ରବାହିତ ହେଉଛି। ଜିଲାରେ ଏହି ୫ଟି ନଦୀର ମୋଟ ୨୩୩ କିଲୋମିଟର ଲମ୍ବ ନଦୀ ଆଡି ରହିଛି। ବଲାଙ୍ଗୀର ଜଳସେଚନ ବିଭାଗ ପକ୍ଷରୁ ୩୦.୨୯କି.ମି. ନଦୀ ବନ୍ଧକୁ ପୂର୍ବରୁ…
ଦାସିଗଁ। ମଣ୍ଡି: କୁଇଣ୍ଟାଲ ପିଛା ୫କି.ଗ୍ରା କଟନି ଅଭିଯୋଗ
ଜୁନାଗଡ଼/ଦାସିଗଁ।,୧।୬(ଡି.ଏନ୍.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗଁ। ମଣ୍ଡି ନାନା ଅବ୍ୟବସ୍ଥା ମଧ୍ୟଦେଇ ଚାଲିଛି। ମଣ୍ଡିରେ ନିଯୁକ୍ତ ସ୍ଥାନୀୟ ମିଲର୍ସ ଏବଂ ଏଜେଣ୍ଟମାନେ ମନଇଚ୍ଛା କାମ କରୁଥିବା ଅଭିଯୋଗ ହୋଇଛି। ଚିହ୍ନା ଚାଷୀଙ୍କ ଧାନ ପ୍ରଥମେ ଉଠାଉଥିବାରୁ ଚାଷୀ ମହଲରେ ଅସନ୍ତୋଷ…
ଜାତୀୟ ରାଜପଥ କାମ ଅଧାପନ୍ତରିଆ
ନୂଆପଡା ଅଫିସ,୨ା୬- ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି ା ଏହାକୁ ନେଇ ବିଭିନ୍ନ ସମୟରେ ଦାବି ପ୍ରତିବାଦ ଚାଲିଥିଲେ ମଧ୍ୟ ଅବସ୍ଥା ଯଥାପୂର୍ବଂ…
ଦୁର୍ଦ୍ଦଶା ବଢାଉଛି ବିଦ୍ୟୁତ୍ କାଟ : ସକାଳ ୬ରୁ ମଧ୍ୟାହ୍ନ ୧୨ ସଂଯୋଗ ବିଚ୍ଛିନ୍ନ
ବଇଣ୍ଡା,୨।୬(ଡି.ଏନ.ଏ.)- ଗ୍ରୀଷ୍ମ ପ୍ରବାହ ଅପେକ୍ଷା ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଲୋକଙ୍କ ଦୁର୍ଦ୍ଦଶା ବଢାଉଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସଂଯୋଗ କାଟି ଦିଆଯାଉ ଥିବାରୁ ଉପଭୋକ୍ତା ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି, ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଷୋଳଷପଦା…
ବ୍ରିଟିଶ ଅମଳର ବଙ୍ଗଳା ଜରାଜୀର୍ଣ୍ଣ
ଛେଣ୍ଡିପଦା,୨ା୬(ଡି.ଏନ.ଏ.)- ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ତଥା ଜରପଡା ରାଜସ୍ବ ସର୍କଲର ଦୁର୍ଗାପୁର ଗ୍ରାମସ୍ଥିତ ବ୍ରିଟିଶ ଅମଳର ଏକ ବ୍ରିଟିଶ ବଙ୍ଗଳା। ରାଜସ୍ବ ବିଭାଗ ତଥା ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ରକ୍ଷଣାବେକ୍ଷଣ ତଥା ମରାମତି ଅଭାବ…
କାମରେ ଆସୁନି ଆଇନ : ଖୋଲାଖୋଲି ଚାଲିଛି ଗୁଟ୍ଖା ବ୍ୟବସାୟ
କାମାକ୍ଷାନଗର, ୨।୬- ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ବେଆଇନ ଗୁଟ୍ଖା ଏବଂ ତମାଖୁ ବ୍ୟବସାୟ ବଢ଼ିବାରେ ଲାଗିଛି। ଆଇନଗତ କଟକଣା ସତ୍ତ୍ୱେ ଏହାକୁ ଦେଖିବାକୁ କେହିନାହିଁ। ସଚେତନତା ଅଭାବ ଏବଂ ଆଇନରେ ରହିଥିବା ଗଳାବାଟ ଯୋଗୁ ବେଧଡ଼କ ବଢ଼ିଚାଲିଛି ଏପରି…
ବଅଁରପାଳ: ଦର ଆକାଶଛୁଅଁ।
ବଅଁରପାଳ, ୨ା୬(ଡି.ଏନ.ଏ.) ସୋମବାର ସାବିତ୍ରୀ ବ୍ରତ। ଏଥିପାଇଁ ଅନୁଗୋଳ ଜିଲାର ବିଭିନ୍ନ ମନ୍ଦିର, ଦୈବୀ ପୀଠରେ ପୂଜାର୍ଚ୍ଚନା ପାଇଁ ପ୍ରସ୍ତୁତି ଚାଲିଛି। ବିଭିନ୍ନ ପୂଜା କମିଟି ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏହି କ୍ରମରେ ବଅଁରପାଳସ୍ଥିତ ନାଲ୍କୋ ଜଗନ୍ନାଥ…
ଦିନଟିଏ ପରେ ସାବିତ୍ରୀ : ଫଳ ଦୋକାନରେ ଅସମ୍ଭାଳ ଭିଡ଼
ଅନୁଗୋଳ ଅଫିସ, ୨।୬ – ଦିନଟିଏ ପରେ ସାବିତ୍ରୀ ଓଷା। ଆଗକୁ ମଧ୍ୟ ରଜ। ତେଣୁ ଅନୁଗୋଳ ସହରକୁ ଭଳିକି ଭଳି ଫଳ ଆସୁଥିବା ବେଳେ ଏସବୁ କିଣିବାକୁ ଗ୍ରାହକଙ୍କ ଭିଡ଼ ମଧ୍ୟ ବଢ଼ୁଛି। ବିଶେଷକରି ସୋମବାର ସାବିତ୍ରୀ ପାଇଁ ଗ୍ରାହକମାନେ…
ରାସ୍ତାରେ ଭାସୁଛି ପିଟିସି ନର୍ଦ୍ଦମା ପାଣି: ଦୁର୍ଗନ୍ଧରେ ଫାଟୁଛି ନାକ
ଅନୁଗୋଳ ଅଫିସ, ୨।୬- ଅନୁଗୋଳ ପୌରାଞ୍ଚଳର ୧୬ନଂ. ଓ୍ବାର୍ଡରେ ଥିବା ଗୀତାଗ୍ରାମ ରାସ୍ତାରେ ଭାସୁଛି ପୋଲିସ ଟ୍ରେନିଂ କଲେଜ (ପିଟିସି) ନର୍ଦ୍ଦମା ପାଣି। ପଚାଶଢ଼ା ପାଣି ସହ ଶୌଚାଳୟ ଜଳ ରାସ୍ତାରେ ଜମିଥିବାରୁ ଅଞ୍ଚଳ ଦୁର୍ଗନ୍ଧରେ ଫାଟି ପଡ଼ୁଛି। ଫଳରେ ଯାତାୟାତ…
ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ
ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି ପାଇଁ ଅସୁବିଧା ଭୋଗ କରୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କିଛି ସୁଫଳ ମିଳୁ…

