ମହିଳାଙ୍କୁ ନିର୍ଯାତନା, ଶାଶୁଘର ଲୋକଙ୍କ ନାଁରେ ଏତଲା
ଆର.ଉଦୟଗିରି,୨୩ା୫(ଡି.ଏନ.ଏ.)-ଆର.ଉଦୟଗିରି ଥାନା ସରଳାପଦର ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ବିବାହର ୧୩ ବର୍ଷ ପରେ ନିର୍ଯାତନାର ଶିକାର ହୋଇଥିବା ନାରାୟଣୀ ନାୟକଙ୍କ ଏତଲାକ୍ରମେ ନଂ.୫୫/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।…
ଭୋଟ ଗଣତି ଆଜି: ଛତ୍ରପୁର, ଭଞ୍ଜନଗର, ବ୍ରହ୍ମପୁର କେନ୍ଦ୍ରରେ ସୁରକ୍ଷା କଡ଼ାକଡ଼ି
ଛତ୍ରପୁର,୨୩ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାର ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ, ବ୍ରହ୍ମପୁରର ପଲିଟେକନିକ୍ ଓ ଆଇଟିଆଇ ଏବଂ ଭଞ୍ଜନଗରର କେଏସୟୁବି କଲେଜରେ ଗୁରୁବାର ଭୋଟ ଗଣତି କରାଯିବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଭୋଟ ଗଣତିରେ ନିୟୋଜିତ କର୍ମଚାରୀ, ପ୍ରାର୍ଥୀ ଓ…
‘ପିଲାଙ୍କ ମନ ଜିଣିବା ଖୁସି ନିଆରା’
(ଦୀପ୍ତିରଞ୍ଜନ ନାୟକ) ଆରଡି, ୨୩।୫ (ଡି.ଏନ.ଏ.)- ହସହସ ମୁହଁ। ହାତରେ ଡମ୍ବରୁ। ମୁଣ୍ଡରେ ଧଳାଟୋପି ା କମରରେ ଭିଡ଼ା ହୋଇଥିବ ଗାମୁଛା। ଏଭଳି ନିଆରା ବେଶଭୂଷାରେ ୪୦ବର୍ଷ ଧରି ସବୁ ପିଲାଙ୍କ ମନ ଜିଣି ଆଇସକ୍ରିମ ବିକି ପରିବାର ଚଳାଉଛନ୍ତି ନାରାୟଣ…
ପରିତ୍ୟକ୍ତ ସ୍ଲୁଇସ୍ ଗେଟ, ନଦୀ ପଡ଼ିଛି ଶୁଖିଲା
ଧାମନଗର, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ନଈନାଳ ଘେରା ଧାମନଗର ବ୍ଲକରେ ଜଳସେଚନ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ଲାଗି ନଦୀରେ ଚେକ୍ ଡ୍ୟାମ, ସ୍ଲୁଇସ ଗେଟ ନିର୍ମାଣ କରାଯାଇଥିଲେ ମଧ୍ୟ ଏସବୁ ଯୋଜନା ଫେଲ୍ ମାରିଛି। ରକ୍ଷଣାବେକ୍ଷଣ ଅଭାବରୁ ଜଳସେଚନ…
ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା
ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ ବସିଥିବା…
ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ
ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ ସମୟରେ…
କନିଅର ମଞ୍ଜି ଖାଇ ଆତ୍ମହତ୍ୟା
ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ସେ କନିଅର ମଞ୍ଜିଖାଇ ଅସୁସ୍ଥ ହେବା ପରେ ଅର୍ଜୁନଙ୍କୁ ସ୍ଥାନୀୟ ଗୋଷ୍ଠୀ…
ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ଭୋଟ…
ଅଜଣା ହାଇଓ୍ବା ଧକ୍କାରେ ବୃଦ୍ଧା ମୃତ: କ୍ଷତିପୁରଣ ଦାବିରେ ବ୍ରାହ୍ମଣୀପାଳ-ଦୈତାରୀ ରାସ୍ତା ଅବରୋଧ
କେନ୍ଦୁଝର,୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ବଳିପର୍ବତ ନିକଟରେ ଏକ ଅଜଣା ଗାଡି ଧକ୍କାରେ ବୁଧବାର ରାତିରେ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ହେଲେ ରେବଣା ପଳାଶପାଳ ଅଞ୍ଚଳର ବାସନ୍ତୀ ଦେହୁରୀ(୫୫)। ବାସନ୍ତୀ ଆଜକୁ ଦୁଇ…
ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ
ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲ…
ପୁରୁଣା ବ୍ରହ୍ମପୁରରେ ମାଙ୍କଡ଼ ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଆହତ, ମାରିଦେବାକୁ ଅଞ୍ଚଳବାସୀଙ୍କ ଦାବି
ବ୍ରହ୍ମପୁର ଅଫିସ,୨୨ା୫: ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଗତ ଏକ ମାସ ହେଲା ଏକ ପାଗଳ ହନୁମାଙ୍କଡ଼ର ଆତଙ୍କ ଦେଖିବାକୁ ମିଳିଛି। ମାଙ୍କଡ଼ଟି ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ କାମୁଡ଼ି ସାରିଲାଣି। ଭୟରେ ଲୋକମାନେ ଘରୁ ବାହାରକୁ ବାହାରୁ…
କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ
ଝୁମ୍ପୁରା,୨୨।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସବିତା ମହାକୁଡ଼। ସୂଚନାନୁଯାୟୀ, ମଦ ବ୍ୟବସାୟକୁ ନେଇ…

