ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨
ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ ଦାସ…
ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ
ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କୁ ୫୬, ୫୩୩ ଖଣ୍ଡ ଭୋଟରେ…
କାଜୁ ତୋଳିବାକୁ ଆସି ଯୁବକଙ୍କ ଜୀବନ ଗଲା
ପାଟଣା,୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ଗ୍ରାମର ଅଭିମନ୍ୟୁ ପାତ୍ର ନାମକ ଜଣେ ବ୍ୟକ୍ତି ଗାଁରେ ଥିବା ନିଜ କାଜୁ ପଡିଆକୁ ଗୁରୁବାର କାଜୁ ତୋଳିବାକୁ ଯାଇ ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦୟପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।…
ବଧୂହତ୍ୟା ଅଭିଯୋଗ
ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୧/୧୯)…
ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ତେଲକୋଇ,୨୪।୫(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳ ଦେଇ ପ୍ରବାହିତ ସାମାକୋଇ ନଦୀ ଗଣ୍ଡରୁ ଗଣେଶ୍ୱର ଧୀବର (୬୩) ନାମକ ଜଣେ ବ୍ୟକ୍ତିଙ୍କର ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ସେ ବୁଧବାର ନଦୀ ପାର ହୋଇ ଘରକୁ ଫେରୁଥିବା ବେଳେ ଗଣ୍ଡରେ…
ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ
ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା ଫଳାଫଳକୁ ନେଇ ଏବେ ଦଳ, ପ୍ରାର୍ଥୀ ଓ ସମର୍ଥକ ଆଲୋଚନା ପର୍ଯ୍ୟାଲୋଚନା କରୁଛନ୍ତି। ବିଜୟୀ…
ତଲସରା ନିର୍ବାଚନ ମଣ୍ଡଳୀରେ ଭାଜପାର ବାଜିମାତ:ଭୁଶୁଡ଼ିଲା କଂଗ୍ରେସ ଗଡ଼
ବଡ଼ଗାଁ/ ସବ୍ଡେଗା, ୨୪-୫(ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ତଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବାଜିମାତ କରିଛି । କଂଗ୍ରେସର ଗଡ ଭାବେ ରହି ଆସିଥିବା ଏହି ନିର୍ବାଚନ ମଣ୍ଡଳୀରେ ଭୋଟର କଂଗ୍ରେସ ଓ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଠାରେ କଂଗ୍ରେସର ଗଡ଼ ଭୁଶୁଡ଼ି…
ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ
ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଇରାସିସ…
ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ
ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଡ.…
ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍ ବିଜୟ
ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ ଓ…
ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ
ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଏହି ଜିଲାର ୯ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବାରିପଦା, ବାଙ୍ଗିରିପୋଷି, ମୋରଡା,…
ସମ୍ପତ୍ତି ଭାଗବଣ୍ଟାରୁ ଆକ୍ରମଣ: ମା’ ମୃତ, ଝିଅ ପୁଅ ଗୁରୁତର
ଆସିକା,୨୪ା୫(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ହୋଇଥିବା ଗଣ୍ଡଗୋଳରେ ଗୋଟିଏ ପରିବାରର ଜଣେ ମହିଳାଙ୍କ ମୃତ୍ୟୁ…

