ଆମ ଜିଲା ଖବର

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଦୁର୍ବଳତା ଧରିଲେ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୭-ଗଞ୍ଜାମ ଜିଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥାକୁ ଯେତିକି ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଉଛି, ତୃଣମୂଳସ୍ତରରେ ସେତିକି ଦୁର୍ବଳ ହେବାରେ ଲାଗିଛି। ଯୋଜନା ନ ଥାଇ ପିଲାମାନଙ୍କୁ ପାଠପଢ଼ା ଯାଉଛି। ଫଳରେ ପରୀକ୍ଷା ଫଳ ଖରାପ ହେଉଛି। ପ୍ରାଥମିକ ଶିକ୍ଷାଦାନ…

ହାତୀପଲ ଉଜାଡ଼ିଲେ ମକା ଫସଲ

ଚମ୍ପୁଆ, ୩ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ବଢୁଥିବା ହାତୀ ଉପଦ୍ରବ କମୁ ନ ଥିବା ବେଳେ ବନବିଭାଗର ହାତୀ ଘଉଡାଇବା ଉଦ୍ୟମ ଫେଲ ମାରୁଛି। ଏହି ଉପଦ୍ରବ ଫଳରେ ଚାଷୀ ଓ ଚାଷର ପ୍ରଭୁତ କ୍ଷତି ହେଉଥିବା ବେଳେ ବନବିଭାଗର ନିଦ ଭାଙ୍ଗୁ ନ…

ବିପର୍ଯ୍ୟସ୍ତ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ: ଝୁଡ଼ିରେ ବୁହା ହେଲେ ମହିଳା ରୋଗୀ

କେନ୍ଦୁଝର, ୩ା୭(ସ୍ବ.ପ୍ର.)-ଗମନାଗମନର ସୁବିଧା ପାଇଁ ସବୁ ଗ୍ରାମକୁ ସବୁ ଦିନିଆ ରାସ୍ତା ନିର୍ମାଣ ଏବଂ ଗ୍ରାମାଞ୍ଚଳ ରାସ୍ତା ଘାଟର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ ହେଉଥିଲେ ହେଁ କେନ୍ଦୁଝର ଜିଲାର ଅନେକ ଗ୍ରାମକୁ ସ୍ବାଧୀନତାର ୭୨ ବର୍ଷ ପରେ…

ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ

ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର ଧାନର ମୂଲ୍ୟ ସର୍ବନିମ୍ନ ୧୭୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ା ବର୍ଦ୍ଧିତ ମୂଲ୍ୟ ଯୋଗୁ…

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି ଭାବେ କାର୍ଯ୍ୟରତ ଦିଲୀପ ଦଳବେହେରାଙ୍କର ସାରଙ୍ଗଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିଲା। ମୃତଦେହ ନେବାପାଇଁ…

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ ପାଇଁ…

ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ଆସନ୍ତା ୪ ତାରିଖ ସକାଳ ୬ଟାରୁ ୧୪…

ଟ୍ରକରେ ପିଟିହେଲା ଆରୋହୀ ବାଇକ୍‌ ମୃତ

ବାଲେଶ୍ୱର ଅଫିସ,୨।୭-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ରେମୁଣା ଗୋଲେଇ ରାସ୍ତା ପାର୍ଶ୍ୱରେ ମଙ୍ଗଳବାର ଛିଡ଼ା ହୋଇଥିବା ଏକ ଟ୍ରକରେ ବାଇକ୍‌ ପିଟି ହୋଇଯିବାରୁ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋର ଥାନା ଶରଶଙ୍ଖ ଗ୍ରାମର…

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ ସମୁଦ୍ର ଅତ୍ୟନ୍ତ ଜୁଆରିଆ ରହିଛି। ମୁହାଣ ଦେଇ ବୈତରଣୀକୁ ଅଧିକ ଜୁଆର ପାଣି…

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ନ ହେଲେ ଛାତ୍ର ଆନ୍ଦୋଳନ ହେବ: ଏବିଭିପି

ଭଦ୍ରକ ଅଫିସ,୨ା୭- ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ବର୍ଷକ ପୂର୍ବରୁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ଲାଗି ୩.୮୩ କୋଟି ଟଙ୍କାର ଅନୁଦାନ ଆସିଥିଲେ ମଧ୍ୟ ଏଯାଏ କାମ ଆରମ୍ଭ ହୋଇ ନାହିଁ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ସମ୍ପାଦକ…

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ ରନତ୍ବେଦିକୁ ବିଜେ କରିଥିଲେ। ଠାକୁରଙ୍କୁ ବିଭିନ୍ନ ଅଳଙ୍କାରରେ ସୁସଜ୍ଜିତ କରାଯାଇଥିଲା। ପୂଜକ ପଦ୍ମନାଭ…

ବୈତରଣୀରେ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ, ୨ା୭(ଡି.ଏନ୍‌.ଏ.)- ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି। ନଦୀ ଉପରମୁଣ୍ଡରେ ଆଖୁଆପଦାଠାରେ ୩୪.୦ ମି.ମି., ଆନନ୍ଦପୁରରେ ୫୯.୦୮, ସୋମପାଟଣାରେ ୧୯.୪, କେନ୍ଦୁଝରରେ ୨୬.୨ ଏବଂ ଚମ୍ପୁଆରେ ୫୫.୦ ମି.ମି. ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?