ଆମ ଜିଲା ଖବର

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା ଅଞ୍ଚଳର…

ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ ମାସରେ ଧାନ ବିକିଛନ୍ତି। କିନ୍ତୁ ଏ ପର୍ଯ୍ୟନ୍ତ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ…

ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ, ପ୍ରଦୀପ…

ବାଇକ୍‌କୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର; ପ୍ରତିବାଦରେ ଜିରାଳ-ପଣ୍ଡୁଆ ରାସ୍ତା ଅବରୋଧ

କାମାକ୍ଷାନଗର,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଙ୍କିଆ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଠକରଗୋଳା ଅଞ୍ଚଳର ଗତିକୃଷ୍ଣ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଛେଣ୍ଡିପଦା,୨୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଶୁକ୍ରବାର ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଲୋକଲଜ୍ଜା ଭୟରେ ଘରେ କେହି ନ ଥିବା ବେଳେ ସମ୍ପୃକ୍ତା ମହିଳା ଶନିବାର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନରେ ମହିଳା…

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ ଏବେ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ପ୍ରତିଦିନ ଜିଲାର କେଉଁଠି ନା…

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ ଭଗବାନ…

ଦୁର୍ଦ୍ଦାନ୍ତ ସୁନୀଲଙ୍କ ନଁ। ରେ ଏନ୍‌ଏସ୍‌ଏ ନୋଟିସ

ବ୍ରହ୍ମପୁର ଅଫିସ,୨୯ା୬-ବ୍ରହ୍ମପୁର ପୋଲିସ ଜିଲାର ୨୫ରୁ ଊର୍ଦ୍ଧ୍ୱ ସଙ୍ଗିନ ମାମଲାରେ ଜଡ଼ିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ବେହେରାଙ୍କ ନଁ। ରେ ପୋଲିସ ଏନ୍‌ଏସ୍‌ଏ(ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ) ନୋଟିସ ନଂ. ୨/୧୯ ଜାରି କରିଛି । ଏପରିକି ସୁନୀଲ ଗତ କିଛିଦିନ…

ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନକୁ ହସ୍ତାନ୍ତର

ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ ଏକାକୀ ବୁଲୁଥିଲେ। ସ୍ଥାନୀୟ ଅଞ୍ଚଳର ସକ୍ଷମ ସଭାପତି ବସନ୍ତ କୁମାର ସାହୁ, ଭରସା ସମ୍ପାଦକ…

ଜୁଲାଇରୁ ଆରମ୍ଭ ହେବ ‘ନିର୍ଭୟ କଢି’

ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଯେପରି ଗୋଟିଏ ବି…

କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି

ଆସିକା,୨୯ା୬ (ଡି.ଏନ୍‌.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ଏଆଇଟିୟୁସିର ରାଜ୍ୟ ସମ୍ପାଦକ ସୌରୀବନ୍ଧୁ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ସଂସ୍କାରବାଦୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୯ା୬-କେସି ହାଇସ୍କୁଲ ପରିସରରେ ଚାଲିଥିବା ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ଉଚ୍ଛେଦ ଦାବି ଏବେ ଜୋର ଧରିଛି ା ସାମାଜିକ ଅନୁଷ୍ଠାନ ସଂସ୍କାରବାଦୀ ପକ୍ଷରୁ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆରଡିିସିଙ୍କ କାର୍ଯ୍ୟାଳୟ ଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?