ଜିଲାରେ ୫୫୫ ଶିଶୁ ଅପପୁଷ୍ଟିର ଶିକାର
ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା। ଗର୍ଭବତୀ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସରକାରଙ୍କ ନାନା ଯୋଜନା କାର୍ଯ୍ୟକାରୀ ହେଉଛି। ଉପଯୁକ୍ତ ତଦାରଖ ଓ ଆନ୍ତରିକତା ଅଭାବରୁ ଯୋଜନା ତା’ର…
କଟକଣା ନାହିଁ: ବାହାର ରାଜ୍ୟକୁ ଚାଲାଣ ହେଉଛି ଧାନ
ବାଲିଆପାଳ, ୧୮ା୫(ଡି.ଏନ.ଏ.)-ଚଳିତ ରବିଋତୁରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ୭ହଜାର ୫ଶହ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଧାନ ଚାଷ ହୋଇଛି। ଏଥିରୁ ୨ଲକ୍ଷ ୫ହଜାର କୁଇଣ୍ଟାଲ ଧାନ ଉପତ୍ାଦନ ହେବାର ଲକ୍ଷ୍ୟଧାର୍ଯ୍ୟ ହୋଇଥିବା ବେଳେ ଅମଳ ସମୟରେ ପ୍ରତିଦିନ ବର୍ଷା…
ବିଏସ୍ଏନ୍ଏଲ୍ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା
ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍ଏନ୍ଏଲ୍ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍ଏନ୍ଏଲ୍ ଅଫିସ୍ ସମ୍ମୁଖରେ ଧାରଣା ଦିଆଯାଇଥିଲା। ୭ମାସର ବକେୟା ଦରମା ମିଳି ନ ଥିବାରୁ କର୍ମଚାରୀମାନେ ବାଧ୍ୟ…
ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ
ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର…
ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର
ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ପ୍ରତିବର୍ଷ ସେମାନଙ୍କର ସେହି ଆଶା ନିରାଶରେ…
ବଜ୍ରପାତରେ ଜଣେ ମୃତ
ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି ପୋଲିସ ମୃତଦେହ ଜବତ କରି ୭/୧୯ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ମୃତଦେହ…
ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା
ଆସିକା,୧୭।୫(ଡି.ଏନ୍.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ ନାଇକ(୨୪)। ଗଗନ ନିଜ ଗ୍ରାମଠାରୁ ଅଧାକିଲୋମିଟର ଦୂରରେ ଥିବା ଝରଣା ନାଳକୁ ମାଛ…
ମଦ ଦୋକାନ ବନ୍ଦ ଲାଗି ଅଣ୍ଟା ଭିଡିଲେ ମହିଳା
ଆସିକା,୧୭।୫(ଡି.ଏନ୍.ଏ.)- ଆସିକା ବ୍ଲକ ହରିଡାପଦର ଗ୍ରାମର ଅସବର୍ଣ୍ଣ ବସ୍ତିରେ ଏକ ଚୋରା ମଦ ଦୋକାନକୁ କେନ୍ଦ୍ର କରି ଶୁକ୍ରବାର ସମ୍ପୃକ୍ତ ବସ୍ତିରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ମଧ୍ୟାହ୍ନରେ ଶତାଧିକ ମହିଳା ବସ୍ତି ସଂଲଗ୍ନ ନୂଆବନ୍ଧ ତୋଟାରେ ଏକ ବୈଠକ ଡାକି…
ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ
ଖଲ୍ଲିକୋଟ,୧୭।୫(ଡି.ଏନ୍.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶୁକ୍ରବାର ତାଙ୍କର ମୃତ୍ୟୁ…
ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା
ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି ଘରୋଇ…
ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା
ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ ନେଇ…
ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍
ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ ନେଇ ବଲାଙ୍ଗୀର ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି ା ବଲାଙ୍ଗୀର ଜିଲା ତୁଷରା…

