ଜୀବନ୍କେ ପାଏନ୍ ଛଡ଼େଇ ଭଂଗା ଘରେ ରହୁଛନ୍: ଆନନ୍ଦ ଲାଗି ସାତ୍ସପନ ଆବାସ ଘର
ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍। ହେଲେ ଅନେକ୍ ଜାଗାରେ କେହେନ୍ସି କାରନ୍ରୁ ହକ୍ଦାର ହିତାଧିକାରୀ ଯୋଜନାରୁ ବାଦ୍ ପଡ଼ୁଛନ୍। ସେମାନେ ଦରକାରୀ କାଗଜପତର…
କଲ୍ବଲ୍ ହେଇ ବିତୁଛେ ଲକ୍ଷ୍ମୀକଁର ଜୀବନ୍
ଲୋଇସିଂହା,୨୨।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ିଦର ପଁଚେତ୍ ଅଧୀନ ନେଗିପାଲି ଗଁାର ଲକ୍ଷ୍ମୀ ପାଇକ(୭୦)। ତାକର ଦୁଇ ଆଏଁଖ୍ ଠିକ୍ସେ ନାଇଁ ଦିଶବାର। ଇଆଡ଼େ ବଛ୍ରେ ତଲେ ଆପ୍ନେ ଆରପାରକେ ଚାଲିଯାଇଛନ୍। ବୁର୍ଧା ଝନକ ନିସନ୍ତାନି ହେଇଥିବାର ଲାଗି ତାକର…
ଉଦ୍ଧବକୁଁ ସାହାଯ୍ର ହାତ ବଢ଼ାଲା ପରଶାସନ
ଲାଠୋର, ୨୨ା୬ (ଡି.ଏନ୍.ଏ) : ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍ ଅଧୀନ କହ୍ନେଇଛାପର ଖଇରାପଡ଼ାର ପକ୍ଷାଘାତ ରୁଗୀ ଉଦ୍ଧବ ଭୋଇ(୫୨)କୁଁ ବ୍ଲକ ପରଶାସନ ସାହାଯ୍ର ହାତ ବଢ଼େଇଥିବାର ଜନାପଡ଼ିଛେ। ସୂଚନା ଅନ୍ସାରେ ଉଦ୍ଧବ ଗଲା ୬ ବଛର ତଲେ…
କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %
ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍ ହାର ରହିଛି ୫୭.୮୧…
ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ
ବନ୍ତଳା,୨୨।୬(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର ୧୪ରେ ମୃତ୍ୟୁ ଘଟିଥିଲା। ବେକରେ ସଂକ୍ରମଣ ଯୋଗୁ ମହାବଳର ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ…
ହାତୀ ଆକ୍ରମଣରେ ବୃଦ୍ଧ ମୃତ
ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ। ଶୁକ୍ରବାର ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯିବା ପରେ ହାତୀ ଆକ୍ରମଣରେ…
ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’
ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ। କେବେ ଘର ଭାଙ୍ଗି ମାଟିରେ ମିଶାଇ ଦେଉଛି ତ ପୁଣି କେବେ ଉଜାଡ଼ୁଛି ବାଡ଼ିବଗିଚା।…
ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା
ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ ଶୁକ୍ରବାର ବେଦ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳ ତଥା ମନ୍ଦିର…
ବ୍ୟବଚ୍ଛେଦ ଗୃହରେ ପଶିଲା ଡେଲି ମାର୍କେଟ ପାଣି
ଅନୁଗୋଳ ଅଫିସ, ୨୨।୬ – ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟକୁ ଛଡ଼ାଯିବାରୁ ନୂତନ ଶବ ବ୍ୟବଚ୍ଛେଦ ଗୃହରେ ପାଣି ପଶି ଯାଇଥିଲା। ଏ…
ବଅଁରପାଳ ବ୍ଲକରେ ୯୦ କୁଷ୍ଠ ରୋଗୀ ଚିହ୍ନଟ
ବଅଁରପାଳ, ୨୨।୬ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮ ଏପ୍ରିଲ ଠାରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଏହି ଚିହ୍ନଟ ହୋଇଥିଲା। ୨୦୧୭-୧୮ରେ ୪୪…
ପରିବା ମାର୍କେଟ ଭଙ୍ଗା ପ୍ରତିବାଦରେ ଆନ୍ଦୋଳନ : ଜିଲାପାଳଙ୍କୁ ଫେରାଦ ହେଲେ ବ୍ୟବସାୟୀ
ପୁରୁଷୋତ୍ତମପୁର,୨୨ା୬(ଡି.ଏନ୍.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଥିବା ପରିବା ମାର୍କେଟକୁ ଏନ୍ଏସି ପ୍ରଶାସନ ଦୋକାନ ଗୃହ ର୍ନିମାଣ କରିବା ଲାଗି ତରବରିଆ ଭାବେ ବୁଧବାର ଭାଙ୍ଗି ଦେଇଛି। ଫଳରେ ପରିବାର ବ୍ୟବସାୟୀ ଜୀବିକା ହରାଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ବ୍ୟବସାୟୀମାନେ ଏକାଠି ହୋଇ…
ଜଙ୍ଗଲରେ ଗୁଳି ଫୁଟିଲା, ଜଣେ ଗୁରୁତର
ଫୁଲବାଣୀ ଅଫିସ, ୨୨ା୬-ଖଜୁରିପଡା ବ୍ଲକ ସଦର ଥାନା ମାଣିଶ୍ୱର ଜଙ୍ଗଲରେ ଗୁଳି ଫୁଟିଛି। କାଠ କାଟୁଥିବା ବେଳେ ଗୁଳି ଆସି ଜଣେ ଯୁବକଙ୍କ ଗୋଡରେ ବାଜିଛି। ଗୁରୁତର ଯୁବକ ହେଲେ ଶଗଡକୁଟି ଗ୍ରାମର ସନାତନ କହଁର(୪୦)। ଗୁଳିମାଡର କାରଣ ଜଣାପଡି ନାହିଁ।…

