ଆମ ଜିଲା ଖବର

ଅଚଳ ହୋଇ ପଡିରହିଛି ପାନୀୟ ଜଳ ପ୍ରକଳ୍ପ

ମାଲକାନଗିରି, ୧୭।୫(ଡି.ଏନ୍‌.ଏ.) – ମାଲକାନଗିରି ଜିଲାରେ ଏବେ ପ୍ରଚଣ୍ଡ ଖରା। ଜିଲାରେ ଏବେ ୪୪ ଡିଗ୍ରୀ ତାପମାତ୍ରା ଥିବାବେଳେ ବିଭିନ୍ନ ଅଞ୍ଚଳରେ କୂଅ, ପୋଖରୀ ଶୁଖିବାରେ ଲାଗିଛି। ପାନୀୟ ଜଳ ପାଇଁ ଲୋକଙ୍କ ସମେତ ପଶୁପକ୍ଷୀ ମଧ୍ୟ ଡହଳ ବିକଳ ହେଉଛନ୍ତି।…

ଚିକିତ୍ସା ଲାଗି ଟଁକା ବାଧକ୍‌:ତୃତୀୟାର ନାକେ ବଢ଼ୁଛେ ଆବୁ

ବିନିକା, ୧୭ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୨ ନଂ. ଓ୍ବାର୍ଡ ମିଶ୍ରପଡ଼ାର ତୃତୀୟା କର(୬୦)। ସେ ଗୁଟେ ବିରଲ କିସମର ରୋଗ୍‌ରେ ପୀଡ଼ିତ ଅଛନ୍‌। ଯେନ୍‌ଥିରଲାଗି ତାକର ନାକେ ଦୁଇ ତିନ୍‌ଟା ଆବୁ ବଢ଼ତେଲ ଯାଉଛେ। ନିଶାସ…

ରୋଗ୍‌ରେ ଶଢ଼ୁଛନ୍‌ ବନମାଳୀ:ସରକାରୀ ସୁବିଧାରୁ ବଁଚିତ୍‌ ଅସାହା ପରିବାର

ଭବାନୀପାଟଣା,୧୭।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଧୀନ ମଣ୍ଡଳ ଗଁାର ବନମାଳୀ ପାଲ। ସେ ଝନେ ନିହାତି ଗରିବ୍‌ ଲୋକ୍‌ ହେଇଥିଲାବେଲେ କୁଟୁମ ପୁଷବାର ଲାଗି ବାହାର ରାଏଜ୍‌କେ ଦାଦନ୍‌ ଖଟି ଯାଉଥିଲେ। ହେଲେ ସେଠାନେ ଦିହିପା ଖରାପ ହେଲାରୁ ଗଁାକେ…

୫ ବଛର ହେଲା ପମ୍ପ ହାଉସ ଅଚଲ: ପାଏନ୍‌ ଲାଗି ଛଟକୁଛନ୍‌ ୩ ଖଁଡ଼ ଗାଁର ଲୋକ୍‌

ସୋହେଲା,୧୭ା୫(ଡି.ଏନ୍‌.ଏ): ବରଗଡ଼ ଜିଲା ସୋହେଲା ବ୍ଲକ ଅଧୀନ ଲୁହୁରାଚଟିରେ ଥିବାର ପମ୍ପ ହାଉସ ଆଏଜ୍‌କେ ୫ ବଛର ହେଲା ଅଚଲ ହେଇ ପଡ଼ିଛେ। ଯେନ୍‌ଥିରଲାଗି ଗଁାବାସୀ ପିଇଲା ପାଏନ୍‌ ପାଏବାରୁ ବଁଚିତ ହେବାର ସଂଗେ ନାନା ଅସବିଧାର ସାମନା କରୁଛନ୍‌। ସୂଚନା…

ଡେଙ୍ଗୁ ପ୍ରତିରୋଧ ପାଇଁ ସାମୂହିକ ଉଦ୍ୟମ ଲୋଡା

ସୋନପୁର,୧୭।୫(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ ଅତିଥିଭାବେ…

ବିନିକା ପ୍ରିମିୟର ଲିଗ୍‌ : ପାଓ୍ବାର ବ୍ଲାଷ୍ଟର ଚାମ୍ପିୟନ

ବିନିକା, ୧୭ା୫(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକାରେ ଚାଲିଥିବା ଦ୍ୱିତୀୟ ବିନିକା ପ୍ରିମିୟର ଲିଗ୍‌(ବିପିଏଲ)କ୍ରିକେଟ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ବିନିକା ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟରେ ଦୀର୍ଘ ଏକ ମାସ ଧରି ଖେଳା ଯାଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ତ୍ରିରଙ୍ଗା…

