ଆପ୍ନେ ଆର ବଡ଼ପୁଓ ଆରପାରେ: ଦୁରଦିନ୍ରେ ନିସାହା ବିଧବା ଅମ୍ବିକା
ଲୋଇସିଂହା,୩୦।୫(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍ ସଦର ଗାଁର ଅମ୍ବିକା ବାଗ(୭୦)। ଆପ୍ନେ ଅନେକ ଦିନୁ ଅରପାରକେ ଚାଲିଯାଇଥିଲାବେଲେ ବଛର କେତେଟା ଉତାରୁ ପୁଓ ବି ଆରପାରକେ ଚାଲିଯାଇଛନ୍। ପରିବାରର ଏନ୍ତା ଦୁଖଦ୍ ପରିସ୍ଥିତିରେ ସେ ଭାଂଗି ପଡ଼ିଛନ୍।…
ସାପ କାମୁଡାରେ ମାଇଁ ମୃତ, ଭାଣିଜୀ ଗୁରୁତର
ଉମରକୋଟ,୨୯।୫(ଡି.ଏନ.ଏ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବକଡାବେଢା ପଞ୍ଚାୟତ ନିକଟସ୍ଥ ତେଣ୍ଡକାଗୁଡାରେ ମଙ୍ଗଳବାର ରାତିରେ ସାପ କାମୁଡାରେ ମାଇଁର ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଦମୟତି ଭତ୍ରା। ଭାଣିଜୀ ଝଞ୍ଜାବତୀ ଭତ୍ରାଙ୍କୁ ଉମରକୋଟ ଡାକ୍ତରଖାନାରେ…
କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ
କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି। ଏହି ଅବସରରେ ସମବାୟ ସମିତି ସଭାପତି ଗୋବର୍ଦ୍ଧନ ଭୋଇ, ସମ୍ପାଦକ ଭବାନୀଶଙ୍କର ସାହୁ, ଦେବରାଜ…
କାଳ ବୈଶାଖୀରେ ଭାଙ୍ଗିଲା ଘର
ଚମ୍ପୁଆ,୨୯ା୫(ଡି.ଏନ.ଏ.): କାଳ ବୈଶାଖୀ ତାଣ୍ଡବ ଯୋଗୁଁ ବାସୁଦେବପୁର ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ବର୍ଷା ସହ ପ୍ରବଳ ବେଗରେ ପବନ ହେବାରୁ ଗ୍ରାମର ତ୍ରିବନ ମୁଣ୍ଡା, ଗୀତା ତିହୁ, ଦାଶରଥି କାରୁଆଙ୍କର ଘର ଭାଙ୍ଗି ଯାଇଛି। ଏପରିକି ବଡ ବଡ…
ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା
ବାସୁଦେବପୁର, ୨୯।୫(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍ ଧକ୍କାରେ ଅଶୋକ କୁମାର କର ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଅଶୋକ ହେଲେ କନକପ୍ରସାଦ ଗ୍ରାମର ଝାଡ଼େଶ୍ୱର କରଙ୍କ…
ଦାରିଙ୍ଗବାଡିରେ ୪୯ ମି.ମି. ବର୍ଷା: ୩୫କୁ ଖସିଲା ପାରଦ
ଦାରିଙ୍ଗବାଡି,୨୯।୫(ଡି.ଏନ୍.ଏ.)- ଦାରିଙ୍ଗବାଡ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ପ୍ରଭାବରେ ପବନ ସହ ବର୍ଷା ହୋଇଛି। ୪୯ ମି.ମି. ବର୍ଷା ହୋଇଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ବର୍ଷା ଯୋଗୁ ଗରମରୁ ଆଶ୍ୱସ୍ଥ ମିଳିଥିବାବେଳେ ପାରଦ ୩୫ ଡିଗ୍ରୀକୁ ଖସିଆସିଛି।…
ଦାରିଙ୍ଗବାଡିରେ ୧୫ ସିଆରସିସି ନିଯୁକ୍ତି
ଦାରିଙ୍ଗବାଡି,୨୯।୫(ଡି.ଏନ.ଏ)- ଦାରିଙ୍ଗବାଡି ବ୍ଲକର ୨୫ ପଞ୍ଚାୟତ ଅଞ୍ଚଳରେ ୧୫ ସିଆରସିସି ପଦବୀ ଦୀର୍ଘଦିନ ହେଲା ଖାଲି ପଡିଥିଲା। ଚଳିତବର୍ଷ ଶିକ୍ଷାବର୍ଷ ଆରମ୍ଭରୁ ଏହା ପୂରଣ କରାଯାଇ ୧୫ ଜଣ ସିଆରସିସିଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଦାରିଙ୍ଗବାଡି ବିଆର୍ସିସି ତଥା ଅତିରିକ୍ତ ଗୋଷ୍ଠୀ…
