ଆମ ଜିଲା ଖବର

ଏନ୍‌କାଉଣ୍ଟରରେ ଆହତ ଅଷ୍ଟମଙ୍କୁ ୭ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୫- ପୋଲିସ ଏନ୍‌କାଉଣ୍ଟର ବେଳେ ଅପରାଧୀଙ୍କ ଗୁଳିରେ ପୋଲିସ ଆହତ ହୋଇଥିବା ମାମଲାର ଶୁଣାଣି କରି ଅତିରିକ୍ତ ବିଚାର ବିଭାଗ ମାଜିଷ୍ଟ୍ରେଟ (ଏସିଜେଏମ) ସରୋଜ କୁମାର ଦାସ ପଶ୍ଚିମବଙ୍ଗ ମୁର୍ଶିିଦାବାଦର ଅଷ୍ଟମ ମଣ୍ଡଳଙ୍କୁ ୭ ବର୍ଷ ସଶ୍ରମ ଦାରାଦଣ୍ଡ ସହ…

ଗଞ୍ଜାମ ଜିଲାରେ ବିଜେଡିର ବାଜିମାତ୍‌: ୨ ଲୋକ ସଭା, ୧୨ ବିଧାନସଭା ଆସନ ଦଖଲ

ବ୍ରହ୍ମପୁର ଅଫିସ,୨୫ା୫- ଗଞ୍ଜାମ ଜିଲା ରାଜନୀତିରେ ପୁଣି ବିଜେଡି ବାଜିମାତ କରିଛି। ଦୁଇ ଲୋକ ସଭା ଆସନ ପୁନର୍ବାର ଦଖଲ କରିଥିବା ବେଳେ ୧୩ ବିଧାନସଭା ଆସନରୁ ୧୨ଟିରେ ଶଙ୍ଖ ଦଳ ବିଜୟ ବାନା ଉଡ଼ାଇଛି। କେବଳ ସାନଖେମୁଣ୍ଡିରେ କଂଗ୍ରେସ ପ୍ରାର୍ଥୀ…

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଅବସ୍‌ତା ଏନ୍‌ତା ଯେ, ସେ ସବୁବେଲେ ଖଟେ…

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ସ୍ବାସ୍ଥ୍ୟ ଉପକେନ୍ଦ୍ର ଖୁଲୁଛନ୍‌। ହେଲେ କେନ୍‌ଠାନେ…

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି । ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ…

ଖଣ୍ଡା ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୨୫ା୫(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଶୁକ୍ରବାର ୨ଭାଇଙ୍କ ଖଣ୍ଡାଚୋଟରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଏନ. କୃଷ୍ଣମୂର୍ତ୍ତି ରେଡ୍ଡୀ। କୃଷ୍ଣମୂର୍ତ୍ତି ଗାଁ ପୋଖରୀରୁ ଗାଧୋଇ ଘରକୁ ଆସୁଥିବା ବେଳେ ପୂର୍ବ ଯୋଜନା ପ୍ରକାରେ ପଡ଼ିଶା ଘରେ ରହୁଥିବା…

ସୁଶାନ୍ତ ହତ୍ୟା ଘଟଣା, ଆଉ ଜଣେ କୋର୍ଟଚାଲାଣ

ଗୋପାଳପୁର,୨୫ା୫- ଗୋପାଳପୁର ଥାନା ବଡ଼ଗୁମୁଳା ଗ୍ରାମରେ ଏପ୍ରିଲ ୨୦ ତାରିଖ ସନ୍ଧ୍ୟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁଶାନ୍ତ ସାହୁଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୭ ଜଣଙ୍କୁ ପୂର୍ବରୁ ଗିରଫ କରି କୋର୍ଟ ଚାଲାଣ କରିଥିବା…

ଗୁଳିମାଡ଼ରେ ଆହତ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କ ପ୍ରାଣ ଗଲା

ଆସିକା,୨୫ା୫(ଡି.ଏନ୍‌.ଏ.)- ସାଧାରଣ ନିର୍ବାଚନ ଭୋଟ ଗଣତି ପୂର୍ବ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ…

ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’

ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ ଥର…

୨ ଚନ୍ଦନ ଗଛ ଚୋରି

କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ ଚକିତ କରିଛି। ପୋଲିସ ଅଭିଯୋଗ ପାଇବା ପରେ…

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ତାଙ୍କ…

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ ନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?