ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍ପି ଅଫିସ ଘେରିଲେ
ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା । ଏହି ଘଟଣାକୁ ପରବର୍ତ୍ତୀ ସମୟରେ ବଳି ସନ୍ଦେହ କରାଯାଇଥିଲା । ସେହି ପଡାରେ…
୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ
ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍ଯାପିତ ହେବ। ବୁଧବାର ବିଡେକା ପକ୍ଷରୁ ମନ୍ଦିର ପରିସରରେ ଆମ୍ବୁଲାନ୍ସ ସେବା ଓ ଲେଜର ଶୋ ଆରମ୍ଭ ହେବ।…
ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି
ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ ଧରି ଖରା ବର୍ଷାରେ ଅକାମୀ ହୋଇ ପଡିବା ପରେ ୩୫ ଲକ୍ଷ ଟଙ୍କାର ଏହି…
ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର
ପୁରୁଷୋତ୍ତମପୁର,୨୮।୫(ଡି.ଏନ୍.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ)ଙ୍କ ଘଟ ପର୍ଯ୍ୟାୟକ୍ରମେ ଗୋଟିଏ ଦିନ ପୂର୍ବଖଣ୍ଡ ରାଧାକାନ୍ତ ସାହି,…
ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ବାଳକ ମୃତ
ବାଲେଶ୍ୱର ଅଫିସ,୨୮।୫: ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଆପାଳ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗ୍ରାମର ଶଶିକାନ୍ତ ଦାସଙ୍କ ପୁଅ ହରିଶ(୧୫)। ସୂଚନାନୁଯାୟୀ, ହରିଶ ପୂର୍ବାହ୍ନ ୯ଟାରେ ସାଙ୍ଗମାନଙ୍କ ସହ ଗାଧୋଇବା ଲାଗି ରସୁଲପୁର…
ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ୩ ଭାଇ ଗଲେ ଜେଲ
ଦିଗପହଣ୍ଡି୨୮।୫(ଡି.ଏନ୍.ଏ.): ଦିଗପହଣ୍ଡି ପୋଲିସ ମଙ୍ଗଳବାର ଚକପଡ଼ା ଗ୍ରାମର ୩ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରଘୁନାଥ ପ୍ରଧାନ, ସୀତାରାମ ଓ ଶିବରାମ। ଅଭିଯୁକ୍ତଙ୍କୁ କେସ ନଂ. ୧୦୦/ ୧୯ରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣରେ କୋର୍ଟଚାଲାଣ କରାଯାଇଛି।…
ନାବାଳିକା ଅପହରଣ ଘଟଣା: ଏଯାବତ୍ ମିଳିନି ପତ୍ତା, ଥାନା ଘେରିଲେ ମହିଳା
ହାଟଡିହୀ,୨୮।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗତ ୧୪ ତାରିଖରେ ଅପହରଣ କରାଯାଇଥିଲା। ଏ ନେଇ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ସେ କେତେ ଜଣ ଯୁବକଙ୍କ ନାମ…
କପିଳେଶ୍ୱରପୁରରେ ଗାଈ ମଡ଼କ: ୫ ମୃତ, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ନିରାକାରପୁର, ୨୮।୫(ଡି.ଏନ୍.ଏ.): ବାତ୍ୟା ‘ଫନୀ’ ପରେ ଦୂଷିତ ପାଣି, ଅସ୍ବାସ୍ଥ୍ୟକର ପରିବେଶ ଓ ଭୀଷଣ ଗରମ ଯୋଗୁ ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତସ୍ଥିତ ବାଲିଗାଁ(କପିଳେଶ୍ୱରପୁର)ଗ୍ରାମରେ ଗାଈ ମଡ଼କ ଦେଖାଦେଇଛି। ଏଥିରେ ୫ରୁ ଊର୍ଦ୍ଧ୍ୱ ଗାଈ ମରିବା ସହିତ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ…
କୋଇଲା ଅନ୍ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ
ବାହାନଗା,୨୮।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ନଈଛଣପୁର ଗ୍ରାମର ଉମେଶ ମଲ୍ଲିକ…
ମାଲକାନଗିରିରେ କାଳବୈଶାଖୀ ଯୋଗୁ ବହୁ କ୍ଷୟକ୍ଷତି: ସହାୟତା ପାଇଁ ଦାବି
ମାଲକାନଗିରି, ୨୮।୫(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ସୋମବାର କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଏଥିରେ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ବହୁ ଘର ଭାଙ୍ଗି ଯିବା ସହ ଚାଳ ଛପର ଉଡ଼ିଯାଇଛି। ବହୁ ଲୋକେ ବେଘର ହୋଇଯାଇଛନ୍ତି। ବର୍ତ୍ତମାନ…
ହେଲ୍ମେଟ ନ ପିନ୍ଧିଲେ ଘରକୁ ଯିବ ଚାଲାଣ
ଅନୁଗୋଳ ଅଫିସ, ୨୮।୫ ରାସ୍ତା ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସାସେବା ଯୋଗାଇ ଦିଆଯିବ ସେ ସମ୍ପର୍କରେ ଗଠିତ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ସୋମବାର ଜିଲାପାଳ ମନୋଜ…
ପୃଥକ୍ ଦୁର୍ଘଟଣାରେ ୪ ମୃତ
ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି ଯିବାରୁ ଆଉ ୨ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ମୋଟଙ୍ଗା ଥାନା…

