ଜଙ୍ଗଲ ଅଧିକାର ଆଇନ ସଚେତନତା ସଭା: ଅସନ୍ତୋଷ ଜାହିର କଲେ ଆଦିବାସୀ, ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୨୯ା୫(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜଙ୍ଗଲ ଅଧିକାର ଆଇନ ଗଞ୍ଜାମ ଜିଲା ଉପଖଣ୍ଡ ସ୍ତରୀୟ ସମୀକ୍ଷା ଓ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ସଭାରେ ବିଡିଓ ହଳଧର ଶବର ଅଧ୍ୟକ୍ଷତା କରିଥିବା ବେଳେ ଜିଲା ମଙ୍ଗଳ ଅଧିକାରୀ ଡ. ପରୀକ୍ଷିତ…
ପଲିଥିନ, ପ୍ଲାଷ୍ଟିକ କଟକଣାକୁ ପୂରିଲାଣି ୭ ମାସ: ଆମଦାନୀ ଉପରେ ଲାଗୁନି ରୋକ
ବ୍ରହ୍ମପୁର ଅଫିସ,୨୯ା୫-ପଲିଥିନ ଓ ପ୍ଲାଷ୍ଟିକମୁକ୍ତ ହେବ ଓଡିଶା। ଏଭଳି ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ା ୨୦୧୮ ଜୁଲାଇ ମାସରେ ଓଡିଶାକୁ ପ୍ଲାଷ୍ଟିକ ଓ ପଲିଥିନମୁକ୍ତ ରାଜ୍ୟରେ ପରିଣତ କରିବାକୁ ନିଷ୍ପତ୍ତି ନେବା ସହ ପ୍ରଥମ ପର୍ଯ୍ୟାୟରେ ସମସ୍ତ ମହାନଗରରେ ପଲିଥିନ…
ଖଲ୍ଲିକୋଟ କଲେଜର ଦୈନନ୍ଦିନ କାର୍ଯ୍ୟରେ ସମସ୍ୟା: ବହୁ ଅଣଶିକ୍ଷକ ପଦବୀ ଖାଲି
ବ୍ରହ୍ମପୁର ଅଫିସ୍,୨୯ା୫-ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ କିଭଳି ଭାବେ କାର୍ଯ୍ୟ କରୁଛି, ତାହା ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ଦେଖିଲେ ହଦୟଙ୍ଗମ ହେଉଛି । ଏହି ମହାବିଦ୍ୟାଳୟରେ ନା ଶିକ୍ଷକ ପଦବୀ ପୂରଣ ହୋଇପାରୁଛି ନା ଅଣ…
ବେଉସା ପରିବା ବିକ୍ରି, ନିଶା ପାଲା ଗାୟକ
କେନ୍ଦୁଝର, ୩୦ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ)-ପାଲା ଗାୟକ ଭାବେ ସ୍ଥାନୀୟ ଗମ୍ଭାରିଆ ଗ୍ରାମର ଉମାକାନ୍ତ ପାତ୍ର ବେଶ୍ ପରିଚିତ। ପାଲା ହେଉଛି ତାଙ୍କର କଳା, କିନ୍ତୁ ବେଉସା ପରିବା ବିକିବା। ବୟସ ପ୍ରାୟ ୫୨ ହେବ। ୧୯୮୭ ମସିହାରୁ ପାଲା ଗାୟକ…
ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ: ମୁଖ୍ୟ ଅଭିଯୁକ୍ତ ଗିରଫ
ଭଦ୍ରକ ଅଫିସ, ୨୯।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍…
ବେଆଇନ ବାଲି ଚାଲାଣ:ଜେସିବି ସମେତ ୭ ଟ୍ରାକ୍ଟର ଜବତ
ଜଳେଶ୍ୱର, ୨୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଶିଖରପୁର, ଅଗ୍ରୱାଲାଛକ, ତେଗଡ଼ିଆ, ପଢ଼ିଆରିପୁର ଓ ପଞ୍ଚୁଘଣ୍ଟା ଆଦି ସୁବର୍ଣ୍ଣରେଖା ନଦୀର ବିଭିନ୍ନ ବାଲି ଉତ୍ସରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଇ ଡମ୍ପଂ କରି ରଖାଯାଉଛି। ଉକ୍ତ ସ୍ଥାନରୁ ଦୈନିକ ଶହ…
ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ
ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର କାଠପାଳ, ଜଗନ୍ନାଥପୁର, ମାଣିକୁଲା ଓ ନଲକୁଲ ଗ୍ରାମ ପ୍ରତି ବିପଦ ଦେଖାଦେଇଛି। ଜନବସତି…
ବଡନଦୀ ହିଡରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଆସିକା,୨୮।୫(ଡି.ଏନ୍.ଏ.)- ଆସିକା ସହର ଉପକଣ୍ଠ ମୁକୁନ୍ଦପୁର-ଆଲିପୁର ବଡନଦୀ ହିଡ ରାସ୍ତା କଡରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପୋଲସରା ନିକଟସ୍ଥ ରାଣୀପଡା ଗ୍ରାମର ସଞ୍ଜୟ ବେହେରା (୪୫)। ସେ ପରିବାର ସହ ୧୦ବର୍ଷ ହେଲା…
କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ
କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ…
ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା…
ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ
ତିହିଡ଼ି, ୨୮।୫(ଡି.ଏନ୍.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଜୋର ଧରିଛି। ତିହିଡ଼ର ପ୍ରସିଦ୍ଧ ବାବା ସ୍ବପ୍ନେଶ୍ୱର ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ…
ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ଲୁଟ୍
ଭଦ୍ରକ ଅଫିସ, ୨୮ା୫- ଭଦ୍ରକ ଟାଉନ ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାର୍ଦୁଭାବ ଦିନକୁ ଦିନ ବଢିବାରେ ଲାଗିଛି। କେତେବେଳେ ବାଇକ୍ ଲୁଟ୍ ତ ଆଉ କେତେବେଳେ ଘରେ ପଶି ସୁନା ଅଳଙ୍କାର ଲୁଟଇ ନେବା ଭଳି ଘଟଣା ଘଟୁଛି। ସୋମବାର ବାଁଶଡା…

