ଆମ ଜିଲା ଖବର

ବ୍ରହ୍ମପୁରରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ: କ୍ୟାନସରର ଏକ ତୃତୀୟାଂଶ ଧୂମପାନ ଲାଗି ହୁଏ

ବ୍ରହ୍ମପୁର ଅଫିସ୍‌,୩୧।୫: ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜ ଷ୍ଟାଡିୟମଠାରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଖଲ୍ଲିିକୋଟ କଲେଜ ଷ୍ଟାଡିୟମ୍‌ଠାରୁ ବାହାରି ସହର ପରିକ୍ରମା କରିଥିଲା। ତମାଖୁ ସେବନର ଭୟାବହତା ଏବଂ…

ମହାକାଳପଡ଼ାରେ ଅଗ୍ନିକାଣ୍ଡ ଘଟଣା: ଅଗ୍ନିବିପନ୍ନଙ୍କୁ ଭେଟିଲେ ବିଭିନ୍ନ ରାଜନୈତିକ ଦଳ, ରେଡ୍‌କ୍ରସ୍‌ ପକ୍ଷରୁ ସହାୟତା

ମହାକାଳପଡ଼ା, ୩୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛନ୍ତି। ଏହି ଘଟଣାରେ ୨ ଶିଶୁଙ୍କୁ ଗୁରୁତର ଅବସ୍ଥରେ କଟକ ମେଡିକାଲରେ ଭର୍ତ୍ତି…

ପ୍ରତିରକ୍ଷା ବିଭାଗ ପକ୍ଷରୁ ଉଚ୍ଛେଦକୁ ବିରୋଧ: ବାଲେଶ୍ୱର ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଲୋକେ

ବାହାନଗା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ରେମୁଣା ବ୍ଲକର କଳାମାଟିଆ ପାହିରେ ଥିବା ସମୁଦ୍ର ଆଖିରେ ବସବାସ କରୁଥିବା ଲୋକମାନଙ୍କୁ ପ୍ରତିରକ୍ଷା ବିଭାଗ ପକ୍ଷରୁ ଉଚ୍ଛେଦ କରିବା ନିର୍ଦ୍ଦେଶକୁ ଲୋକମାନେ ବିରୋଧ କରିଛନ୍ତି। ଏ ନେଇ ସେମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ…

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁର ରବୀନ୍ଦ୍ର କୁମାର ସାମନ୍ତ (୫୫)…

ଗୋଛା ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: କର୍ତ୍ତବ୍ୟରେ ଅବହେଳା ଲାଗି ନିଲମ୍ବିତ ହେଲେ ଫରେଷ୍ଟର, ଫରେଷ୍ଟଗାର୍ଡ

ନୟାଗଡ଼ ଅଫିସ,୩୧।୫: ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ପଞ୍ଚରିଡ଼ା ଫରେଷ୍ଟର କୈଳାସ ପ୍ରଧାନ ଓ ଗୋଛା ଫରେଷ୍ଟଗାର୍ଡ ବିଶ୍ୱଜିତ୍‌ ସାମନ୍ତରାୟ। ଉଭୟ କର୍ତ୍ତବ୍ୟରେ ଅବହେଳା…

ଅସ୍ଥାୟୀ ମଣ୍ଡିରେ ପଡ଼ିଛି ରବିଧାନ, କାଳବୈଶାଖୀକୁ ଡର

କୁନ୍ଦୁରା,୩୧ା୫(ଡି.ଏନ୍‌.ଏ.)- ରବିଋତୁରେ କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବର୍ତ୍ତମାନ ୭୦ ପ୍ରତିଶତ ଧାନ ଅମଳ ହୋଇସାରିଛି। ଆଗକୁ ବର୍ଷା ଆଶଙ୍କାରେ ଚାଷୀମାନେ ଅମଳ ଧାନକୁ ଅସ୍ଥାୟୀ ମଣ୍ଡିରେ ଗଦା କରିଲେଣି। ଗତ ୨୫ ତାରିଖରେ ମଣ୍ଡି ଆରମ୍ଭ ହେବାର ଥିଲା। କିନ୍ତୁ…

