ରାସ୍ତା ତରାର ଜୀବନ୍: ନାଗରିକ୍ର ପରିଚଏ ଖୁଜୁଛେ ବାରବୁଲା ପରିବାର
ଗଣ୍ଡତୁରୁମ, ୨୭।୬ (ଡି.ଏନ୍.ଏ.): ମୁନୁଷ୍ ବଁଚ୍ବାକେ ହେଲେ ଖାଏଦ୍, କପଡ଼ା, ଘର ଖଁଡ଼େ ନିହାତି ଦରକାର। ଇଥିରଲାଗି ସରକାର ଗରିବ୍ ଦୁଖିକର ଲାଗି ଅନେକ୍ ଯୋଜନା କାଯ୍କାରୀ କରୁଛନ୍। ହେଲେ ଆମର ସମାଜରେ ଆଏଜ୍ ବି ଏନ୍ତା ଲୋକ ଅଛନ୍ ଯେନ୍ମାନକର…
ମୋବାଇଲ ଦୋକାନ ଜଳିଗଲା : ନିଅଁ। ଲିଭାଇବା ବେଳେ ଅଗ୍ନିଶମ କର୍ମଚାରୀ ଆହତ
ଭଞ୍ଜନଗର,୨୭।୬(ଡି.ଏନ.ଏ.)-ଭଞ୍ଜନଗର ମୁଖ୍ୟ ସଡ଼କରେ ଥିବା ଜେକେ ମୋବାଇଲ ଫୋନ ଦୋକାନରେ ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସମେତ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ…
କଥା ଦେଇ ପାସ୍ରି ଦେଲା ପରଶାସନ:୬ ମାସ ହେଲା ଗଛ୍ତଲ ହେଇଛେ ପୁନୀର ଠିକନା
ବିନିକା,୨୭ା୬ (ଡି.ଏନ୍.ଏ): ମୁନୁଷ୍ ଜାନିଶୁନି କେଭେ ପାଗଲ ନାଇଁ ହୁଏ। ପରିସ୍ଥିତି ତାହାକେ ଇ ଅବସ୍ତାକେ ପୁହୁଁଚେଇ ଦେସି। ତାର ସୋରସୁତର ନାଇଁ ରହେ, ଯେତେବେଲେ ଯାହାପାରଲା ତାହା କରବା। ଇଥିରଲାଗି ସମାଜ ବି ତାହାକେ ହୀନ ଦୁରୁଷ୍ଟିରେ ଦେଖ୍ସି। ଏନ୍ତା…
କୂଳ ଲଙ୍ଘୁଛି ସମୁଦ୍ର
ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି। ଋଷିକୁଲ୍ୟା ବେଳାଭୂମିରୁ ବଟେଶ୍ୱର ଶୈବପୀଠ ପର୍ଯ୍ୟନ୍ତ ବେଳାଭୂମି ଅଞ୍ଚଳ ସମ୍ପୂର୍ଣ୍ଣ ଭାବେ ସମୁଦ୍ରରେ…
ବର୍ଷେ ପରେ ପ୍ରକାଶ ପାଇଲା ବିବିଏଲଏଲବି ପରୀକ୍ଷା ଫଳ
ବ୍ରହ୍ମପୁର ଅଫିସ,୨୭ା୬-ପ୍ରତିଶ୍ରୁତି ରଖିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ା ଗତ ସୋମବାର ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲଏଲବି ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ ଘେରାଉ ବେଳେ ଦେଇଥିବା ପ୍ରତିଶ୍ରୁତି ପ୍ରକାରେ ବୁଧବାର ବିବିଏଲଏଲବି ପାଠ୍ୟକ୍ରମର ଚତୁର୍ଥ, ଷଷ୍ଠ, ଅଷ୍ଟମ ସେମିଷ୍ଟର ପରୀକ୍ଷା ଫଳ…
ସବୁଜ ସୁନ୍ଦର ହେବ ବ୍ରହ୍ମପୁର
ବ୍ରହ୍ମପୁର ଅଫିସ,୨୭ା୬-ବ୍ରହ୍ମପୁରର ସୌନ୍ଦର୍ଯ୍ୟକରଣ ନେଇ ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବହୁ ପଦକ୍ଷେପ ହାତକୁ ନିଆଯାଇଛି । ଏବେ ସହରକୁ ସବୁଜ ସୁନ୍ଦର କରିବାକୁ ବିଏମ୍ସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ବୁଧବାର ଏକ ସ୍ବତନ୍ତ୍ର ବୈଠକ ବିଏମ୍ସି ସମ୍ମିଳନୀ…
ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପଢୁଛନ୍ତିି ପିଲା
ହାତୀଓଟ,୨୭ା୬-କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ସ୍କୁଲ ଗୁଡିକରେ କିପରି ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଅଧିକ ହେବ ସେ ନେଇ ବିଭିନ୍ନ ଯୋଜନା କରିଛନ୍ତି । ଗଁ। ଗହଳିର ଛାତ୍ରୀଛାତ୍ରମାନେ ପାଠପଢା ପ୍ରତି ଆଗ୍ରହ ପ୍ରକାଶ କରି ଅଧିକରୁ ଅଧିକ ଯେପରି ଆକୃଷ୍ଟ…
ଧଳା ପେଚା ଉଦ୍ଧାର
ବଉଳା, ୨୭।୬(ଡି.ଏନ.ଏ.)-ହାଟଡିହୀ ବ୍ଲକ ହଦଗଡ଼ ବନବିଭାଗ ଏକ ଧଳା ପେଚା ଉଦ୍ଧାର କରିଛି। ଜଳସରପୁର ଗ୍ରାମର ଅନାଦି ସ୍ବାଇଁଙ୍କ ଘର ଭିତରକୁ ଧଳା ପେଚାଟି ପଶିଯିବାରୁ ଫ୍ୟାନ ବ୍ଲେଡ଼ରେ ଆହତ ହୋଇପଡ଼ିଥିଲା। ଏହାକୁ ନେଇ ହଦଗଡ଼ ବନବିଭାଗକୁ ଖବର କରାଯିବାରୁ ବିଭାଗର…
ପିତୃହନ୍ତା ପୁତ୍ରଙ୍କୁ ଆଜୀବନ ଜେଲ୍
ଆନନ୍ଦପୁର,୨୭। ୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ ରାଜେଶ ଦାଶ ୨୦୧୬ ମସିହାରେ ଘଟିଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ପିତୃହନ୍ତା ପୁତ୍ରକୁ ଆଜୀବନ କାରାଦଣ୍ଡର ରାୟ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ଗ୍ରାମର ଦେବକାନ୍ତ…
ଘରୁ ବାହାରିଲା ୩୫ ନାଗଛୁଆ
ଧାମନଗର, ୨୭।୬ (ଡି.ଏନ.ଏ.) – ଧାମନଗର ଗୋଖାଦିକି ସାହିର ଲକ୍ଷ୍ମୀଧର ମଳିକଙ୍କ ମାଟିଘରୁ ବୁଧବାର ୩୫ଟି ନାଗ ଛୁଆ ଉଦ୍ଧାର କରାଯାଇଛି। ଦୁଇ ତିନିଦିନ ଧରି ଲକ୍ଷ୍ମୀଧରଙ୍କ ଘରେ ନାଗଛୁଆ ଖେଳୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ପରିବାର ଲୋକେ ଭୟରେ…
ଅସହାୟ ମନ୍ମଥଙ୍କୁ ମିଳିଲା ପକ୍କାଘର
ବନ୍ତ, ୨୭।୬(ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ବାଲିଗଢିଆ ଗ୍ରାମର ଅସହାୟ ଭିନ୍ନକ୍ଷମ ମନ୍ମଥ ବିଶ୍ୱାଳଙ୍କ ଗୁହାରି ଶେଷରେ ପ୍ରଶାସନ ଶୁଣିଲା। ଦୀର୍ଘବର୍ଷ ଧରି ସଂଗ୍ରାମ କରିବା ପରେ ତାଙ୍କୁ ପକ୍କାଘରଟିଏ ମିଳିଥିବାର ଜଣାଯାଇଛି। ପ୍ରକାଶ…
କରଞ୍ଜିଆ ଉପ କାରଗାରରୁ ଫେରାର କଏଦୀ ଗିରଫ
ଠାକୁରମୁଣ୍ଡା,୨୭ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପକାରାଗାରରୁ ଗତ ୧୬ ତାରିଖରୁ ଫେରାର ହୋଇଯାଇଥିବା କଏଦୀ ଭଗବାନ ଟୁଡୁକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି ା ଯାଜପୁର ଜିଲା ପୁରୁଣାପାଣି ଥାନା ଅଞ୍ଚଳରେ ଘଟିଥିବା ଏକ ନରହତ୍ୟା ମାମଲାରେ ଗିରଫ ହୋଇଥିବା…

