ଆନ୍ତଃରାଜ୍ୟ କଫ୍ସିରପ ର଼୍ୟାକେଟର ୨ଗିରଫ
ବଲାଙ୍ଗୀର ଅଫିସ, ୨୦ା୫: ଆନ୍ତଃରାଜ୍ୟ କଫ୍ ସିରପ୍ ଚୋରା ର଼୍ୟାକେଟ୍ ଚଳାଇଥିବା ସାନ ଓରଫ୍ ଗୋବିନ୍ଦ ନେଗୀ (୩୮) ଓ ପ୍ରଶାନ୍ତ କ୍ଷେତୀ (୪୨)ଙ୍କୁ ବଲାଙ୍ଗୀର ଟାଉନ୍ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଭୁବନେଶ୍ୱରରୁ ଗିରଫ କରିଛି ା ପୋଲିସ ଆଖିରେ…
ଚାଷୀଙ୍କୁ ମିଳିନି ଫସଲ ବୀମା କ୍ଷତିପୂରଣ
ଛତ୍ରପୁର,୨୦।୫(ଡି.ଏନ.ଏ)- ଗଞ୍ଜାମ ଜିଲାରେ ପ୍ରତିବର୍ଷ ବାତ୍ୟା, ବନ୍ୟା ଓ ମରୁଡିରେ ବ୍ୟାପକ ଫସଲ ନଷ୍ଟ ହେଉଛି । ମାତ୍ର ଫସଲ ବୀମା ବାବଦରେ ଚାଷୀଙ୍କୁ କ୍ଷତିପୂରଣ ମିଳୁନି । ୨୦୧୮ରେ ହୋଇଥିବା ତିତ୍ଲି ବାତ୍ୟାରେ ଜିଲାରେ ୫୦ ପ୍ରତିଶତରୁ ଉର୍ଦ୍ଧ୍ୱ ଫସଲ…
ଭୋଟ ଗଣତି ପାଇଁ ପ୍ରସ୍ତୁତି: ଜିଲାପାଳ,ଏସ୍ପି ଭଞ୍ଜନଗର କେନ୍ଦ୍ର ପରିଦର୍ଶନ କଲେ
ଭଞ୍ଜନଗର,୨୦।୫(ଡି.ଏନ.ଏ.)-ଆସନ୍ତା ୨୩ ତାରିଖରେ ଭୋଟ ଗଣତି କରାଯିବ। ଏଥିପାଇଁ ଭୋଟଗଣତି କେନ୍ଦ୍ର ଗୁଡ଼ିକରେ ପ୍ରସ୍ତୁତି ଚାଲିଛି। ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଆସିକା, ସୋରଡ଼ା ଓ ଭଞ୍ଜନଗର ନିର୍ବାଚନମଣ୍ଡଳୀର ଭୋଟ ଗଣତି କରାଯିବ। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ…
ଅଂଶୁଘାତରେ ଜଣଙ୍କ ମୃତ୍ୟୁ ସନ୍ଦେହ
ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)। ସୋମବାର ପଞ୍ଚାୟତରେ ଚାଉଳ ବଣ୍ଟାଯାଉଥିଲା। ଚତୁର୍ଥ ଶ୍ରେଣୀ କର୍ମଚାରୀ ଖଲି କୌଣସି କାର୍ଯ୍ୟରେ ପଞ୍ଚାୟତ…
ଜବରଦଖଲରେ ମୁଖ୍ୟ ରାସ୍ତା, ବଢୁଛି ଟ୍ରାଫିକ୍ ସମସ୍ୟା
ଚିକିଟି,୨୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ଗୁରୁତର ହେବାରେ ଲାଗିଛି ।ବଜାରର ଅଣଓସାରିଆ ରାସ୍ତା ଏହାର ମୁଖ୍ୟ କାରଣ । ୧୯୭୩ରେ ଚିକିଟି ଏନ୍ଏସି ଗଠିତ ହୋଇଥିଲା । କ୍ରମବଦ୍ଧିଷ୍ଣୁ ଏହି ସହରର ମୁଖ୍ୟ ବଜାରରେ…
ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ
ଭବାନୀପାଟଣା, ୨୦।୫ (ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗାଁର…
‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ
ଭବାନୀପାଟଣା, ୨୦।୫ (ଡି.ଏନ୍.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ ଚତୁର୍ଥ…
ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର
ଭବାନୀପାଟଣା, ୨୦।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି। ଭବାନୀପାଟଣା…
ଶହୀଦ ଦିବସ ଉପଲକ୍ଷେ ବିଏସ୍ଏଫ୍ ପକ୍ଷରୁ ପାନୀୟ ଜଳ ବଣ୍ଟନ
ମାଲକାନଗିରି,୨୦।୫(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍ଭି-୩ସ୍ଥିତ ବିଏସ୍ଏଫ୍ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରରେ ବିଏସ୍ଏଫ୍ ପକ୍ଷରୁ ଏମ୍ଭି-୩ସ୍ଥିତ କ୍ୟାମ୍ପ ପରିସରରେ ଗୁରୁଙ୍କ ପାରମ୍ପରିକ…
ପୋଲ ତଳୁ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ
ମୁନିଗୁଡ଼ା,୨୦ା୫(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ସୋମବାର ସକାଳେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ମୁନିଗୁଡ଼ା ବ୍ଲକ ସମଦଳା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ମହାନନ୍ଦିଆ। ପ୍ରକାଶ ଯେ,…
ଟିପ୍ପର ଓଲଟିଲା : ଚାଳକ ଗୁରୁତର
କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ପୋଲିସ…
ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର
ବ୍ରହ୍ମପୁର ଅଫିସ୍,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍ଡିସି ସମ୍ମୁଖରେ…

