ଆମ ଜିଲା ଖବର

ବ୍ରହ୍ମପୁର ବଡ଼ ମେଡିକାଲ୍‌: ଡାଏଲିସିସ୍‌ ୱାର୍ଡରେ ଅଚଳାବସ୍ଥା

ବ୍ରହ୍ମପୁର ଅଫିସ୍‌,୨୬ା୫-ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ଥିବା ଡାଏଲିସିସ୍‌ ୱାର୍ଡ଼ ଅବହେଳାର ଶିକାର ହେବାରେ ଲାଗିଛି। ଏହି ୱାର୍ଡ଼ରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ମେଶିନ୍‌ ଦିଆଯାଉ ନାହିଁ। ପୁରୁଣା ମେଶିନ୍‌ରେ ଯେନତେନ ପ୍ରକାରେ କାମ ଚଳାଯାଉଛି। ଏହି ପୁରୁଣା ମେଶିନ୍‌ଗୁଡ଼ିକ…

ଡାହାଣୀ ସନ୍ଦେହ : ମହିଳାଙ୍କୁ ମାଡ଼ ମାରି ବିଷ୍ଠା ଖୁଆଇଲେ

ଢେଙ୍କିକୋଟ, ୨୬।୫(ଡି.ଏନ୍‌.ଏ.)- ଡାହାଣୀ ସନ୍ଦେହ ଭଳି ଅନ୍ଧବିଶ୍ୱାସକୁ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ଆମ୍ବୁଆପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ବୁଧବାର ଅପରାହ୍ନରେ ଉଲଗ୍ନ କରି ମାରଧର କରିବା ସହ ବିଷ୍ଠା ଖୁଆଇବା ଭଳି ଅମାନବୀୟ କାଣ୍ଡ ଘଟିଛି। ଘଟଣା…

ପାନୀୟଜଳ ପ୍ରକଳ୍ପ ଅକାମୀ : ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ତେଲକୋଇ, ୨୬।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନ ଏସ.ଏନ.ପୁରଗୋଡା ରେ ପାନୀୟଜଳ ସମସ୍ୟା ଉକତ୍ଟ ରହିଛି । ଦୀର୍ଘ ୫ବର୍ଷ ପୂର୍ବରୁ ହୋଇଥିବା ଓଭରହେଡ ଟାଙ୍କି ସମେତ ବିଭିନ୍ନ ଗ୍ରାମକୁ ସ୍ବଜଳଧାରା ଯୋଜନା ବିଫଳ ହୋଇଛି । ସ୍ବଜଳଧାରା ଯୋଜନାରେ ଏହି ପଞ୍ଚାୟତ ମୁଖ୍ୟାଳୟରେ…

କଲଭର୍ଟରେ ପିଟି ହୋଇ ନାବାଳିକା ମୃତ

ପାଟଣା/କେନ୍ଦୁଝର, ୨୬।୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ଗମ୍ଭାରୀଆ ହାଟଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ସ୍କୁଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଛି। ନାବାଳିକା ଜଣକ ହେଉଛନ୍ତି କେନ୍ଦେଇ ପଶି ଗ୍ରାମର ନୀଳମଣି…

ଗୃହିଣୀ ହାତରେ ବନ୍ଧୁକ

ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି ପ୍ରତିଭା ଦେଖାଇଥାଏ। ଏଭଳି ଜଣେ ଅନନ୍ୟ ପ୍ରତିଭା ହେଉଛନ୍ତି ରୁକ୍ମିଣୀ ଲାହା(୩୬)। ଘର ଭଦ୍ରକ…

ମଡେଲିଂରୁ ଅଭିନୟ : ଯୁବପ୍ରତିଭା ସୌମ୍ୟରଞ୍ଜନ

ବାରିପଦା ଅଫିସ,୨୬।୫- ପାଠପଢ଼ା ସହିତ ଜଣେ ସଫଳ ଅଭିନେତା ହେବାକୁ ପିଲାଦିନୁ ସେ ସ୍ବପ୍ନ ଦେଖିଥିଲେ। ଏହି ସ୍ବପ୍ନକୁ ସାକାର କରିବା ଲାଗି ସେ ନିରନ୍ତର ପ୍ରୟାସ କରି ଆସିଥିଲେ। ପାଠ ପଢା ପରେ ପ୍ରଥମେ କ୍ୟାମେରାରେ ନିଜ ଫଟୋ ଉଠାଇ…

ବଡ଼ସାହିରେ କାଳବୈଶାଖୀ: ବଜ୍ରପାତରେ ୨ମୃତ

ବଡ଼ସାହି, ୨୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡସାହି ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଖେଳାଇଛି। ଝଡବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨ଜଣଙ୍କର ମୃତ୍ୟୁ ଘଟିଛି । ମୃତକମାନେ ହେଲେ ବେଲପାଳ ଗ୍ରାମର ମାର୍କଣ୍ଡ ଓରଫ ନିରଞ୍ଜନ ବିଶୋଇ(୩୫) ଓ ମୁନା ଓରଫ ବଳରାମ…

ମୁଖ୍ୟ ରାସ୍ତା ବନ୍ଦ, ଲୋକେ ହଇରାଣ: କାର୍ଯ୍ୟରେ ମନ୍ଥରତା ନେଇ ଅସନ୍ତୋଷ

ବସ୍ତା, ୨୬।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ବସ୍ତା, ଗାନ୍ଧୀଛକ, ବାହାର୍ଦ୍ଦାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ତିନି ପଟୁ ରାସ୍ତା ବନ୍ଦ କରାଯାଇଛି। ଫଳରେ ଯାତାୟାତରେ ସମସ୍ୟା ଦେଖାଦେଇଛି। ଏଥିସହିତ ଠିକାଦାରମାନେ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ କରୁଥିବାରୁ…

ଭୋଟ ହରଣଚାଳ ଅଭିଯୋଗ ଆଣିଲେ ଜୟନାରାୟଣ

ଜଳେଶ୍ୱର, ୨୬।୫(ଡି.ଏନ.ଏ.)-ସରକାରୀ କଳ ଜରିଆରେ ଇଭିଏମ୍‌ରେ ହେରଫେର କରାଯାଇଥିବାରୁ ଭାଜପା ଓଡ଼ିଶାରେ ପରାଜୟର ମୁହଁ ଦେଖିଛି। ଦଳର ନିଶ୍ଚିତ ଭୋଟ୍‌କୁ ହରଣଚାଳ କରାଯାଇଛି ବୋଲି ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ଲଢି ପରାଜୟ ବରଣ କରିଥିବା ଭାଜପା ପ୍ରାର୍ଥୀ…

ଜମିରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୨୫।୫(ଡି.ଏନ.ଏ.)- ଦିଗପହଣ୍ଡି ବଡ଼ଡୁମ୍ବୁଳା ଗ୍ରାମର ଚାଷୀ କାଶୀନାଥ ସେଠୀଙ୍କ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଅଂଶୁଘାତ ପ୍ରଭାବରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରେ କାଶୀନାଥ ଗଁା ନିକଟ ଜମିରେ ଚାଷକାମ କରିବାକୁ ଯାଇଥିଲେ। ସେହି ରାସ୍ତାଦେଇ…

କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ

ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫ ହଜାର…

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?