ଆମ ଜିଲା ଖବର

ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ, ଠିଆ ହୋଇଥିବା ବେଳେ….

ବେଲପାହାଡ, ୧୧/୧(ସୁବାସ ପ୍ରଧାନ): ବର୍ତ୍ତିଗଲା ବଡ଼ ଟ୍ରେନ ଦୁର୍ଘଟଣା । ଝାରସୁଗୁଡ଼ା ଜିଲାରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ଝାରସୁଗୁଡା ଜିଲା ବେଲପାହାଡ଼ ରେଳ ଫାଟକରେ ରବିବାର ଅପରାହ୍ନ ୫ ଟା ସମୟରେ କୋଇଲା ପରିବହନ କରୁଥିବା…

ତଦନ୍ତ ପାଇଁ ଯାଇଥିବା ବେଳେ ତଦନ୍ତ ଅଧିକାରୀଙ୍କ ସହ ଧସ୍ତାଧସ୍ତି, ଥାନାରେ…

ଗଜପତି,୧୧।୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ରାଣୀପେଣ୍ଠା ଗ୍ରାମ ନିକଟରେ ଗୋଟିଏ ଆବାସିକ ଘରେ କୌଣସି ଏକ ସଂଗଠନ ତରଫରୁ ଚାକିରି ଦେବା ନାମରେ ତାଲିମ ଦିଆଯାଉଥିଲା । ଏନେଇ ଖବର ପାଇ ପାରଳାଖେମୁଣ୍ଡି ପୋଲିସ ତଦନ୍ତ ପାଇଁ…

ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ…

ରାହାଗିରିରେ ପାରମ୍ପରିକ କଳା ସହ ଆଧୁନିକତାର ଝଲକ, ଝୁମିଲେ ଦର୍ଶକ

ଗଜପତି,୧୧ା୧(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲାସ୍ତରୀୟ ମହୋତ୍ସବ ଗଜପତି ଉତ୍ସବ-୨୦୨୫ ଉତ୍ସବ ପୂର୍ବରୁ ପାରଳାଖେମୁଣ୍ଡି ବଡ଼ଦାଣ୍ଡରେ ପ୍ରସାସନ ପକ୍ଷରୁ ରବିବାର ରାହାଗିରି ଅନୁଷ୍ଠିତ ହୋଇଯାଇଛି। ଆଜି ରାହାଗିରି ପାଇଁ ପୌରପାଳିକା ତରଫରୁ ସମସ୍ତ ଉଠାଦୋକାନୀ, ଯାନବାହନ ଚଳାଚଳ…

‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’

ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ।…

ବାଚସ୍ପତିଙ୍କୁ ସମ୍ବର୍ଦ୍ଧନା ଦେଲା ରାଇକିଆ ଭାଜପା

ରାଇକିଆ,୧୧ା୧(ପ୍ରଦୀପ ବେହେରା): ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆ ବ୍ଲକ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସ୍ବଳ୍ପକାଳୀନ ରହଣି ମଧ୍ୟରେ ବାଚସ୍ପତି ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ କନ୍ଧମାଳ ଜିଲାର ପରିଚୟ ହଳଦୀ,…

ନାବାଳକଙ୍କୁ ଏୟାରଗନ୍‌ରୁ ଗୁଳି ଚଳାଇଲେ ଯୁବକ, ଫେରାର ହୋଇଯିବା ସମୟରେ…

ସମ୍ବଲପୁର,୧୧ା୧(ପ୍ରମୋଦ ବହିଦାର): ସମ୍ବଲପୁର ସଦରଥାନା ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ଗୁଳିରେ ସେହି ଗ୍ରାମର ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ମିର୍ଗାମୁଣ୍ଡା ଗ୍ରାମର ପ୍ରତାପ କିଷାନ(୯)। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର…

୨୪ ଘଣ୍ଟା ବିତିଲାନି, ନିଷ୍ପତ୍ତି ବଦଳାଇଲା ବଜରଙ୍ଗ ଦଳ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଂଲାଦେଶୀ ରୋହିଙ୍ଗିଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା। ତେବେ ରବିବାର ବରଗଡ଼ ଏସ୍‌ପିଙ୍କ ସହିତ ଆଲୋଚନା ପରେ…

ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…

ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି…

ଟ୍ରାକ୍ଟର ନେଲା ଜୀବନ: ବେଙ୍ଗଳା ପକାଇବାକୁ ଯାଉଥିବା ବେଳେ…

ଭଦ୍ରକ,୧।୧୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଗଡେଇବିନ୍ଧା ଗ୍ରାମର ଜଣେ ଯୁବକଙ୍କ ଟ୍ରାକ୍ଟର ଧକ୍କାରେ ଶନିବାର ରାତିରେ ମୃତତ୍ୟୁ ଘଟିଛି। ସେ ହେଲେ ଅଭିଷେକ ମହାଳିକ, (୨୨ ବର୍ଷ) ରାତିରେ ଏକ ଟ୍ରାକ୍ଟର ଖଳାକୁ ବେଙ୍ଗଳା ପକାଇବାକୁ…

ରାଜେଶ ହତ୍ୟାକାଣ୍ଡ:  ଅଭିଯୁକ୍ତଙ୍କୁ ଧରିବା ପ୍ରତିବାଦରେ ରାଜପଥ ଅବରୋଧ 

ପରଜଙ୍ଗ,୧୧।୧(ନିଗମାନନ୍ଦ ଦଳବେହେରା): ବହୁ ଚର୍ଚ୍ଚିତ ଫଟୋ ଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତି ମଧ୍ୟରେ ଦୁଇ ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ସକ୍ଷମ ହୋଇପାରୁନାହିଁ କାମାକ୍ଷାନଗର ପୋଲିସ। ସୂଚନା ମୁତାବକ ପରଜଙ୍ଗ ଥାନା ସାଆନ୍ଦା ଗ୍ରାମର ରାଜେଶ କୁମାର ପାଣି…

ମଥୁରା ଛକରେ ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବ ଆଇନଜୀବୀ

ଜୁନାଗଡ଼,୧୧।୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଛକ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ଆଇନଜୀବୀଙ୍କ ମୃତ୍ୟୁ ଘଟିଛି। ମୃତ ଆଇନଜୀବୀଙ୍କ ନାମ ରୁଦ୍ର କୃପା ଖମାରୀ (୨୫) ହୋଇଥିବାବେଳେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?