ଆମ ଜିଲା ଖବର

ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍‌

ଅତାବିରା, ୨୧ା୫ (ଡି.ଏନ୍‌.ଏ): ଦିନୁଦନ୍‌କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍‌ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍‌। ସଭେ ଛାଇତଲ ଖୁଜୁଛନ୍‌। ସକାଲର ୯ ବାଜଲେ ଲୋକ୍‌ ଘରୁ ଭଟାକେ ନାଇଁ ବାହାରବାର। ରାଏଜ ସରକାର ବି ଦିନର ୧୧…

ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ

ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍‌ ଯୋଜନା ତିଆର କରିଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି ଅନେକ ଦିବ୍ୟାଙ୍ଗ ନିଜର ହକ୍‌ ପାଏବାରୁ ବଁଚିତ ହେଉଥିବାର ଦେଖ୍‌ବାକେ ମିଲୁଛେ। ଏନ୍‌ତା…

ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି। ପ୍ରତିକୂଳ ପରିସ୍ଥିତିରେ ଚାଷୀ ରବି ଧାନ ଅମଳ କରି ଅଭାବୀ ବିକ୍ରିର ସମ୍ମୁଖୀନ…

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ରୋଗୀ ଆସୁଛନ୍ତି। କିନ୍ତୁ ଡାକ୍ତରଙ୍କ ଚାମ୍ବର ରେ…

୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ

ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ ବାଳିକା ବିଭାଗରେ ୧୬ ଓ ବାଳକ ବିଭାଗରେ ୫୬ ମୋଟ ୭୨ଜଣ ଖେଳାଳି…

ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ

ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା ନଦୀର ଜଳ ପ୍ରଦୂଷିତ କରୁଥିବା ଅଭିଯୋଗ ହୋଇଛି। ଯୋଡ଼ା ପୌରପାଳିକାର ୱାର୍ଡ ନଂ…

ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା ସୋମବାର ଏସ୍‌ପିଙ୍କ ନିକଟରେ ପହଞ୍ଚି ଚୋରାମଦ ବିକ୍ରି ସମ୍ପର୍କରେ ଅଭିଯୋଗ ଜଣାଇଛନ୍ତି। ଗଁାରେ…

ଦନ୍ତା ହାତୀ ନେଲା ୨ ଜୀବନମୋଟଙ୍ଗାରେ ବୃଦ୍ଧ, ଛେଣ୍ଡିପଦାରେ ବୃଦ୍ଧାଙ୍କୁ ମାରିଲା

ଢେଙ୍କାନାଳ ଅଫିସ,୨୦ା୫- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ହିନ୍ଦୋଳରୋଡ ଫାଣ୍ଡିର ଗୁଣୁଦେଇ ଗ୍ରାମରେ ସୋମବାର ସକାଳ ସାଢେ ୬ଟାରେ ହାତୀ ଆକ୍ରମଣରେ ମଙ୍ଗରାଜ ପାତ୍ର(୬୫)ଙ୍କ ମୃତ୍ୟୁ ହୋଇଛି। ମଙ୍ଗରାଜ ଆମ୍ବ ଗୋଟାଇବା ପାଇଁ ତୋଟାକୁ ଯାଇଥିବା ବେଳେ ଏକ ଦନ୍ତା…

ପୋକତୁଙ୍ଗାରେ କାଳବୈଶାଖୀ: ଉଡ଼ିଗଲା ଚାଳ ଓ ଛପର

ବନ୍ତଳା,୨୦।୫(ଡି.ଏନ.ଏ.)- ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ରବିବାର ରାତିରେ କାଳବୈଶାଖୀ ହୋଇଥିଲା। ଏଥିରେ ଗ୍ରାମର କେତେକ ପକ୍କା ଓ ମାଟି ଘର ଛପର ଭାଙ୍ଗିଯାଇଛି। ଏଥିସହିତ ବ୍ୟାପକ କଦଳୀ ଗଛ ମଧ୍ୟ ନଷ୍ଟ ହୋଇଛି। ସେହିପରି ଗ୍ରାମର ବିଜୁ ପ୍ରଧାନଙ୍କ ଆଜବେଷ୍ଟ…

୧୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ତାଳଚେର,୨୦ା୫(ନି.ପ୍ର.)- ତାଳଚେର ବ୍ଲକ କଳମଛୁଇଁ ପଞ୍ଚାୟତରେ ବିଏସ୍‌ଏନ୍‌ଏଲ୍‌ ସେବା ୧୫ ଦିନ ହେଲା ଠପ୍‌ ହୋଇଯାଇଛି। ଜିଓ କମ୍ପାନୀ ନିଜ ନେଟୱର୍କ ସୁଦୃଢ କରିବା ପାଇଁ ୪ଜି କେବୁଲ ନିଜ ଟାୱାରଗୁଡିକ ସହ ସଂଯୋଗ କରୁଛି। ରାସ୍ତା କଡରେ ଗାତ ଖୋଳି…

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ ଶେଷ ହେବାର ନାଁ ଧରୁନାହିଁ । ମାତ୍ର ୬୫ କି.ମି. ଦୂର ରାସ୍ତାରେ ସବୁ…

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବାବେଳେ ସେମାନଙ୍କଠାରୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?