ସରକାରକଁର ସ୍ବଚ୍ଛ ଭାରତ ଅଭିଯାନ ବାଟବନା:ପାଇଖାନା ତିଆରି ନାଁରେ ଟଁକା ହଡ଼ପ

ଜାମଟିକ୍ରା, ୩୧।୫ (ଡି.ଏନ.ଏ): ପରିବେଶକେ ସାଫ୍‌ ସୁତର ରଖ୍‌ବାର ଲାଗି କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ କାଯ୍‌କାରୀ କରି କୋଟି କୋଟି ଟଁକା ସାରୁଛନ୍‌। ଇ ଯୋଜନାରେ ଗଁାଗଁଲିରୁ ସହରତକ୍‌ ଲୁକ୍‌କୁ ଘରେ ପାଇଖାନା ତିଆର କରବାର ଲାଗି ୧୨…

ପିଇଲା ପାଏନ୍‌ ଲାଗି ଡହକ୍‌ବିକଲ: ଅଂଚଲବାସୀକୁ ନିଅଁଟ ଟ୍ୟାଙ୍କର ପାଏନ୍‌

ସଇଁତଲା, ୩୧ା୫ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ସଇଁତାଲା ବ୍ଲକଛକ୍‌ ଅଂଚଲର ଗୁଟେ ମୁଖିଆ ଜାଗା। ଇଠାନେ ବ୍ଲକସ୍ତରୀୟ ଅନେକ ସରକାରୀ ଅଫିସ, ସ୍କୁଲ ରହିଛେ। ସବୁ ଅଫିସର କରମଚାରୀ ସମେତ ଇଠାନ୍‌କେ ଭିନେ ଭିନେ କାମ୍‌ରେ ଫିଦିନ୍‌ ଶହ ଶହ ଲୋକ୍‌…

ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ ପାର୍ଶ୍ୱରେ ନବ ନିର୍ମିତ ସ୍ବତନ୍ତ୍ର ଗୃହରେ ସିଲ୍‌ କରାଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର…

ଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ ହମାମୀରା ଗ୍ରାମର କରୁଣାକର ସାହୁଙ୍କ ଛପର ଫନୀରେ କ୍ଷତିଗ୍ରସ୍ତ ହୋଇଥିଲା। ତାଙ୍କ ଘର ମଧ୍ୟ ଭାଙ୍ଗି ଯାଇଥିଲା। କିନ୍ତୁ ସରକାରୀ ସହାୟତା ତ ଦୂରର କଥା ଅଦ୍ୟାବଧି ମୁଣ୍ଡ ଗୁଞ୍ଜିବା ପାଇଁ…

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ବ୍ୟୟ ଅଟକଳ ୧୦.୩୨ ଲକ୍ଷ

ଢେଙ୍କାନାଳ ଅଫିସ, ୩୧ା୫- ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏଥିରେ…

ଇକୋ-ରିଟ୍ରେଟ୍‌ ହବ୍‌ ବନ୍ଦ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ୍‌,୩୧ା୫- ଗଞ୍ଜାମ ଜିଲାପାଳଙ୍କ ଛତ୍ରଛାୟା ତଳେ ବେଆଇନ୍‌ ଭାବେ ନିର୍ମାଣ ଚାଲିଥିବା ଗୋପାଳପୁର ଇକୋ-ରିଟ୍ରେଟ୍‌ ହବ୍‌ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ସମୁଦ୍ର କୂଳରେ ଏହି ନିର୍ମାଣ ପରିବେଶ ସୁରକ୍ଷା ଆଇନ୍‌-୧୯୮୬ର ଧାରା ୧୯କୁ ଉଲ୍ଲଂଘନ କରୁଛି। ଏଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?