ଆମ ଜିଲା ଖବର

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ସୁଜାତା ପ୍ରଧାନ : ନିଜେ ଗଢ଼ିଛନ୍ତି ନିଜ ପରିଚୟ

ବନ୍ତଳା,୨ା୬- ସାତ ଭଉଣୀଭାଇଙ୍କ ମଧ୍ୟରୁ ସେ ହେଉଛନ୍ତି ପାଞ୍ଚ ନମ୍ବର। ଘର ବି ନିପଟ ମଫସଲି ଜଙ୍ଗଲ ଅଧ୍ୟୁଷିତ ଏକ ଗଁ। ରେ। ହେଲେ ଦୃଢ଼ ଇଚ୍ଛାଶକ୍ତି ଓ କଠୋର ପରିଶ୍ରମ ବଳରେ ସେ ଅନୁଗୋଳ ସହରରେ ପାଇପାରିଛନ୍ତି ପ୍ରତିଷ୍ଠା। ନିଜ…

ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଶନିବାର ଉତ୍ତରାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଏସ୍‌.ସି. ସୁପକାର…

କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ଅଭିଯୋଗ : ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.)-ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ନେଇ ଓଡ଼ିଶାର ଚାଷୀ ବହୁତ ଖୁସି ଓ ଉତ୍ସାହ ଥିବା ବେଳେ ସାନଖେମୁଣ୍ଡି ବ୍ଲକ ଏରେଣ୍ଡ ପଞ୍ଚାୟତ ଯୁଗୁଡି ବଳଭଦ୍ରପୁର ଚାଷୀ କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ନେଇ ଅଭିଯୋଗ କରିଛନ୍ତି। କାଳିଆ ଯୋଜନାରେ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ : ଅନୁକରଣ ନ ହୋଇ ଦକ୍ଷତା ବିନିଯୋଗ କର

ଛତ୍ରପୁର,୨ା୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନରେ ଗଞ୍ଜାମ ଜିଲାସ୍ତରୀୟ ଓଡିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ କହିଥିଲେ, ପ୍ରତ୍ୟେକ ମଣିଷର ସ୍ବତନ୍ତ୍ର ଦକ୍ଷତା ଅଛି। ଅନ୍ୟକୁ ଅନୁକରଣ କରି…

ଡ୍ରେନେଜ ସମସ୍ୟା ନେଇ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ୧୪ ନଂ. ୱାର୍ଡ ଅନ୍ତର୍ଗତ ଅନ୍ନପୂର୍ଣ୍ଣା ନଗରରେ ଦୀର୍ଘ ଦିନ ଧରି ଡ୍ରେନ୍‌ ମରାମତି କାର୍ଯ୍ୟ ହେଉ ନ ଥିବା ନେଇ ଅଭିଯୋଗ ହୋଇଛି ା ଏନେଇ ଅନ୍ନପୂର୍ଣ୍ଣା ନଗର ବାସିନ୍ଦା ଶନିବାର ବିଏମ୍‌ସି କମିଶନର…

୧୪ଦିନରେ ମା’ ତାରାଦେବୀ ଠାକୁରାଣୀ ଯାତ୍ରା : ମନମୋହୁଛି ବିଭିନ୍ନ ସାହି ରଥ, କଳାକୁଞ୍ଜ

ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀଙ୍କ ଦ୍ୱିବାର୍ଷିକ ଯାତ୍ରା ଶନିବାର ୧୪ ଦିନରେ ପହଞ୍ଚିଛି ା ଏହା ଆଉ ୯ ଦିନ ଯାତ୍ରା ବାକି ରହିଥିବା ବେଳେ ଏବେ ଲାଞ୍ଜିପଲ୍ଳୀ ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି ା ରଙ୍ଗୀନ ଆଲୋକମାଳା…

ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର : ୧୦ କୋଚିଂ ସେଣ୍ଟରରେ ଯାଞ୍ଚ

ବ୍ରହ୍ମପୁର ଅଫିସ,୨ା୬-ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ବଢି ଚାଲିଛି । ଏହି ଘଟଣା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି । ପ୍ରାଥମିକ ପର୍ଯ୍ୟାୟରେ…

ଡାଇଭର୍ସନ ରାସ୍ତା ବିପଦସଙ୍କୁଳ

ଝୁମ୍ପୁରା, ୨।୬ (ଡି.ଏନ୍‌.ଏ.)-ଝୁମ୍ପୁରା ବଜାର ଅଞ୍ଚଳ ତଥା ସରକାରୀ କାର୍ଯ୍ୟାଳୟ, ବ୍ଲକ, ଡାକ୍ତରଖାନା, ସ୍କୁଲକୁ ସଂଯୋଗ କରୁଥିବା ୨ଟି ମୁଖ୍ୟରାସ୍ତା, ଝୁମ୍ପୁରା – ଉଖୁଣ୍ଡା ରାସ୍ତା ଏବଂ ୨୦ନଂ ଜାତୀୟ ରାଜପଥର ବାଇପାସ୍‌ ରାସ୍ତାରେ ଏବେ ୨ଟି ସ୍ଥାନରେ ପୋଲ ନିର୍ମାଣାଧୀନ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା ଜଣାପଡିଛି। ସମୁଦାୟ ୪୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୪୦୩ ଜଣ ପାସ…

ଖଣି ଦୁର୍ନୀତି ମାମଲା : ହାଜର ହେଲେ ୯ରୁ ୮ କମ୍ପାନୀଜରିମାନା ଅର୍ଥ ନ ଦେଲେ ସମ୍ପତ୍ତି ବାଜ୍ୟାପ୍ତି

କେନ୍ଦୁଝର, ୨ା୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବହୁଚର୍ଚ୍ଚିତ ଖଣି ଦୁର୍ନୀତିରେ ସମ୍ପୃକ୍ତ ଜିଲାର ଖଣି କମ୍ପାନୀ ଆଗାମୀ ୭ରୁ ୧୫ ଦିନ ମଧ୍ୟରେ ଜରିମାନା ପୈଠ ନ କଲେ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ସମ୍ପତ୍ତି ବାଜ୍ୟାପ୍ତି କରାଯିବ ବୋଲି ଶନିବାର କୋର୍ଟ…

ସ୍ବାମୀଙ୍କ ଚିହ୍ନା କହି ମହିଳାଙ୍କଠୁ ଲୁଟ୍‌

ଭଦ୍ରକ ଅଫିସ, ୨।୬ – ସ୍ବାମୀଙ୍କ ଚିହ୍ନା କହି ଜଣେ ଯୁବକ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ ଧୂଷୁରୀ ଥାନା ଅନ୍ତର୍ଗତ ଛନ୍ଦାସାହି…

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ – ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ ହୋଇଛି। ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରୁଥିବା ସରକାରୀ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?