ଶୋଇବା ଘରେ ୩୦ରୁ ଊର୍ଦ୍ଧ୍ୱ ବିରଳ ପ୍ରଜାତିର ସାପ, ୨ଟି ଉଦ୍ଧାର

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଘଟଗାଁ ବ୍ଲକ କାଶିବେଡ଼ା ମୁଣ୍ଡା ସାହିର ଧୃବ ମୁଣ୍ଡା ଓରଫ (ପୋଟଳ)ଙ୍କ ରହିବା ଘରୁ ଶୁକ୍ରବାର ୩୦ରୁ ଊର୍ଦ୍ଧ ବିରଳ ପ୍ରଜାତିର ବିଷଧର ସାପ ରହିଥିବା ଘର ଲୋକେ ଦେଖିଥିଲେ । ସକାଳୁ ଘର ଝାଡ଼ୁ କରିବା ସମୟରେ ଘର…

ପିଇବା ଉପଯୋଗୀ ନୁହେଁ ଟ୍ୟାଙ୍କର ପାଣି: ଚୁଆ ଜଳରେ ଚଳୁଛି ଘର

ତାଳଚେର,୧୭ା୫(ନି.ପ୍ର.)- ଶିଳ୍ପ ନଗରୀ ତାଳଚେରରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ବର୍ଷ ସାରା ଜଳାଭାବ ରହୁଥିଲେ ବି ଖରାଦିନେ ତାହା ଢେରଗୁଣ ବଢ଼ିଯାଉଛି। ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ ହେଉଥିଲେ ମଧ୍ୟ ସ୍ଥାୟୀ ସମାଧାନ ବ୍ୟବସ୍ଥା…

ନିଆରା ମଣିଷ ମନ୍ଦରଧର ସାହୁ: ଦିନରେ କାକୁଡି ବେପାରୀ, ରାତିରେ କଳାର ପୂଜାରୀ

ବନ୍ତଳା,୧୭ା୫-୧୯୬୪ରେ ବନ୍ତଳା ସରକାରୀ ହାଇସ୍କୁଲରୁ ମାଟ୍ରିକ ପାସ୍‌ କରିଥିଲେ। ଚାକିରି ପାଇଁ ସମସ୍ତ ଯୋଗ୍ୟତା ମଧ୍ୟ ଥିଲା। ହେଲେ କଳାର ନିଶା ତାଙ୍କୁ ଏପରି ମତୁଆଲା କରିଥିଲା ଯେ ଚାକିରି କ୍ଷେତ୍ରକୁ ମନ ବଳାଇ ନ ଥିଲେ। ଗୁରୁଙ୍କଠାରୁ ମୃଦଙ୍ଗ ବାଦନା…

ସପ୍ତାହେ ପରେ ନିର୍ବାଚନ ଫଳ: ପ୍ରାର୍ଥୀ ଜାଳିଲେଣି ଅଖଣ୍ଡ ଦୀପ

ବଅଁରପାଳ, ୧୭।୫(ଡି.ଏନ୍‌.ଏ.) ଆସନ୍ତା ୨୩ ତାରିଖରେ ହେବ ଭୋଟ ଗଣତି। ପରିସମାପ୍ତି ଘଟିବ ଫଳାଫଳକୁ ନେଇ ଥିବା ସବୁ ଉତ୍କଣ୍ଠା, ଉଦ୍ଦୀପନାର। ଭୋଟରମାନେ କାହାକୁ ପସନ୍ଦ କରିଛନ୍ତି ଏବଂ କାହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ତାହା ସ୍ପଷ୍ଟ ହେବ। ଆଉ ମାତ୍ର ସପ୍ତାହେ…

ବଅଁରପାଳରେ ଆରମ୍ଭ ହେଲାଣି ଧାନବୁଣା: ୨୪,୮୧୦ ହେକ୍ଟରରେ ହେବ ଖରିଫ ଫସଲ

ଉପେନ୍ଦ୍ର ରାଉତ ବଅଁରପାଳ, ୧୭।୫ ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇଛି ଖରିଫ ଚାଷକାର୍ଯ୍ୟ। ମୁଖ୍ୟତଃ ଉଚ୍ଚ ତଥା ଜଳସେଚନ ସୁବିଧା ନ ଥିବା ଜମିରେ ଚାଷୀମାନେ ଧାନ ବୁଣା ଚଳାଇଛନ୍ତି। ଆଗାମୀ ମାସରେ ମୌସୁମୀ ବର୍ଷା ଆସିବା ପରେ ଚାଷ କାର୍ଯ୍ୟ…

ମାସେ ମଧ୍ୟରେ କାର୍ଯ୍ୟକ୍ଷମ ହେବ ବୀରାଶାଳ ଏୟାର ଷ୍ଟ୍ରିପ୍‌

କାମାକ୍ଷାନଗର, ୧୭।୫(ଡି.ଏନ.ଏ.)- ମାସେ ମଧ୍ୟରେ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ବହୁ ପ୍ରତୀକ୍ଷିତ ବୀରାଶାଳ ଏୟାରଷ୍ଟ୍ରିପ୍‌। ଏଥିପାଇଁ ସବୁଜ ସଙ୍କେତ ମିଳିଛି। ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଏୟାରଷ୍ଟ୍ରିପ୍‌ ପରିଦର୍ଶନ କରିବା ସହ ଭିତ୍ତିଭୂମିକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?