ଜଗତ୍ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ କେଳେଙ୍କାରୀ: ୫ ବ୍ଲକରେ ୬୧ ଲକ୍ଷ ଟଙ୍କାର ଚାଉଳ ଗାଏବ
ଜଗତ୍ସିଂହପୁର ଅଫିସ, ୩ା୭-ଜଗତ୍ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) କେଳେଙ୍କାରୀକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ମୋଟ ୮ ବ୍ଲକ ମଧ୍ୟରୁ ୫ଟିରେ ପାଖାପାଖି ୬୧ ଲକ୍ଷ ଟଙ୍କାର ଏମ୍ଡିଏମ୍ ଚାଉଳ ଅନିୟମିତତା ହୋଇଥିବା ଜଣାପଡିଛି। ଏହି ବ୍ଲକଗୁଡିକ…
ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଏବଂ ଜିଲାସ୍ତରୀୟ ସମୀକ୍ଷା ବୈଠକ: ଶିକ୍ଷା, କୃଷି, ଗୃହ ଋଣ ହାର କମୁଥିବାରୁ ଅସନ୍ତୋଷ
ଜଗତ୍ସିଂହପୁର ଅଫିସ,୩ା୭: ବ୍ୟାଙ୍କଗୁଡିକ କେବଳ ଟଙ୍କା ଜମା ଉପରେ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଋଣ ଦେବା ନଁା ଧରୁନାହାନ୍ତି। ଯେଉଁଥିପାଇଁ ଜଗତ୍ସିଂହପୁର ଜିଲାରେ କ୍ରେଡିଟ୍ ଡେବିଟ୍ ଅନୁପାତ ୪୦%ରୁ କମ ରହୁଛି। ଏହା ସରକାରଙ୍କ ଉଦ୍ଦେଶ୍ୟ ନୁହେଁ। ତେଣୁ ବ୍ୟାଙ୍କଗୁଡିକ ଋଣ…
ସରକାରୀ ସୁବିଧାରୁ ବଁଚିତ୍ କେଁଦୁପତର ବଁଧାଲି
ସିନାପାଲି, ୩।୭ (ଡି.ଏନ୍.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍ ବିତଉଥିବାର ଅଭିଯୋଗ ହେଉଛେ। ଇ କାମ୍ ଲାଗି ସେମାନେ ମାସାଧିକ୍ ଘରଦୁଆର ଛାଡ଼ି ରହୁଥିଲାବେଲେ ଫଡିରେ ସାଧାରନ୍…
ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍ କନ୍ଦର୍ପ
କେସିଙ୍ଗା, ୩।୭ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ କେନ୍ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍ତି ଟଁକା ପାଏବାର…
କିଡ଼୍ନୀ ରୋଗ୍ରେ ରୁଜ୍ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ
ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍ନୀ ରୋଗ୍ରେ ଆକ୍ରଁାତ ହେଇ ଦୁଇ କିଡ଼୍ନୀ ହରେଇଥିଲେ। ପୁଓର ଏନ୍ତା ଦୁଖ୍ ଦେଖି ମା’ ରେଖା ନିଜର…
ବଶିଷ୍ଠକୁଁ ଉଧାର କଲା ଡାକ୍ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍ତରଖାନାରେ ଭରତି
ଲୋଇସିଂହା,୩।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍ରେ ପୀଡ଼ିତ ଅଛନ୍। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ। ଇ ବାବ୍ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର…
ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷେ ଟଙ୍କା
ପରଜଙ୍ଗ, ୩।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରା ଆତଙ୍କ ଦେଖାଦେଇଛି। ଭାଲୁମୁଣ୍ଡା-ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନରେ ଭାରତ ଫାଇନାନ୍ସ କର୍ମଚାରୀ ଆଶିଷ କୁମାର ନାୟକଙ୍କ ଠାରୁ ଏକଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍…
ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ: ବେଡ୍ ଛାଡ଼ି ପଳାଇଲେ ମାନସିକ ରୋଗୀ
ଅନୁଗୋଳ ଅଫିସ, ୩।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ମେଡିକାଲ କର୍ତ୍ତୃପକ୍ଷଙ୍କ ହୁଗୁଳା ସୁରକ୍ଷା ବ୍ୟବସ୍ଥା ଯୋଗୁ ବାରମ୍ବାର ଏପରି ଘଟଣା ଘଟୁଥିବା…
ଆରମ୍ଭ ହେଲା ସ୍ମାର୍ଟ କ୍ଲାସ୍ ପ୍ରକଳ୍ପ
ଢେଙ୍କାନାଳ ଅଫିସ, ୩।୭ – ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ‘ସ୍ଲାର୍ଟ କ୍ଲାସ ପ୍ରକଳ୍ପ’। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଢେଙ୍କାନାଳ ରାଜ୍ୟର ପ୍ରଥମ ଜିଲା। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ…
ମେରାମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍ ବିଭ୍ରାଟ: ଜରୁରୀ ସେବା ବାଧାପ୍ରାପ୍ତ, ତାତିଲେ ଜନତା
ଢେଙ୍କାନାଳ ଅଫିସ, ୩ା୭ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ମେରାମଣ୍ଡଳୀ ସବ୍ଷ୍ଟେଶନ ଅଞ୍ଚଳରେ ବିଦ୍ୟୁତ୍ ବିଭ୍ରାଟ ସୀମା ଟପିଲାଣି। ବାରମ୍ବାର ବିଦ୍ୟୁତ୍ କାଟ୍ ଯୋଗୁ ଜରୁରୀ ସେବା ବାଧାପ୍ରାପ୍ତ ହେଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ…
ରାଜପଥରୁ ଡକାୟତି ଯୋଜନା ପଣ୍ଡ: ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତ ଗିରଫ
ଅନୁଗୋଳ ଅଫିସ, ୩।୭-ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍ ଗୁଡ଼ିକରୁ ଡକାୟତି ପାଇଁ ଯୋଜନା ବେଳେ ସୋମବାର ରାତିରେ ପୋଲିସ ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଏକାଧିକ ମାରଣାସ୍ତ୍ର ମିଳିଥିବା ବେଳେ ନଗଦ ଟଙ୍କା…
ବମ୍ବେ ପୋଲିସ ଦ୍ୱାରା ଢେଙ୍କାନାଳର ନାବାଳିକା ଉଦ୍ଧାର: ଏମ୍ପିରେ ବିବାହ କରାଇଦେଇଥିଲେ ଦଲାଲ
ଢେଙ୍କାନାଳ ଅଫିସ, ୩।୭-ସମ୍ପର୍କୀୟ ଏବଂ ଦଲାଲଙ୍କ ଦ୍ୱାରା ମଧ୍ୟପ୍ରଦେଶରେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଜୋରଜବରଦସ୍ତ ବିବାହ କରାଇ ଦିଆଯାଇଥିଲା। ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ଉକ୍ତ ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରିଛି।…

