ଆମ ଜିଲା ଖବର

ରକ୍ତ ନମୁନା ସଂଗ୍ରହ, ଔଷଧ ବଣ୍ଟନ

ଭୁବନ, ୨୮ା୫(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ଓ୍ବାର୍ଡରେ ଜଣ୍ଡିସ ରୋଗ ବ୍ୟାପୁଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଏହାର ନିୟନ୍ତ୍ରଣ ପାଇଁ ଜିଲା ସ୍ବାସ୍ଥ୍ୟ, ଜନସ୍ବାସ୍ଥ୍ୟ ଓ ପରିମଳ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସୋମବାର ଏଡିଏମ୍‌ଓ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀ

ଅନୁଗୋଳ ଅଫିସ, ୨୮।୫ ମା’ ବାପାଙ୍କ ମାନସିକ ସ୍ଥିତି ଠିକ୍‌ ନ ଥିବାରୁ ପିଲାବେଳୁ ପିଉସୀଙ୍କ ଘରେ ରହି ପାଠ ପଢ଼ୁଥିବା ଜଣେ ଛାତ୍ରୀ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦଶମରେ ଗ୍ରେଡ୍‌ -ବିରେ ଉତ୍ତୀର୍ଣ୍ଣ ହୋଇଥିବାରୁ…

ଆଈଅଜା କୋଳରେ ମା’ ଛେଉଣ୍ଡ ନାତୁଣୀ

ଅନୁଗୋଳ ଅଫିସ, ୨୮।୫ ଜନ୍ମ ବେଳେ ଝିଅର ଦୁଇ ଗୋଡ଼ ଲାଗି ଯାଇଥିଲା। ତିନି ଦିନ ପରେ ତା ମା’ ବି ମରିଯାଇଥିଲା। ସେହିଦିନୁ ମା ଛେଉଣ୍ଡ ଛୁଆଟିକୁ କୋଳେଇ ନେଇଛୁ ଆମେ ଆଈ ଅଜା। ବହୁ କଷ୍ଟକରି ଅସ୍ତ୍ରୋପଚାର କରାଇଛୁ।…

ମୁହଁ ମୋଡ଼ିଛନ୍ତି ୬ ପ୍ରତିଶତ ମତଦାତା

ଅନୁଗୋଳ ଅଫିସ, ୨୮।୫୧୯ ବର୍ଷ ହେଲା ବିଜେଡି ଅନୁଗୋଳ ନିର୍ବାଚନମଣ୍ଡଳୀକୁ ନିଜର ଗଡ଼ କରିଆସିଛି। ୨୦୦୦ ମସିହାରେ ଅଦ୍ୱୈତ୍ୟ ପ୍ରସାଦ ସିଂ ବିଜେଡିରୁ ନିର୍ବାଚିତ ହୋଇଥିଲେ। ଏହାପରଠାରୁ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ଅଦ୍ୱୈତ୍ୟ ପ୍ରସାଦଙ୍କ ପୁଅ ରଜନୀକାନ୍ତ…

ଦିନ ଦ୍ୱିପ୍ରହରରେ ଖଟୁଛନ୍ତି ଶ୍ରମିକ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର)ସରକାରୀ ନିୟମକୁ ଫୁ। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟାଣ ଖରାରେ ଶ୍ରମିକଙ୍କୁ ନ ଖଟାଇବା ପାଇଁ ସରକାରଙ୍କ ପକ୍ଷରୁ କଟକଣା ରହିଥିବାବେଳେ ଏହାକୁ ଖୋଲାଖୋଲି ଉଲ୍ଲଘଂନ କରୁଛି ଗାୟତ୍ରୀ କନଷ୍ଟ୍ରକସନ କମ୍ପାନୀ। ବତ୍ତର୍ର୍ମାନ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ…

୯ ସମବାୟ ସମିତିରେ ବିହନ ନାହିଁ

ବଅଁରପାଳ, ୨୮ା୫(ଡି.ଏନ.ଏ.)ବଅଁରପାଳ ବ୍ଲକର ଚାଷୀଙ୍କୁ ମିଳୁନି ଧାନ ବିହନ। ଜମିରେ ଚାଷ ଆରମ୍ଭ ହୋଇଥିଲେ ମଧ୍ୟ ବିହନ ଅଭାବ ସେମାନଙ୍କ ଚିନ୍ତା ବଢାଇଛି। ବ୍ଲକ ଅଧୀନରେ ମୋଟ ୧୩ଟି କୃଷି ସମବାୟ ସମିତି ଥିଲେ ମଧ୍ୟ ୯ଟିରେ ଚାଷୀଙ୍କୁ ଧାନ ବିହନ…

ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଲା : ନିର୍ମାଣ ହୋଇପାରୁନି ସମ୍ମୁଖ ରାସ୍ତା

ଢେଙ୍କାନାଳ ଅଫିସ,୨୮ା୫ ଢେଙ୍କାନାଳ ସହରସ୍ଥିତ ଦକ୍ଷିଣକାଳୀ ରୋଡରେ ନିର୍ମିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନି ଚିକିତ୍ସାଳୟରୁ ନିକଟରୁ ୫୫ନଂ ଜାତୀୟ ରାଜପଥକୁ ସଂଯୋଗ ପାଇଁ ଥିବା ସମ୍ମୁଖ ରାସ୍ତା। ଏଥି ନିମନ୍ତେ…

ନଦୀବନ୍ଧରେ ଆବର୍ଜନା, ବଢୁଛି ଅସନ୍ତୋଷ

ଖଣ୍ଡପଡ଼ା,୨୮ା୫(ସ୍ବ.ପ୍ର.)-ପରିବେଶକୁ ସ୍ବଚ୍ଛ ସୁନ୍ଦର ରଖିବା ସହିତ ବାହାରେ ମଳତ୍ୟାଗ ନ କରିବା ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା କରିଛନ୍ତି ା ଏ ଦିଗରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ମଧ୍ୟ କାର୍ଯ୍ୟ କରୁଛି।…

ଆଦିବାସୀ ସମ୍ପ୍ରଦାୟ ଲୋକଙ୍କ ଯାଯାବର ଜୀବନଜୀବିକାର ମାଧ୍ୟମ ହୋଇଛି ମହୁ, ଝୁଣା ସଂଗ୍ରହ

ଗଣିଆ,୨୮ା୫(ସନ୍ତୋଷ କୁମାର ପ୍ରଧାନ)- ଇତିହାସ କହେ ଆଦିମ ଯୁଗରେ ମଣିଷ ଯାଯାବର ଜୀବନଯାପନ ବିତାଉଥିଲା। ଖାଦ୍ୟ ଅନ୍ବେଷଣ ପାଇଁ ଗୋଟିଏ ଯାଗାରୁ ଅନ୍ୟ ଯାଗାକୁ ଘୂରିବୁଲୁଥିଲା। କାଳକ୍ରମେ ଆଦିମାନବର ବୌଦ୍ଧିକ ଜ୍ଞାନର ବିକାଶ ଘଟିଛି। ମଣିଷ ଅତ୍ୟାଧୁନିକ ବିଜ୍ଞାନ ଯୁଗରେ ପଦାର୍ପଣ…

ଚିଲିକାରେ ଗ୍ରୀଷ୍ମକାଳୀନ ପକ୍ଷୀ ଗଣନାରୌଦ୍ରତାପ ସତ୍ତ୍ୱେ ୧୦୬ ପ୍ରଜାତିର ୩୮ହଜାର ପକ୍ଷୀଙ୍କ ସମାଗମ

ବାଲୁଗାଁ,୨୮ା୫(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ୧୦୬ ପ୍ରଜାତିର ୩୮ ହଜାର ୨୭୧ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଏହା ଜଣାଯାଇଛି ା ଗତବର୍ଷ ତୁଳନାରେ ଚଳିତବର୍ଷ ପକ୍ଷୀ ସଂଖ୍ୟା…

ଗୋଛା ସଂରକ୍ଷିତ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁଶିକାରୀ କାଟି ନେଇଛନ୍ତି ଦାନ୍ତ

ନୟାଗଡ଼ ଅଫିସ,୨୮।୫-ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଗୋଛା ସଂରକ୍ଷିତ ଜଙ୍ଗଲରେ ଗୋଟିଏ ଦନ୍ତାହାତୀର ମୃତ୍ୟୁ ହୋଇଛି। ସୋମବାର ରାତିରେ ବନ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି। ଯେ, କିଛିଦିନ ହେବ ଦଶପଲ୍ଲା ଜଙ୍ଗଲରୁ ୭ଟିକିିଆ ହାତୀପଲ ଆସି…

ନାବାଳିକା ଅସଦାଚରଣ ମାମଲା ଯୁବକଙ୍କୁ ୫ ବର୍ଷ ଜେଲ

ନୟାଗଡ଼ ଅଫିସ,୨୮।୫-ପ୍ରଥମ ଶ୍ରେଣୀର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଅଭିଯୁକ୍ତ ଯୁବକଙ୍କୁ ୫ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଯୁବକ ଜଣଙ୍କ ହେଲେ ଖଣ୍ଡପଡ଼ା ଥାନା ବେଣାଗାଡ଼ିଆ ଗ୍ରାମର ଅଶୋକ ମୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?