କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ…
ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା
ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ…
ଅଗ୍ନିକାଣ୍ଡରେ ଦୋକାନ ଜଳିଗଲା
ଖଲ୍ଲିକୋଟ,୧ା୬(ଡି.ଏନ.ଏ.)- ଖଲ୍ଲିକୋଟ ସହର ଧରାକୋଟ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇଣ୍ଡିଙ୍ଗ୍ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍ ସାମଗ୍ରୀ ପୋଡି ନଷ୍ଟ ହୋଇଛି। ପ୍ରକାଶ ଯେ, ଧରାକୋଟ ସାହିର ଶରତ ଚନ୍ଦ୍ର ମାହାନ୍ତି ଶୁକ୍ରବାର…
୩ ଭରଣ ଭେଣ୍ଡି ପଦର ନଷ୍ଟ ଅଭିଯୋଗ
ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଥାନା କାଞ୍ଜିଆପଲ୍ଲୀରେ ପ୍ରାୟ ୩ ଭରଣ ଭେଣ୍ଡି ପଦରକୁ କୌଣସି ଦୁର୍ବୃତ୍ତ ନଷ୍ଟ କରିଥିବା ନେଇ ରଙ୍କନିଧି ଗୌଡ଼ ଶନିବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡ଼ିଛି। କାଞ୍ଜିଆପଲ୍ଲୀର ରଙ୍କନିଧି…
ଜଳଛତ୍ରରୁ ପାଣି ପିଉନାହାନ୍ତି ଲୋକେ
ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଏନଏସିର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଇଛି। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ଲୋକେ ଏହି ପାଣି ପିଇବାକୁ ଅମଙ୍ଗ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଜଳଛତ୍ର ଉପରେ ନଡ଼ା ଛପର ନଥିବା ଯୋକୁ ଖରାପଡି ପାଣି ଗରମ ହୋଇଯାଉଛି। ଫଳରେ ଲୋକେ…
ବିଦ୍ୟୁତ୍ ଖୁଣ୍ଟରୁ ଖସି ଯୁବକ ମୃତ:ସାଉଥ୍କୋ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ସ୍ତ୍ରୀ
ଭଞ୍ଜନଗର,୧।୬(ଡି.ଏନ.ଏ.): ତାରସିଂ ଥାନା କୁଡୁତାଇ ସୋସାଇଟି ନିକଟରେ ଶନିବାର ସକାଳେ ଜଣେ ଯୁବକଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଥାନା ବାଙ୍କତରାର ଯୋଗେନ୍ଦ୍ର ନାୟକ (୨୭)। ଯୋଗେନ୍ଦ୍ର ଶନିବାର କୁଡୁତାଇ ସୋସାଇଟି ନିକଟରେ ଥିବା ଏକ ବିଦ୍ୟୁତ୍…
ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା
ଧାମନଗର, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ଶନିବାର ସକାଳେ ବଣଘେରା ସ୍ଥାନରେ ମୃତଦେହ ଦେଖି…
ହାତୀ ଆକ୍ରମଣରେ ମହିଳା ମୃତ
ଢେଙ୍କାନାଳ ଅଫିସ,୧।୬-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଁଦେଇ ଗ୍ରାମରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗୋଲାପ ସାହୁ। ଖବରପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ଭଟଲିରେ ରଥଯାତ୍ରା ପ୍ରସ୍ତୁତି, ଜୋରଦାର ଚାଲିଛି ରଥଚକ ନିର୍ମାଣ: ସରକାରୀ ଅନୁଦାନ ମିଳୁ ନ ଥିବା ଅଭିଯୋଗ
ଭଟଲି,୧।୬(ଡି.ଏନ୍.ଏ.): ପଶ୍ଚିମ ଓଡ଼ିଶା ଶ୍ରୀକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ କରିଛି ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମ। ଏଠାରେ ପୂଜା ପାଆନ୍ତି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନ। ଏହି ପୀଠରେ ମଧ୍ୟ ପୁରୀ ଭଳି ବାରମାସରେ…
ଜିଲାପାଳଙ୍କ ବିନା ଅନୁମୋଦନରେ ୬ କନିଷ୍ଠ କିରାଣିଙ୍କୁ ଡେପୁଟେଶନ୍ରେ ଡିଇଓ ଅଫିସରେ ନିୟୋଜିତ: ଅନିୟମିତତା ସମ୍ପର୍କରେ ଭିଜିଲାନ୍ସ ତଦନ୍ତ ଦାବି
ଭବାନୀପାଟଣା,୧।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ମଞ୍ଜୁରୀପ୍ରାପ୍ତ ୩ କନିଷ୍ଠ କିରାଣି ଓ ୩ ବରିଷ୍ଠ କିରାଣି ପଦବୀ ରହିଛି । ଏହି ପଦବୀରେ ୬ ନିୟମିତ କିରାଣି ଜିଲା ଶିକ୍ଷା କାର୍ଯ୍ୟାଳୟରେ ଅବସ୍ଥାପିତ ହୋଇଥିଲେ ହେଁ ଜିଲାର ବିଭିନ୍ନ…
୧୪ ବର୍ଷର ବାଳିକା ୮ ମାସର ଗର୍ଭବତୀ: ୬୦ ବର୍ଷର ବ୍ୟକ୍ତି କୋର୍ଟ ଚାଲାଣ
ଜୁନାଗଡ଼,୧।୬(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି। ୧୪ ବର୍ଷର ବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ୬୦ ବର୍ଷର ବ୍ୟକ୍ତିଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ଡମ୍ବରୁ ମାଝି। ତେବେ ନାବାଳିକା ଜଣକ…
ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ
ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…

