ଆମ ଜିଲା ଖବର

ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ

ତିହିଡ଼ି,୨୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ…

ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ବାତିଲ

କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ମଧ୍ୟ ବାତିଲ ହୋଇଥିବା ଜଣାପଡ଼ିଛି। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ ବୋଲି ପୂର୍ବତଟ…

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ ଘର ହାଟଡ଼ିହୀ ବ୍ଲକ ମରୈଗାଁ ପଞ୍ଚାୟତ ଶଙ୍ଖଣା ଗ୍ରାମରେ। ହାଟଡ଼ିହୀ ଏବଂ ଆନନ୍ଦପୁର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗାଇଚରାଳିଙ୍କ ମୃତ୍ୟୁ

କେସିଙ୍ଗା, ୨୫।୫: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ସକାଳେ ଜଣେ ଗାଇଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ବୈଶିଷ୍ଠ ବାଗ(୫୦)। ପ୍ରକାଶ ଯେ, ସୁକୁନାଭଟା ଗ୍ରାମ ନିକଟ…

ଐତିହାସିକ ବିଜୟ, ତଥାପି ମନଉଣା

ବଇଣ୍ଡା, ୨୫ା୫(ଡି.ଏନ.ଏ.)- ବିଜୟ ବାସ୍ନା ପାଉ ପାଉ ଅନେକ ପ୍ରାର୍ଥୀ ଉତ୍ସବ ଆୟୋଜନରେ ଲାଗିପଡ଼ନ୍ତି। ଫୁଲ, ତେଲ, ବାଜା, ବାଣ ଆଦି ପାଇଁ ଆଗୁଆ ବରାଦ ଦେଇଦିଅନ୍ତି। ଆଉ ବିଜୟୀ ଘୋଷିତ ହେବାମାତ୍ରେ ସେଲିବ୍ରେସନ ଆରମ୍ଭ ହୋଇଯାଏ ଶୋଭାଯାତ୍ରାରୁ। ହେଲେ ଏକ…

ଟ୍ରେନ୍‌ଲାଇନରେ କଟି ମହିଳା କର୍ମଚାରୀ ମୃତ

ଯାଜପୁର ଅଫିସ, ୨୫।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ନିଳାଚଳ ଇସ୍ପାତ ନିଗମ ପରିସରରେ ରେଳଲାଇନରେ କଟି ଶନିବାର ପୂର୍ବାହ୍ନ ୯ଟାରେ ଏସ୍‌ଏମ୍‌ଏସ୍‌ ବିଭାଗରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କବାଟବନ୍ଧ ଅଞ୍ଚଳର ଅନଙ୍ଗମଞ୍ଜରୀ ରାଉତ।…

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ ହେଉଛନ୍ତି ଚିଙ୍ଗୁଡୁ। ଚିଙ୍ଗୁଡୁ ଭାଇ ବୋଲି ତାଙ୍କୁ…

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ ଆଉ କେଉଁ ନେତା ପ୍ରଥମ କରି ବିଜୟର…

ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା ମହାନ୍ତ,(୪୬)। ସୂଚନା ଅନୁଯାୟୀ ଅହଲ୍ୟା ଘରଠାରୁ ୧୦୦ମିଟର…

ବିଜୟ ପରେ ନେତାଙ୍କ ପ୍ରଥମ ପ୍ରତିକ୍ରିୟା: ଅଧୁରା କାର୍ଯ୍ୟ କରିବେ ସମ୍ପୂର୍ଣ୍ଣ

ଅନୁଗୋଳ ଅଫିସ, ୨୫।୫-ଅନୁଗୋଳ ଜିଲାରେ ବିଜେଡି ବାଜିମାତ୍‌ କରିବା ପରେ ଏବେ ଭୋଟରମାନଙ୍କୁ ଧନ୍ୟବାଦ ଜଣାଉଛନ୍ତି ନବନିର୍ବାଚିତ ବିଧାୟକମାନେ। ଜିଲାର ୫ ବିଧାୟକ ସେମାନଙ୍କ ବିଜୟର ଶ୍ରେୟ ଲୋକଙ୍କୁ ଦେଇଛନ୍ତି। ଏଥିସହ ପୁରୁଣା ନେତାମାନେ ସେମାନଙ୍କ ଅଧୁରା କାର୍ଯ୍ୟ ପୂରଣ କରିବେ…

ନବୀନ କ୍ରେଜ୍‌ କାଏମ

ଢେଙ୍କାନାଳ ଅଫିସ, ୨୫।୫-ଦୀର୍ଘଦିନ ଧରି ଶାସନ ଗାଦି କବ୍‌ଜା କରି ରଖିଥିଲେ ମଧ୍ୟ କମିନି ନବୀନଙ୍କ କ୍ରେଜ୍‌। ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଏହାର ପୁନରାବୃତ୍ତି ହୋଇଛି। ରାଜ୍ୟରେ ଶାସକ ଦଳକୁ ପୁଣି ଥରେ ମିଳିଛି ସ୍ପଷ୍ଟ ବହୁମତ, ଯାହା ବିରୋଧୀଙ୍କୁ…

କଂଗ୍ରେସ ଧରାଶାୟୀ

ଢେଙ୍କାନାଳ ଅଫିସ/ପରଜଙ୍ଗ(ଡି.ଏନ.ଏ.), ୨୫।୫- ସାଧାରଣ ନିର୍ବାଚନରେ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଓ୍ବା ଆଗରେ ଫେଲ୍‌ ମାରିଛି ବିପକ୍ଷ ଦଳର ସବୁ ରଣନୀତି। ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀରେ ଦଳ ଖାତା ଖୋଲିପାରିନାହିଁ। ଅଧିକାଂଶ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?