ଆମ ଜିଲା ଖବର

ରେଳ ଧାରଣାରୁ ମହିଳା, ପୁରୁଷଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୧୯।୫ – ଅନୁଗୋଳ କୁମଣ୍ଡ ନିକଟ ରେଳ ଧାରଣାରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରୁଷଙ୍କ ମୃତଦେହ ଉଦ୍ଧାର କରିଛି। ସେମାନେ ଦମ୍ପତି ହୋଇଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ମୃତ ପୁରୁଷଙ୍କ ନାମ ବିଭୂତି…

ଅନ୍ଧାରରେ ୬୫ ହଜାର କେନ୍ଦୁପତ୍ର ତୋଳାଳିଙ୍କ ଭାଗ୍ୟ

ଜୟପୁର,୧୯ା୫ଆଦିବାସୀଙ୍କ ପାଇଁ ଗ୍ରୀଷ୍ମକାଳୀନ ଆୟର ଅନ୍ୟତମ ମୁଖ୍ୟ ଉତ୍ସ ହେଉଛି କେନ୍ଦୁପତ୍ର। ପତ୍ର ସଂଗ୍ରହ କରି ତାହାକୁ ବିକି ଗୁଜୁରାଉ ମେଣ୍ଟାଉଥିବା ଆଦିବାସୀଙ୍କ ଏହି ଜୀବିକା କିନ୍ତୁ ବିଭିନ୍ନ କାରଣରୁ ପ୍ରଭାବିତ ହୋଇଛି । ଜୟପୁର ଡିଏଫ୍‌ଓ କେନ୍ଦୁପତ୍ର ବିଭାଗ ଅଧୀନରେ…

ପୂର୍ବତନ ଆକାଉଣ୍ଟାଣ୍ଟ, ଇନ୍‌ଚାର୍ଜ ଗିରଫ

ଭୁବନେଶ୍ୱର, (ବ୍ୟୁରୋ)/ କାମାକ୍ଷାନଗର (ଡି.ଏନ୍‌.ଏ.) ୧୯ା୫- ନିଜ ପଦବୀର ଅପବ୍ୟବହାର କରି ବ୍ୟାଙ୍କ୍‌ରୁ ୧.୧୫ କୋଟି ଟଙ୍କା ହପଡ଼ କରିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦୁଇ କର୍ମଚାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ ୟୁନାଇଟେଡ୍‌ ସେଣ୍ଟ୍ରାଲ କୋଅପରେଟିଭ…

ସରକାରୀ ପୋରଛାହନ୍‌ର ଅଭାବ୍‌:ଦୁରଦିନ୍‌ରେ ମୁରଦୁଁଗ୍‌ କାରିଗର

ଗୁଡଭେଲିପଦର, ୧୯।୫ (ଡି.ଏନ.ଏ): ଭାରତୀୟ ସଂସ୍କୃତି ଆର ପରମ୍ପରାରେ ଅନେକ ପରକାର ବାଦ୍ୟର ପରଚଲନ ଅଛେ। ପୂଜାପାଠ୍‌ନୁ ମୂଲ କରି ବିହାବରପନ, ଉଛବ୍‌, ପରବ୍‌, ଜାନୀଯାତରାରେ ଘଁଟ୍‌, ଶଁଖ୍‌, ମୁହୂରି, ଢ଼ୋଲ, ଲିସାନ୍‌, ମୁରଦୁଁଗ୍‌, ଗିନିର ପରଚଲନ ଦେଖ୍‌ବାକେ ମିଲସି। ଇ…

କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌ ତିଥି ପାଲିତ ହେଇଯାଇଛେ। ମୁର୍‌ଧନିଅଁା କବି ବିଭାକରୀଚରଣ ମିଶ୍ରକଁର ସଭାପତିତ୍ୱନେ ଆୟୋଜିତ ସଭାନେ ମୁଖିଆ…

ସ୍କୁଟି ଉପରେ ଚଢ଼ିଗଲା ଟ୍ରକ୍‌: ମା’ଝିଅଙ୍କ ସମେତ ୩ ମୃତ

ପରଜଙ୍ଗ/ତାଳଚେର, (ଡି.ଏନ.ଏ./ନି.ପ୍ର.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ନଂ. ଜାତୀୟ ରାଜପଥର ସରାଙ୍ଗ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ନିକଟରେ ଶନିବାର ସା ୬ଟାରେ ଦୁର୍ଘଟଣା ଘଟିଛି। ଏକ ୧୦ ଚକିଆ ଟ୍ରକ୍‌ (ଓଆର ୦୯ ଜେ ୫୮୧୧) ଚଢ଼ିଯିବାରୁ…

