ଆମ ଜିଲା ଖବର

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ ଖାନନଗର ଦୁର୍ଗା ମଣ୍ଡପ ନିକଟରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ରବିବାର ଉଦ୍ଧାର…

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବାସୁଦେବପୁର…

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨ ଜଣ ଦୁର୍ବୃତ୍ତ ଏକ ସ୍କର୍ପିଓରେ ଆସି ଚୋରି କରିନେଇଛନ୍ତି। ଚୋରି ବେଳର ସମସ୍ତ ଦୃଶ୍ୟ…

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…

ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ ଉଦଯାପିତ ହୋଇଯାଇଛି । ରବିବାର ସଂଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଯାପିତ ଦିବସରେ ମୁଖ୍ୟ ଅତିଥିଭାବେ…

ଅଙ୍ଗୁଳି ଦେଖାଇ ବିଡ଼ିଓଙ୍କୁ ଦୁର୍ବ୍ୟବହାର କଲେ ବ୍ଲକ ଅଧକ୍ଷା, ବିଧାୟକଙ୍କୁ ତୀର ମାରିବା ଘଟଣାର ମିଳୁନି ପ୍ରମାଣ

ହାଟଡିହୀ,୧୧।୧(ଶୁଭକାନ୍ତ ନାୟକ): ଗତ ଦୁଇ ଦିନ ପୂର୍ବେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଜଣେ ଯନ୍ତ୍ରୀ ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠିଙ୍କୁ ତୀର ମାରିବା ଘଟଣାକୁ ନେଇ ବ୍ଲକ ପରିସରରେ ତୁମୁଳ କାଣ୍ଡ ଦେଖିବାକୁ ମିଳିଛି । ବିଧାୟକ ଅଭିମନ୍ୟୁ…

ମକର ସଂକ୍ରାନ୍ତି ଉପଲକ୍ଷେ ସ୍ବତନ୍ତ୍ର ପ୍ରସ୍ତୁତି, ପୁଲିହାରୀ-ଡ୍ରାଏ ଫ୍ରୁଟସରେ ମା’ ଗୋଦାଦେବୀ…

ରାୟଗଡ଼ା,୧୧/୧(ଆଶିଷ ରଞ୍ଜନ ପଣ୍ଡା)- ମକର ସଂକ୍ରାନ୍ତି ଉପଲକ୍ଷେ ରାୟଗଡ଼ା ବ୍ଲକର ଜେକେପୁର ସ୍ଥିତ ଭେଙ୍କେଟେଶ୍ବର ମନ୍ଦିରରେ ସ୍ଥାନୀୟ ମନ୍ଦିର ପ୍ରଭୁ ଭେଙ୍କେଟେଶ୍ବରଙ୍କ ସ୍ତ୍ରୀ ଗୋଦାଦେବୀଙ୍କ ଚିତ୍ର ଅଭିନବ ଭାବରେ ତିଆରି କରାଯାଇଛି । ଏହି ଚିତ୍ରରେ ତେଲୁଗୁ ସଂପ୍ରଦାୟଙ୍କ ପ୍ରମୁଖ ପ୍ରସାଦ…

ରାୟଗଡ଼ାରେ ଖୋଲିବ ସ୍ବତନ୍ତ୍ର ସାଇବର ଥାନା, ଦାୟିତ୍ୱରେ ରହିବେ ୨ ଇନସ୍ପେକ୍ଟର

ରାୟଗଡ଼ା,୧୧।୧(ଆଶିଷ ରଞ୍ଜନ ପଣ୍ଡା)- ବର୍ତ୍ତମାନର ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଅପରାଧକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ ପୂର୍ବକ ରାୟଗଡ଼ା ଜିଲା ମହକୁମାରେ ଖୋଲିବ ସ୍ବତନ୍ତ୍ର ସାଇବର ଥାନା। ଚଳିତ ମାସ ଶେଷ ସୁଦ୍ଧା ଏହା କାର୍ଯ୍ୟକ୍ଷମ…

ପଞ୍ଚାୟତ ନିର୍ବାଚନ ଅଣ୍ଟା ଭିଡ଼ା, ଗୁରୁମନ୍ତ୍ର ଦେଲେ ବିଧାୟକ

କୁନ୍ଦୁରା,(ସନ୍ତୋଷ ପ୍ରହରାଜ)୧୧/୧: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁଷାଙ୍ଗଗୁଡା କୋଲାବ ସେତୁ ନିକଟରେ କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀଙ୍କ ନେତୃତ୍ୱରେ ଆଠ ପଞ୍ଚାୟତର କର୍ମୀଙ୍କୁ ନେଇ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କୋଟପାଡ଼ ବିଧାୟକ ରୂପୁ…

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ହତ୍ୟା ଉଦ୍ୟମ ଅଭିଯୋଗ, ୨୬ ଅଭିଯୁକ୍ତ…

ଦିଗପହଣ୍ଡି,୧୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କରପଡା ପଞ୍ଚାୟତ ଜଙ୍ଘମା ଗ୍ରାମ ନିକଟ ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଚାଲିଥିଲା । ଖବର ପାଇ ବ୍ରହ୍ମପୁର ଏସ.ପି ଡ଼. ଶ୍ରବଣା ବିବେକ ଏମଙ୍କ ନିର୍ଦ୍ଦେଶକ୍ରମେ ଶନିବାର…

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….

ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮) । ଏପରି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ଥାନା ଅଞ୍ଚଳରେ ।…

ଆମ୍ବ ଗଛ ପଡ଼ି ଭାଙ୍ଗିଲା ୩ ଘର, ବିଦ୍ୟୁତ୍‌ ଖୁଣ୍ଟ: ଅନ୍ଧାରରେ ଗାଁ

ନନ୍ଦପୁର,୧୧ା୧(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ଜବାଗଡ ଗ୍ରାମରେ ମଝିରେ ଥିବା ଏକ ଆମ୍ବ ଗଛ ଭାଙ୍ଗି ପଡିବାରୁ ୩ ଘରର ଛପର ନଷ୍ଟ ହେବା ସହ ପାର୍ଶ୍ୱରେ ଥିବା ୩ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?