ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା
ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା ହୋଇଥିବା ନେଇ ନଦୀ ଓ ପୋଲ ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀ ଅଭିଯୋଗ କରିଛନ୍ତି ା…
ଆର୍ଯ୍ୟପଲ୍ଲୀର ୫୨୭ ଘର ଭଗ୍ନ ଅବସ୍ଥାରେ, ଆବାସ ଯୋଜନାରେ ସାମିଲ ଦାବି
ଛତ୍ରପୁର,୨୨ା୬(ଡି.ଏନ.ଏ)- ୧୯୯୯ ମସିହା ମହାବାତ୍ୟା ପରେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ଗରୀବ ଓ ଗୃହହୀନମାନଙ୍କ ପାଇଁ ଘର ନିର୍ମାଣ କରି ଦିଆଯାଇଥିଲା ା ଭାରତ ସରକାରଙ୍କ ରାଷ୍ଟ୍ରାୟତ ଉଦ୍ୟୋଗ ପକ୍ଷରୁ ଏହି ଘର ନିର୍ମାଣ କରାଯାଇଥିଲା ା ତେବେ ୫୨୭…
ଦୋଳି ଖେଳ ହେଲା କାଳ, ଦଉଡ଼ିରେ ଗଲା ନାବାଳିକାଙ୍କ ଜୀବନ
ହିଞ୍ଜିଳିକାଟୁ,୨୨ା୬ (ଡି.ଏନ୍.ଏ)-ଦୋଳଖେଳ ଜଣେ ନାବାଳିକାଙ୍କ ପାଇଁ କାଳ ହୋଇଛି। ଦଉଡ଼ି ତାଙ୍କ ବେକରେ ଅସାବଧାନତାରୁ ଛନ୍ଦି ହୋଇଯିବାରୁ ତାଙ୍କ ଜୀବନ ଯାଇଛି। ରଜ ଦିନଠାରୁ ଘରେ ବନ୍ଧା ଯାଇଥିଲା ଦୋଳି। ଦୋଳି ଖେଳୁଥିବା ସମୟରେ ସେହି ଦୋଳି ଛିଣ୍ଡି ବେକରେ ଗୁଡ଼ାଇ…
ପ୍ରତିଶ୍ରୁତି ରଖିଲାନି ପ୍ରଶାସନ, ପୁଣି ଆନ୍ଦୋଳନ କରିବେ ଆଉଟ୍ସୋର୍ସିଂ କର୍ମଚାରୀ
ବ୍ରହ୍ମପୁର ଅଫିସ୍,୨୨ା୬-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଆଉଟ୍ସୋସିର୍ଂ କର୍ମଚାରୀମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଶାସନ ପୂର୍ବ ପ୍ରତିଶ୍ରୁତି ପୂରଣ କରି ନ ଥିବା ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। ଗତ…
୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର
ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ପ୍ରତାପ ଚନ୍ଦ୍ର ପଟ୍ଟନାୟକ(୭୩) ଓ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଦମ୍ପତ୍ତିଙ୍କ…
ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ
ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ ହାତୀମାନେ ପାହାଡ଼ ତଳକୁ ଆସି ରାତିରେ ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ଗ୍ରାମରେ ପଶି…
ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୁବର୍ଣ୍ଣପୁର ଜିଲା ପୋଲିସ ଅଫିସ ତଥା ଏସ୍ପିଙ୍କ ଅଫିସ ସମ୍ମୁଖରେ ଗୁପ୍ତେଶ୍ୱର ନିଜ…
ବର୍ଷା ହେଲେ ବିଜୁଳି ସେବା ବନ୍ଦ
ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ ଆଦି ଗ୍ରାମର ବାସିନ୍ଦାମାନେ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ସେହିପରି ସାମାନ୍ୟ ପବନ ବୋହିଲେ…
ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା
ରୂପ୍ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍ଧାମ୍ରେ ଚାଲିଥିବା ବେଳେ ଘଟିଛି ଏକ ଦୁଃଖଦ ଘଟଣା। ଭୋଜିରେ ଯୋଗ ଦେବାକୁ ଆସିଥିବା ୨ ନାବାଳିକା ଘରପାଖ…
ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ, ୨୨।୬: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି…
କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ
ହାଟଡିହୀ,୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ କହିଛନ୍ତି । ଆୟୋଜିତ ଏକ ବୈଠକରେ ବିଧାୟକ ସରକାରୀ ଯୋଜନାର ସଫଳ ରୂପାୟନ…
ଜନଗଣନା ତାଲିକାରେ ବିଭ୍ରାଟ: ବଢ଼ୁଛି ଅସନ୍ତୋଷ, ବିଧାୟକ ଦୃଷ୍ଟି ଦେବାକୁ ଦାବି
ହାଟଡିହୀ, ୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ ହଲ୍ଲା କରିବା ସହ ତାଲିକାରେ ବିଭ୍ରାଟ ଥିବା ନେଇ ସରପଞ୍ଚଙ୍କୁ ପଚାରିଛନ୍ତି । ଗତବର୍ଷ…