ତ୍ରିନାଥକଁର ଅଜବ୍‌ ବଏସିରା:ସବୁବେଲେ ହାତେ ଖଜୁର ପତେଇ

ଲୋଇସିଂହା,୧୯।୫(ଡି.ଏନ.ଏ): ସବୁ ମୁନୁସ୍‌ର ଶରୀରକେ ଦେଖ୍‌ଲେ ପାଖାପାଖି ସଭେ ସମାନ ଆଏ। ସମକର ରକତ୍‌, ହାତ୍‌ଗୋଡ଼, ନାକ୍‌କାନ୍‌, ଆଏଁଖ୍‌ ଅଛେ। ହେଲେ ସମକର ଚାଲିଚଲନ, ବେଭାର ଆଚର, ବଏସିରା, ସଉକ୍‌ ଭିନେ ଭିନେ। ଏନ୍‌ତା ଝନେ ଭିନେ ଚରିତ୍‌ର ଲୋକ୍‌କେ ଦେଖ୍‌ବାକେ…

୩ ଜଣଙ୍କୁ ଆଜୀବନ କାରାଦଣ୍ଡ, ଜଣେ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୯ା୫-ଏକ ଅନରକିଲିଂ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ-୨ ଦୀପକ କୁମାର ମୃତ ମହିଳାଙ୍କ ୨ ଭାଇ ନିରାକାର ନାଇକ, କାଳୁ ନାଇକ ଓ ତାଙ୍କର ଅନ୍ୟ ଜଣେ ସମ୍ପର୍କୀୟ ଭାଇ ଦୁର୍ଗା ନାଇକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଲେପ୍ରୋସି କଲୋନୀରେ ପଙ୍ଖା ବଣ୍ଟନ

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଫନୀ ପରେ ଭଞ୍ଜନଗରରେ ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ଭଞ୍ଜନଗରରେ ତାପମାତ୍ରା ସର୍ବାଧିକ ୪୨ ଡ଼ିଗ୍ରୀ ଥିବାବେଳେ ସର୍ବନିମ୍ନ ୨୬ ଡ଼ିଗ୍ରୀ ରହିଥିଲା। ଅସହ୍ୟ ଗରମ ଯୋଗୁ ରାସ୍ତାଘାଟ ପୂର୍ବାହ୍ନ ୧୧ଟାରୁ ଶୂନ୍‌ଶାନ ହୋଇଯାଇଥିଲା। ବିଦ୍ୟୁତ୍‌ ସେବା ଥିଲେ…

ଆବାସ ଯୋଜନା କାହା ଲାଗି : ଏସ୍‌ଇସିସି ତାଲିକାକୁ ନେଇ ସନ୍ଦେହ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୯ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ଆବାସ ଯୋଜନା ସମ୍ପୂର୍ଣ୍ଣ ଦିଗହରା। ଏହି ବ୍ଲକରେ ବ୍ୟାପକ ଭାବେ ଇନ୍ଦିରା ଆବାସ ଦୁର୍ନୀତି ହୋଇଥିବା ନେଇ ପୂର୍ବରୁ ବହୁବାର ଅଭିଯୋଗ ହୋଇଛି। ଲୋକେ ଘର ନ କରି ସରକାରୀ କର୍ମଚାରୀଙ୍କୁ ଧରି…

ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉନି ମହାନଦୀ : କେନ୍ଦ୍ର ଅବହେଳାକୁ ଦାୟୀ

ବ୍ରହ୍ମପୁର ଅଫିସ,୧୯ା୫-କୃଷି ପ୍ରଧାନ ଗଞ୍ଜାମ ଜିଲାର ବହୁବର୍ଷର ଦାବି ଋଷିକୁଲ୍ୟା ଓ ମହାନଦୀ ସଂଯୋଗୀକରଣ ହୋଇପାରିଲା ନାହିଁ। ବିଜେଡି ଓ ଭାଜପା ମେଣ୍ଟ ସରକାର ଅମଳରୁ ଏହି ପ୍ରସଙ୍ଗ ଉଠିଛି ା ଦାବିପୂରଣ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଖି ବୁଜି…

ରସାୟନ ବିଜ୍ଞାନ ପରେ ଗଣିତ ପ୍ରଶ୍ନପତ୍ରରେ ତ୍ରୁଟି

ବ୍ରହ୍ମପୁର ଅଫିସ,୧୯ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଚାଲିଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ଶନିବାର ଗଣିତ ବିଭାଗ ‘ଆଡଭାନ୍ସ କାଲକୁଲେଶନ’ ବିଷୟରେ ସମସ୍ତ ପ୍ରଶ୍ନ ସିଲାବସ ବାହାରୁ ପଡିଥିବା ଜଣାପଡିଛି ା ପରୀକ୍ଷା ଆରମ୍ଭର ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?