ଆମ ଜିଲା ଖବର

ତେଜିଲା ମହିଳାଙ୍କ ମଦ ବିରୋଧି ଅଭିଯାନ

ଯୋଡ଼ା, ୨୯।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ଚୋରାମଦର ପ୍ରସାର ଘଟି ଚାଲିଛି। ଏହି ଜିଲାର ଖଣିଖାଦନା ଭରା ଯୋଡା ଅଞ୍ଚଳରେ ମଧ୍ୟ ଚୋରାମଦର ପ୍ରସାର ଘଟିଥିବାରୁ ବିଭିନ୍ନ ସମୟର ଅପରାଧ ଘଟଣା ସାଙ୍ଗକୁ ପାରିବାରିକ ହିଂସା…

ଆଗରପଡ଼ାରେ ଗଁ।ମୁହଁ। ହାତୀ

ବନ୍ତ, ୨୯।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଏକ ମାସରୁ ଊର୍ଦ୍ଧ୍ୱ ହେବ କେନ୍ଦୁଝର ଜିଲା ହଦଗଡ ହସ୍ତୀ ଅଭୟାରଣ୍ୟରୁ ଗୋଟିଏ ଦନ୍ତାହାତୀ ସମେତ ୩ଟି ହାତୀ ଚାଲି ଆସି ଆଗରପଡ଼ା…

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗତ ମେ ୨୩ ତାରିଖ ଦିନ ବହଳଦା ଥାନା ଅନ୍ତର୍ଗତ…

ତୋରାଣିପଦାରୁ ଜବରଦଖଲ ଉଚ୍ଛେଦ

ଖଇରା, ୨୯।୬(ଡି.ଏନ.ଏ.)-ଖଇରା ତହସିଲ ଓ ପୋଲିସର ମିଳିତ ସହଯୋଗରେ ଖଇରା ବ୍ଲକ ତୋରାଣିପଦା ଗ୍ରାମରୁ ଶୁକ୍ରବାର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ସରକାରୀ ଜମିରେ ଅବୈଧ ନିର୍ମାଣ କରି ବିଭିନ୍ନ…

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା ହେଲେ ହାତୀପଲ ପାହାଡ଼ ତଳକୁ ଆସି ଚାଷୀଙ୍କ ଫସଲ ଖାଇବା ସହ ମାଡ଼ି ଦଳି…

ପ୍ରତିଶ୍ରୁତିରେ ଦିନ ଗଡାଉଛନ୍ତି ଖଣି କର୍ତ୍ତୃପକ୍ଷ, ପ୍ରଶାସନ:ଖଣିବନ୍ଦ ଆନ୍ଦୋଳନରେ ଜରଡାବାସୀ

କଣିହାଁ, ୨୯ା୬ (ଡି.ଏନ.ଏ.)ବାରମ୍ବାର ଦାବି ଆନ୍ଦୋଳନ ସତ୍ତ୍ୱେ ପ୍ରଶାସନ ଏବଂ ଖଣି କର୍ତ୍ତୃପକ୍ଷ ସେମାନଙ୍କ ଅଧିକାରକୁ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି କଣିହାଁ ବ୍ଲକ ଜରଡା ଗ୍ରାମବାସୀ। ପ୍ରତିବାଦରେ ସେମାନେ ଶୁକ୍ରବାର ଏମ୍‌ସିଏଲର କଣିହାଁ କୋଇଲା ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି।…

୮ରେ ମା’ ହିଙ୍ଗୁଳାଙ୍କ ରତ୍ନମୁଦ ଉତ୍ସବ:ଏକ ଲକ୍ଷ ଭକ୍ତଙ୍କ ହେବ ସମାଗମ

ତାଳଚେର,୨୯ା୬(ନି.ପ୍ର.) ଆଗାମୀ ଜୁଲାଇ ୮ ହେରା ପଞ୍ଚମୀ ଦିନ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବନିର୍ମିତ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠ ପରିସରରେ ଗୁରୁବାର…

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ପଡ଼ିଛି ବନ ବିଭାଗ। ବାରମ୍ବାର ଉଦ୍ୟମ ସତ୍ତ୍ୱେ ହାତୀ ଛୁଆ ଜଙ୍ଗଲକୁ…

ଆଏଜ୍‌ ବି ଘନାପେଡା ତେଲର ଚାହିଦା ଅଛେ

ଭବାନୀପାଟଣା, ୨୯ା୬ (ଡି.ଏନ୍‌.ଏ) : ମନୁଷ୍‌ ସମାଜର ବିକାଶ ସଂଗେ ଫିଦିନିଅଁ। ଚଲନିରେ ତେଲର ଉପକାରିତାକେ ସେ ଅନୁଭବ କରିଛେ। ଭିନେ ଭିନେ କିସମର ତୈଳବୀଜ ଚିନ୍‌ହଁଟ କରି ସେଥ୍‌ରୁ ତେଲ ବାହାର କରବାର କଉଶଲ ଉଦ୍‌ଭାବନ କରିଛେ। ଆଘ ସବୁଗଁ।ରେ…

ଚେତି ଶୁଇଛେ ପରଶାସନ:ଗଁ। ବାସୀକୁ ଘାରୁଛେ କିଡ଼୍‌ନୀ ରୋଗ୍‌ ଭଏ

ଗଣ୍ଡତୁରୁମ, ୨୯।୬ (ଡି.ଏନ୍‌.ଏ): ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଟିହିକିପାଲି ଗଁ। ରେ କିଡ଼୍‌ନୀ ରୁଗୀକଁର ସଂଖ୍ୟା ଦିନୁଦିନ୍‌କେ ବଢ଼ବାରେ ଲାଗିଛେ। ଗଲା ୩ ବଛର ଭିତରେ କିଡ଼୍‌ନୀ ରୋଗ୍‌ରେ ଗଁ। ର ୫ ଝନ୍‌ ମରିଥିଲାବେଲେ ଗଲା ବୁଧୁବାର ରାତି…

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଉଭୟ…

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ ଆନ୍ଦୋଳନକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?