ଆମ ଜିଲା ଖବର

୫ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଆର୍‌ସିସି ଓ ଏବିଇଓଙ୍କ ବଦଳି

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା ଆନନ୍ଦପୁର, ରମେଶ ଚନ୍ଦ୍ର ମାଝୀ ଓ ଚନ୍ଦ୍ରଶେଖର ସୋରେନ୍‌ ବାଆଁଶପାଳ, ବ୍ୟାସଦେବ ନାୟକ…

ଅଣସରରେ ଠାକୁର : ପଟିଦିଅଁଙ୍କୁ ପୂଜା କରୁଛନ୍ତି ଶ୍ରଦ୍ଧାଳୁ, ୨ରେ ନବଯୌବନ ଦର୍ଶନ

ବାଲିଗୁଡ଼ା,୨୨।୬(ଡି.ଏନ୍‌.ଏ.): ଦେବସ୍ନାନ ପୂର୍ଣ୍ଣିମା ପରଠାରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଗତ ୧୭ ତାରିଖଠାରୁ ଅଣସର ଘରେ ରଖାଯାଇଛି। ଅତ୍ୟଧିକ ସ୍ନାନ ଯୋଗୁ ବିଗ୍ରହମାନେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଅସୁସ୍ଥ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ଲାଗି ସେବାୟତମାନେ ଅଣସର ଘରେ ଗୁପ୍ତ ସେବାକାର୍ଯ୍ୟ ଜାରି…

କୃଷି ସରଞ୍ଜାମ ମହଜୁଦ ସମ୍ପର୍କରେ ଯାଞ୍ଚ କଲେ ଜିଲାପାଳ

ଶେରଗଡ଼,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗସ୍ତରେ ଆସି ଶୁକ୍ରବାର ଜିଲାପାଳ ବ୍ଲକ କାର୍ଯ୍ୟ ସମୀକ୍ଷା କରିଥିଲେ। ଏଥିସହ କୃଷି ସରଞ୍ଜାମ ଯଥା ସାର, ବିହନ ଠିକଭାବେ ମହଜୁଦ ଅଛି ନା ନାହିଁ ପଚାରି ବୁଝିଥିଲେି। ଏ ନେଇ ଶନିବାର ବ୍ଲକ କୃଷି…

ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶିତ: ବାଣିଜ୍ୟରେ ବିଶ୍ୱଜିତ୍‌ ମୁଖୀ ଜିଲା ଟପ୍ପର

ବାଲିଗୁଡ଼ା,୨୨ା୬ (ଡି.ଏନ୍‌.ଏ.): ଚଳିତବର୍ଷ ଯୁକ୍ତ ୨ ବାଣିଜ୍ୟ ବିଭାଗ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ କନ୍ଧମାଳ ଜିଲା ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ଛାତ୍ର ବିଶ୍ୱଜିତ୍‌ ମୁଖୀ ୪୯୦ ନମ୍ବର ରଖି ସମଗ୍ର କନ୍ଧମାଳ ଜିଲାରେ ଟପ୍ପର ହୋଇଛନ୍ତି। ସେ ୮୧…

ରାସ୍ତା ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଗଛକଟା

ବନ୍ତ,୨୨।୬(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥ ନିର୍ମାଣ ନେଇ ବନ୍ତ ତହସିଲ ଅଧୀନ ଟିଲୋ ବଡସାହିଠାରେ ଶନିବାର ପ୍ରଶାସନ ପକ୍ଷରୁ ଗଛକଟା ହୋଇଛି। ରାସ୍ତା ନିର୍ମାଣ ନେଇ ପୂର୍ବରୁ ପ୍ରଶାସନ ଦଖଲ ଉଚ୍ଛେଦ କରିଥିଲେ ମଧ୍ୟ କେତେକ ଗଛ ରହିଯାଇଥିଲା।…

ବ୍ରହ୍ମପୁର ସିଟି ହସ୍ପିଟାଲରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨୨।୬: ବ୍ରହ୍ମପୁର ସିଟି ହସ୍ପିଟାଲରେ ଶନିବାର ନୂତନ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ରୋଗୀ କଲ୍ୟାଣ ସମିତି ପାଣ୍ଠିରୁ ୧୮ ଲକ୍ଷ ୫୫ ହଜାର ଟଙ୍କାରେ ଏହି…

ମାମୁଘରେ ଥିବା ବେଳେ ଗୁଳିକାଣ୍ଡରେ ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୨।୬: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ କଲମୀ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ରାକେଶ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ…

ଶାଳକାଠ ବୋଝେଇ ପିକ୍‌ଅପ୍‌ ଗାଡ଼ି ଜବତ: ଅଭିଯୁକ୍ତ ଫେରାର

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଧନୁର୍ଜୟପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ଶନିବାର ସକାଳେ ପାଟଣା ବନ ବିଭାଗ ୫ ଖଣ୍ଡ ଶାଳକାଠ ଥିବା ଏକ ପିକ୍‌ଅପ୍‌ ଗାଡ଼ିକୁ ଜବତ କରିଛି। ତେବେ ବନ ବିଭାଗ କାଠ ମାଫିଆଙ୍କୁ ଧରିବାରେ…

ଶୌଚାଳୟ ଟାଙ୍କିରେ ଖସିପଡ଼ିଲେ ମା’, ଛୁଆହାତୀ: ବନ ବିଭାଗ କଲା ଉଦ୍ଧାର

ପରଜଙ୍ଗ,୨୨ା୬ (ଡି.ଏନ୍‌.ଏ)- ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ସାଆନ୍ଦା ତଳବେରଣା ଗ୍ରାମରେ ଶନିବାର ଭୋର ସମୟରେ ଗ୍ରାମର ପ୍ରମୋଦ ପାଳଙ୍କ ଶୌଚାଳୟ ଟାଙ୍କିରେ ଖସି ପଡିଥିଲେ ମା’ ଓ ଛୁଆହାତୀ। ଏହାକୁ ପରିବାର ଲୋକ ଦେଖି…

ସୁଲୁମାହା ଘାଟିରେ ଟ୍ରାକ୍ଟର ଧକ୍କାରେ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟଣା: ମୃତଦେହ ରଖି ରାଜପଥ ଅବରୋଧ, ୧୦ ଲକ୍ଷ କ୍ଷତିପୂରଣ ଦାବି

ଦାରିଙ୍ଗବାଡ଼ି,୨୨।୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୁଲୁମାହା ଘାଟିରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ଟ୍ରାକ୍ଟର ଧକ୍କାରେ ବାଇକରେ ଯାଉଥିବା ଦାଦା, ପୁତୁରାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲୁମାହା ଗ୍ରାମର ୫୯ନଂ ଜାତୀୟ…

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ ମୋଟ ୧୧୧ଟି ପଞ୍ଚାୟତ ଥିବା ବେଳେ ଏକତୃତୀୟାଂଶ ପଞ୍ଚାୟତକୁ ବାଦ୍‌ ଦେଲେ ଅନ୍ୟ ସବୁ…

ସରକାରୀ ସାହାଯ୍‌ରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ୍‌

କୋକସରା, ୨୨।୬, (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ସୁବିଧା ଆର ତାହାକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର ଅବହେଲାର ଲାଗି ହକ୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?