ମାଲକାନଗିର ପୋଲିସ ହାତରେ ଚୋର ଗ୍ୟାଙ୍ଗ : ୪ ଅଭିଯୁକ୍ତ ଗିରଫ
କୋରୁକୁଣ୍ଡା,୨୯।୫(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଦୀର୍ଘଦିନରୁ ଚୋରି କରୁଥିବା ଏକ ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିବାରେ ବୁଧବାର ମାଲକାନଗିରି ପୋଲିସ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ଗୁରୁଦାସ ମଜୁମଦାର, ବିଜୟ ମଣ୍ଡଳ, ବାବୁଲାଲ୍ ମଜୁମ୍ଦାର। ସେହିପରି ଅନ୍ୟ ଜଣଙ୍କ…
ବାସୁଦେବପୁର ବ୍ଲକ ଜିଆର୍ଏସ୍ଙ୍କୁ ମରଣାନ୍ତକ ଆକ୍ରମଣ: ଆକ୍ରମଣକାରୀ ମହିଳାଙ୍କୁ ପିଟିଲେ ଗ୍ରାମବାସୀ
ବାସୁଦେବପୁର, ୨୯।୫(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜିଆର୍ଏସ୍ ଲମ୍ବୋଦର ଦାସଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କର ଜଣେ ପଡୋଶୀ ମହିଳା ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲକୁ ପଠାଯାଇଛି।…
ମଦଦୋକାନ ଉଚ୍ଛେଦ ନେଇ ତେଜିଲେ ମହିଳା, କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମରର ବେଆଇନ ମଦଦୋକାନଗୁଡିକୁ ଉଚ୍ଛେଦ ଦାବିରେ ମହିଳାମାନେ ଭବାନୀପାଟଣା ଅବକାରୀ ଅଧ୍ୟୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ବୟଂସହାୟକ ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ଦାବିପତ୍ର ପ୍ରଦାନ କରିଥିଲେ। ପତ୍ରରେ ଗ୍ରାମରେ…
ଯୋଗାଣ ସାମଗ୍ରୀରେ ଅନିୟମିତତା, ତଦନ୍ତ ଦାବି
ହାଟଡିହୀ,୨୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳି ପଞ୍ଚାୟତରେ ଯୋଗାଣ ସାମଗ୍ରୀ ବଣ୍ଟନରେ ଅନିୟମିତତା ହେଉଥିବା କେତେକ ହିତାଧିକାରୀ ଅଭିଯୋଗ ଆଣିଛନ୍ତି। ଏହି ପଞ୍ଚାୟତରେ ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଣ ସାମଗ୍ରୀ ବଣ୍ଟନ ହୋଇଥାଏ। ମାତ୍ର କେତେକ ହିତାଧିକାରୀଙ୍କୁ ଯୋଗାଣ…
ହିତାଧିକାରୀଙ୍କୁ ଅନୁଦାନ ମିଳିବାରେ ବିଳମ୍ବ: ଅସନ୍ତୋଷ ପ୍ରକାଶ କଲେ ହାଟଡ଼ିହୀ ବିଡିଓ
ହାଟଡିହୀ,୨୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳୀ ପଞ୍ଚାୟତରେ ପାଇଖାନା ନିର୍ମାଣ କରିସାରିବା ପରେ ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ଧାର୍ଯ୍ୟ ଅନୁଦାନ ପ୍ରଦାନ କରିବାରେ ବିଳମ୍ବ ଘଟୁଥିବାରୁ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ନିକଟରେ ଅଭିଯୋଗ ହୋଇଛି । ସମ୍ପୃକ୍ତ ବିଭାଗୀୟ…

