ଆମ ଜିଲା ଖବର

ଭୀମ୍‌ସାର: ଫେରିଯିବ କ୍ୟାନ୍‌ସର କେୟାର ସେଣ୍ଟର ପାଇଁ ଆସିଥିବା ୪୫ କୋଟି ଟଙ୍କା

ସମ୍ବଲପୁର,୧।୬(ବ୍ୟୁରୋ) ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମ୍‌ସାର)ରେ ଏକ କ୍ୟାନ୍‌ସର କେୟାର ସେଣ୍ଟର ଖୋଲିବା ପାଇଁ ଆସିଥିବା ୪୫ କୋଟି ଟଙ୍କା ଫେରିଯିବ । ମେଡିକାଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏହି…

ରୟତି ଜମି ଅଭାବ:ଆବାସ୍‌ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ମୀନକେତନ

ଅତାବିରା, ୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କୁଲତାଟୁକୁରା ପଁଚେତ୍‌ ସଦର ଗଁ। ର ମୀନକେତନ ସିଂ(୪୫)। ସେ ଜନମ୍‌ବେଲେ ଠିକ୍‌ ଠାକ୍‌ ଥିଲେ ହେଲେ ପଛେ ରୋଗ୍‌ରେ ପଡ଼ି ଦୁଇଗୋଡ଼ ଅକାମି ହେଇଗଲା। ଗରିବ୍‌ ମା’ବାପ୍‌ ଅନେକ ଡାକ୍‌ତର…

ସରକାରୀ ସହାଯ୍‌ ଅପେକ୍ଷାରେ ଡମ୍ବରୁଧର

ଲାଠୋର, ୧ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ଡମ୍ବରୁଧର ନାଗ(୫୮)। ତାକର ପରିବାର କହେଲେ ମାଏକିନା ଯଶୋଦା(୫୨) ଆର ପୁଷିଅଁା ଝି’ କରି ରଖିଥିବାର ସେବତୀ(୧୧)। ଜମିବାଡ଼ି ବଲି କିଛି ନାଇଁ। ଉଭଏ ମାଏଝି ମୁନୁଷ…

ଏବେଠୁ ଚଳଚଞ୍ଚଳ ସାବିତ୍ରୀଆଡ଼ି

ବନ୍ତ, ୧।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ ପରେ ସାବିତ୍ରୀ ଓଷା। ପ୍ରତିବର୍ଷ ସାବିତ୍ରୀ ବ୍ରତ ଦିନ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ…

କାଠ ଦେବ ନାହିଁ ବନ ବିଭାଗ : ଅଧାରୁ ଅଟକିଛି ରଥ ନିର୍ମାଣ

ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ଏ ନେଇ ହଜାର ହଜାର ଜଗନ୍ନାଥପ୍ରେମୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି। ରୀତିନୀତି…

‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ମିନତି ସେଠୀ ଏହାକୁ ଉଦ୍‌ଘାଟନ କରି ସୁସ୍ଥ ଜୀବନଯାପନ ପାଇଁ ତମାଖୁ…

ଧସୁଛି ରାସ୍ତା, ଆଡ଼ିବନ୍ଧ: ବିପଦରେ ୪ ଗାଁ

ବାଲେଶ୍ୱର ଅଫିସ, ୧।୬-ବୁଢ଼ାବଳଙ୍ଗ ନଦୀଗର୍ଭକୁ ଧସି ପଡୁଛି ଆଡ଼ିବନ୍ଧ ସହ ରାସ୍ତା। ବିପଦରେ ୪ଖଣ୍ଡ ଗଁାର ବାସିନ୍ଦା। ଜିଲା ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘ ୭ ବର୍ଷ ଧରି ରାସ୍ତା ଓ ଆଡିବନ୍ଧର ସୁରକ୍ଷା…

କେନ୍ଦୁପତ୍ର ଗୋଦାମ ପୋଡ଼ିଲେ ମାଓବାଦୀ: ୧ କୋଟି ୯୧ ଲକ୍ଷ ୧୫ ହଜାର ଟଙ୍କାର ପତ୍ର ନଷ୍ଟ

ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର ବିଭାଗ ତରଫରୁ ସୂଚନା ଦିଆଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ସଶସ୍ତ୍ର ମାଓବାଦୀ…

ମାଓବାଦୀଙ୍କ ନାଁରେ ଯୁବତୀଙ୍କ ପରିବାରକୁ ହତ୍ୟା ଧମକ: ଯୁବକଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି,୩୧।୫(ଡି.ଏନ୍‌.ଏ.): ଏକତରଫା ପ୍ରେମରୁ ଜଣେ କେଉଁଭଳି ଅଦ୍‌ଭୁତ କାଣ୍ଡ ଘଟାଇପାରେ, ତାହାର ଏକ ନମୁନା ହେଉଛନ୍ତି କୁମାର ପାଙ୍ଗୀ ନାମକ ଜଣେ ଯୁବକ। ଏକତରଫା ପ୍ରେମରୁ ଜଣେ ଯୁବତୀ ଓ ତାଙ୍କ ବାପାଙ୍କୁ ମାଓବାଦୀଙ୍କ ନାଁରେ ଚିଠି ଲେଖି ହତ୍ୟା ଧମକ…

ଜିଲାସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ଭବାନୀପାଟଣା,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଛି। ଏହି ଦିବସରେ ସିଡିଏମ୍‌ଓପିଏଚ୍‌ଓ ଡ. ବନଲତା ଦେବୀ, ଡ. ନିହାରେନ୍ଦ୍ର ପଣ୍ଡା, ଡ. ସୁଶିଲ ରଥ, ଡ. ମନୋ ମାଝି, ଡ.…

ଖଡିଆଳ ସ୍ବୟଂଶାସିତ କଲେଜ ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୭୮.୭୧ %

ଖଡିଆଳ,୩୧।୫(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ସ୍ବୟଂଶାସିତ କଲେଜର ଯୁକ୍ତ ୩ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ହୋଇଛି । ସମ୍ବଲପୁର ବିଶ୍ୱ ବିଦ୍ୟାଳୟ କ୍ଷେତ୍ରୀୟ ନିର୍ଦ୍ଦେଶକ ମାନସରଞ୍ଜନ ପୂଜାରୀ ଉପସ୍ଥିତ ରହି ପରୀକ୍ଷା ଫଳକୁ ଉନ୍ମୋଚିତ…

ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬ ତୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?