ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଯୁବକ ମୃତ
ଜଗନ୍ନାଥପ୍ରସାଦ,୨୧।୫(ଡି.ଏନ.ଏ.)-ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମଙ୍ଗଳବାର ଜଣେ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ୨୧ନଂ. ରାଜ୍ୟ ରାଜପଥର କୁମ୍ପାପଡା ଗ୍ରାମ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବଳରାମ…
ନୟାଗଡ଼ ଜାତୀୟ ରାଜପଥରୁ ଅଚିହ୍ନା ମୃତଦେହ ଉଦ୍ଧାର
ରଣପୁର, ୨୧।୫(ସ୍ବ.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ରାଜସୁନାଖଳା ନିକଟ ଧୂମାନାଳ ପୋଲ ନିକଟରୁ ମଙ୍ଗଳବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ। ତେବେ ମୃତବ୍ୟକ୍ତିଙ୍କ ଶରୀରର ବିଭିନ୍ନ ସ୍ଥାନରୁ ରକ୍ତସ୍ରାବ ହେଉଥିବା ବେଳେ ସେ ଉଲଗ୍ନ…
ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ
ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ ବିଷ୍ଣୁ ପ୍ରସାଦ ବେହେରାଙ୍କ ଭେରାଇଟି ଷ୍ଟୋରର ଟାଇଲ ଓ ସିଲିଂ ଭାଙ୍ଗି ସମାନ ଢଙ୍ଗରେ…
ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%
କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %
ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ। ସେଥିରୁ ୪୭୧ ଜଣ…
କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଗିରଫ
କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ କ୍ରିଷ୍ଣା ଲୋହାର। ତାଙ୍କ ଘର ଟାଉନ ଥାନା ଗମ୍ଭାରୀଆରେ ବୋଲି ଜଣାପଡିଛି। କ୍ରିଷ୍ଣା…
ଅନୁଗୋଳ ପୋଲିସ ହାତରେ ୯ ଡକାୟତ
ଅନୁଗୋଳ ଅଫିସ, ୨୧।୫ ହେମସୁରପଡ଼ା ଛକରେ ରବିବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ୯ ଜଣିଆ ଏକ ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ। ଏମାନଙ୍କ ମଧ୍ୟରେ ୩ଜଣ ନାବାଳକ ଥିବା ପୋଲିସ ସୂଚନା ଦେଇଛି। ଉକ୍ତ ଗ୍ୟାଙ୍ଗଠାରୁ ବନ୍ଧୁକ,…
ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ
ବଇଣ୍ଡା, ୨୧।୫(ଡି.ଏନ.ଏ.) ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କ କାର୍ଯ୍ୟରେ ଆସୁ ନ ଥିବା ଅଭିଯୋଗ ହେଉଛି।…
ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ
ଢେଙ୍କାନାଳ ଅଫିସ,୨୧ା୫ ଢେଙ୍କାନାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସୋମବାର ଜିଲାର ଶତାଧିକ ଖବରଦାତା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ(ଡିଆଇପିଆର୍ଓ) ଘେରାଉ କରିଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା।…
ବାଣ ବିସ୍ଫୋରଣରେ ଛାତ ଫାଟିଲା
ଢେଙ୍କାନାଳ ଅଫିସ,୨୧ା୫ଢେଙ୍କାନାଳ ସହରସ୍ଥିତ ମିନାବଜାର କୁମ୍ଭାରସାହିରେ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଦିନଜ ସାହୁ(୪୫)ଙ୍କ ଘରେ ବାଣ ବିସ୍ଫୋରଣ ହୋଇ ଛାତ ଫାଟିଯାଇଛି। ଏଥିସହ ଘର କାନ୍ଥ ଓ ଝରକା ମଧ୍ୟ ଭାଙ୍ଗି ଯାଇଛି। ଏପରିକି ଦିନଜଙ୍କ ପଡୋଶୀଙ୍କ ଘରର କାଚ…
ବଜ୍ରପାତରେ ୪ ଗୋରୁ ମୃତ
କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ ନାଏକଙ୍କର ଗୋଟିଏ ବଳଦ ପ୍ରାଣ ହରାଇଛନ୍ତି। ତେବେ ଗାଈ, ବଳଦଙ୍କୁ ହରାଇ ଚାଷୀଙ୍କ ମୁଣ୍ଡରେ…
ସରକାରଙ୍କ ଆଇନକୁ ବେଖାତିର : ଦିନ ୧୧ଟା ପରେ ବି ଚାଲିଛି ନିର୍ମାଣ କାର୍ଯ୍ୟ
ଚମ୍ପୁଆ/ଯୋଡ଼ା, ୨୧ା୫(ଡି.ଏନ୍.ଏ.): ଦିନକୁ ଦିନ ତାପମାତ୍ରା ବଢ଼ି ୪୧ ଡିଗ୍ରୀ ଅତିକ୍ରମ କରିସାରିଲାଣି। ଗୁଳୁଗୁଳି ସାଙ୍ଗକୁ ଟାଣଖରା ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ପାରଦ ବୃଦ୍ଧି ଓ ଅଂଶୁଘାତ ସମ୍ଭାବନାକୁ ଏଡ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମାତ୍ର…

