ଆମ ଜିଲା ଖବର

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ କଣଲୋଇ ଗ୍ରାମର ଦୁର୍ଯ୍ୟୋଧନ ମାଝୀଙ୍କ ସ୍ତ୍ରୀ ଖେଡ଼ି ମାଝୀ (୬୮)।…

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁପାରୀ ଷ୍ଟେଟ୍‌ ବ୍ୟାଙ୍କ ଶାଖାର କର୍ମଚାରୀ ରାଜେଶ ବେହେରା(୩୮)। ରାଜେଶଙ୍କ ଘର…

ପାନୀୟଜଳ, ପକ୍କାରାସ୍ତା, ବିଦ୍ୟୁତ୍‌ରୁ ବଞ୍ଚିତ

ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ ବିତିଥିଲେ ମଧ୍ୟ ଗାଁକୁ ପକ୍କାରାସ୍ତା, ପାନୀୟଜଳ ଓ ବିଦ୍ୟୁତ୍‌ ବ୍ୟବସ୍ଥା ନାହିଁ। ଭୋଟ…

୧୫ ଦିନ ହେଲା ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଟ୍ରାନ୍ସଫର୍ମର ଅଚଳ: ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି

ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍‌ ପାଣି ବିଶୋଧନ ହୋଇ ନ ପାରି ସିଧାସଳଖ ବ୍ରାହ୍ମଣୀ ନଦୀରେ ମିଶୁଛି। ଏହି ଦୂଷିତ ଜଳକୁ ସହରବାସୀ…

ଦିନରେ ଆହାର କେନ୍ଦ୍ର, ରାତିରେ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ଗଞ୍ଜାମ,୨୦ା୫(ଡି.ଏନ.ଏ.)-ଗଞ୍ଜାମ ସହରର ବହୁ ପୁରାତନ ଭାରତୀ ବିଦ୍ୟାପୀଠ ନିକଟରେ ରହିଛି ମିନି ଷ୍ଟାଡିୟମ। ଏନ୍‌ଏସିର ପୂର୍ବତନ ନଗରପାଳ ସ୍ବର୍ଗତ ଶରତ ଚନ୍ଦ୍ର ପଣ୍ଡାଙ୍କ ସମୟରେ ଏହାର ଭିତ୍ତିପ୍ରସ୍ତର କରାଯାଇଥିଲା। ୨୦୧୧ରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଓଡ଼ିଶା କ୍ରୀଡ଼ା ମନ୍ତ୍ରାଳୟ…

ପେନାରା ଘାଟିରେ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡି,୨୦।୫(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପେନାରା ଘାଟିରେ ଏକ ବ୍ରିଜ ନିକଟରେ ସଂଯୋଗୀକରଣ ରାସ୍ତା ଦବି ଯାଇଛି। ଫଳରେ ଉକ୍ତ ରାସ୍ତା ଯାତ୍ରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡିଥିବାବେଳେ ଯାତ୍ରିବାହୀ ବସ୍‌ ସମେତ ଭାରିଯାନ ଚଳାଚଳରେ ସମସ୍ୟା ଦେଖାଦେଇଛି। ବର୍ଷେହେଲା ବ୍ରାହ୍ମଣୀଗାଁ ଠାରୁ…

କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡ଼ପ ଅଭିଯୋଗ

ଫୁଲବାଣୀ ଅଫିସ, ୨୦ା୫-କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି କେନ୍ଦୁପତ୍ର ଫଡିରେ କାମ କରିଥିବା ଶ୍ରମିକ। ତୁରନ୍ତ ଟଙ୍କା ପ୍ରଦାନ ବ୍ୟବସ୍ଥା କରିବାକୁ ସେମାନେ ଜିଲାପାଳଙ୍କ ନିକଟରେ…

ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ଷଷ୍ଠ ଶିବିରରେ ୨୪ ୟୁନିଟ୍‌ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ୍‌,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ରକ୍ତ ମିଳୁନି। ଏହି ଅଭାବ ଦୂର କରିବା ପାଇଁ ଉଦ୍ୟମ କରୁଛି…

ସରିନି କମଳାଙ୍କ ଜୀବନ ଯୁଦ୍ଧ: ୨୧ବର୍ଷ ପରେ ଫେରିଲେ ପୁଅ

କାମାକ୍ଷାନଗର, ୨୦।୫(ଡି.ଏନ୍‌.ଏ.) କୁହାଯାଏ ନାରୀ ସର୍ବସଂହା। ଦୁନିଆର ଯେତେ ଦୁଃଖକୁ ସେ ହସି ହସି ସହିଯାଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କାମାକ୍ଷାନଗର ଏନ୍‌ଏସି ୮ନଂ. ଓ୍ବାର୍ଡରେ ରହୁଥିବା କମଳା ରାଉଳ। ୨୧ବର୍ଷ ତଳେ ଚାକିରି ଖୋଜିବାକୁ ଯାଇ ନିଖୋଜ ହୋଇଗଲେ…

ଗ୍ରାମ୍ୟ କୃଷି କର୍ମଚାରୀଙ୍କ ପାଇଁ ନାହିଁ କାର୍ଯ୍ୟାଳୟ: ଚାଷୀଙ୍କୁ ମିଳୁନି ଚାଷ ସମ୍ପର୍କିତ ସୂଚନା

ବଅଁରପାଳ, ୨୦।୫ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୃଷି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ କୃଷି କର୍ମଚାରୀମାନେ ନାନା ଅସୁବିଧା ଭୋଗୁଛନ୍ତି। କାର୍ଯ୍ୟ କରିବା ପାଇଁ କାର୍ଯ୍ୟାଳୟ ନ ଥିବା ବେଳେ ରହିବା ପାଇଁ ସେମାନଙ୍କୁ ସରକାରୀ କ୍ୱାର୍ଟର୍ସ…

ଢିପସାହିରେ ବଢ଼ୁଛି ଭାଇଚାରା: ଯୁବପିଢ଼ିଙ୍କୁ ଏକାଠି କରିଛି ସଂକୀର୍ତ୍ତନ

ବନ୍ତଳା,୨୦ା୫ (ଦୀନେଶ ଦେହୁରୀ) ରାଜନୀତି ପାଇଁ ଗାଁ ଗାଁ ଆଜି କଳୁଷିତ। ଘର-ଘର, ସାହି-ସାହିରେ ମନ ଫଟାଫଟି। ଗୋଷ୍ଠୀ, ଦଳକୁ ନେଇ କନ୍ଦଳ ପ୍ରାୟ ସବୁଠି। ହେଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା-ଧୋକୁଟା ଢିପସାହିରେ ଏବେ ବି ବଞ୍ଚିଛି ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?