ଆମ ଜିଲା ଖବର

ବଜ୍ରପାତରେ ଜଳିଗଲା ଗଛ

ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ ବହିବା ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ବଡ଼ ବଡ଼ ବହୁ ପୁରାତନ…

ଖରାରେ ସିଝୁଛି ପାଲଟପୁର

ଆରଡ଼ି, ୨୧।୫(ଡି.ଏନ.ଏ.) – ଜାରି ରହିଛି ତାତି। ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଲୋକେ ଘରେ ରହିପାରୁ ନାହାନ୍ତି କି ବାହାରକୁ ବାହାରି ପାରୁନାହାନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ନାନ୍ଦପୁର…

କଂସାରୀ ସମାଜର ରାଜ୍ୟସ୍ତରୀୟ ଅଧିବେଶନ ପ୍ରସ୍ତୁତିସଂଘବଦ୍ଧ: ପ୍ରଚେଷ୍ଟା ଶିଳ୍ପ ତଥା କାରିଗର ଉନ୍ନତିରେ ସହାୟକ ହେବ

ଖଣ୍ଡପଡା,୨୧ା୫(ସ୍ବ.ପ୍ର.): ନିଖିଳ ଉକତ୍ଳ କଂସାରୀ ସମାଜର ୪୭ତମ ରାଜ୍ୟସ୍ତରୀୟ ବାର୍ଷିକ ଅଧିବେଶନ ଆସନ୍ତା ଜୁନ୍‌ ୮ ଓ ୯ତାରିଖ ଦୁଇଦିନ ଧରି କଣ୍ଟିଲୋଠାରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ରାଞ୍ଚଳ ଶାଖାର ୫ ଗୋଟି ଜିଲା ଯଥା ନୟାଗଡ଼, କଟକ, ବୌଦ୍ଧ, ଫୁଲବାଣୀ…

ଶଶ୍ମାନରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଶୁଭ୍ରକେଶୀ ସ୍ବାଇଁ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ କରାଯାଇଛି। ଯେ, କଟକ ଜିଲା…

ଅସରଳାରେ ଶ୍ରୀରାମଚରିତ ମାନସ ଶୁଭାରମ୍ଭ

ବୋଲଗଡ଼,୨୧ା୫(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଅସରଳା ଗ୍ରାମରେ ସୋମବାର ୨୧ତମ ବାର୍ଷିକ ଶ୍ରୀରାମଚରିତ ମାନସ ନବାହ୍ନ ପାରାୟଣ ଓ ଜ୍ଞାନଯଜ୍ଞ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ସନ୍ଥ ତୁଳସୀ ଦାସଙ୍କ ରଚିତ ରାମଚରିତ ମାନସ ପ୍ରବଚନ ନିମନ୍ତେ ପ୍ରତି ସନ୍ଧ୍ୟାରେ ପଣ୍ଡିତ ପ୍ରବଚକମାନେ ଯୋଗଦେବେ। ଚଳିତ…

ଶ୍ରୀରାମଲୀଳା ଉଦ୍‌ଯାପିତକଳାକାରଙ୍କ ଉଜାଗର, ସାତ୍ତ୍ୱିକ ଭୋଜନ ନିୟମ

ଟାଙ୍ଗୀ(ଖୋର୍ଦ୍ଧା),୨୧ା୫(ଡି.ଏନ.ଏ.)-ସମାଜରେ ଆଧ୍ୟାମତ୍ିକତା, ନୈତିକତା ଓ ସତ୍ୟନିଷ୍ଠାକୁ ଉଜ୍ଜୀବିତ କରିବା ଲକ୍ଷ୍ୟରେ ଆୟୋଜିତ ହେଉଛି ବିଭିନ୍ନ ପୌରାଣିକ କଥାବସ୍ତୁକୁ ନେଇ ନାଟକ। ଏହି ପରିପ୍ରେକ୍ଷୀରେ ଟାଙ୍ଗୀ ମୁକ୍ତାକାଶ ରଙ୍ଗମଞ୍ଚରେ ସଦାଶିବ ଭଣତି ଶ୍ରୀରାମଲୀଳା ମଞ୍ଚ ନାଟକ ରବିବାର ଉଦ୍‌ଯାପିତ ହୋଇଯାଇଛି। ଶ୍ରୀରାମ ନବମୀଠାରୁ…

ଦଶମ ଶ୍ରେଣୀ ଟପ୍ପର୍‌ଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର ଅଫିସ୍‌,୨୧ା୫-ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବ୍ରହ୍ମପୁରରେ ଟପ୍ପର୍‌ ହୋଇଥିଲେ ଉମେଶ ପ୍ରସାଦ ପଣ୍ଡା। ସୋମବାର ଉମେଶଙ୍କୁ ନେହେରୁ ନଗର ଉନ୍ନୟନ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ…

ମାଳତେନ୍ତୁଳିଆ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ପଞ୍ଚାୟତବାସୀ

ପୋଲସରା,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ମାଳତେନ୍ତୁଳିଆ ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଆସୁଥିବା ଟଙ୍କାକୁ ନେଇ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ସୋମବାର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସମିତିସଭ୍ୟଙ୍କ ପ୍ରତିନିଧି ଲକ୍ଷ୍ମୀ ଚରଣ ପ୍ରଧାନଙ୍କ ସମେତ ପଞ୍ଚାୟତର ୬୦ରୁ ଊର୍ଦ୍ଧ୍ୱ…

ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ ଆଜି

ଭଞ୍ଜନଗର,୨୧।୫(ଡି.ଏନ.ଏ.)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଡିପୋରୁ ଅନ୍ୟ ଜୋନକୁ ବସ୍‌ ସ୍ଥାନାନ୍ତର ଯୋଜନାର ପ୍ରତିବାଦ ଏବଂ ବକେୟା ଦରମା ପ୍ରଦାନ ଦାବି ନେଇ କର୍ମଚାରୀ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା ଦିଆଯାଇଛି। ଏଭଳି ସ୍ଥିତିରେ ସୋମବାର ଓଏସ୍‌ଆରଟିସି ସାଧାରଣ…

୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି ମିଶ୍ର ରବିବାର ଅପରାଧ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଧାରଣ ନିର୍ବାଚନର ଫଳାଫଳ ଆସନ୍ତା…

ପ୍ରକୃତିର ନୈସ୍ବର୍ଗ ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୧।୫(ଡି.ଏନ.ଏ.)- ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାୟଗଡ ବ୍ଲକ ଅନ୍ତର୍ଗତ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟଭରା ଐତିହାସିକ ଗଣ୍ଡାହାତୀ ଜଳପ୍ରପାତ ଜିଲାର ଅନ୍ୟତମ ପ୍ରମୁଖ ଆକର୍ଷଣ। ସବୁଋତୁରେ ଏଠାରେ ପର୍ଯ୍ୟଟକଙ୍କ…

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର। ସେ ନିହାତି ଗରିବ୍‌ ଘରର ପିଲା ହେଇଥିଲା ବେଲେ ଚିକିସତ୍ା ଲାଗି ଟଁକା ପଏସାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?