ଆମ ଜିଲା ଖବର

ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର

ଛତ୍ରପୁର,୧୬ା୫(ଡି.ଏନ.ଏ)-ରାଜ୍ୟରେ ଫନୀ ବାତ୍ୟା ବିପନ୍ନଙ୍କୁ ବିଭିନ୍ନ ସହାୟତା ଯୋଗାଇଥିବାରୁ ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପ୍ରଂଶସାପତ୍ର ମିଳିଛି। ପୁରୀ ଜିଲାର ବାତ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନଠାରୁ ଆରମ୍ଭ କରି ସେଠାରେ ଚାଲିଥିବା ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ ଜିଲା…

ଖୁଦପେଜ ଗାଁର ମହିଲା ସ୍ବୟଂ ସହାୟକ ଗୋଷ୍ଠୀର କରାମତି: ଧାନରେ ତିଆରୁଛନ୍‌ ସଉଖିନ କଳାକୁରତି

ନୂଆପଡା ଅଫିସ,୧୬ା୫: ସରକାର ଗାଁରୁ ସହର ତକ୍‌ ମହିଲାମାନେ କେନ୍‌ଥେଇ ନିଜେର ଗୁଡ଼େ ନିଜେ ଠିଆ ହେଇପାରବେ, ଦୁଇପଏସା ରୁଜଗାର କରବେ ସେଥିରଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଇ ଯୋଜନା ବିଫଲ ହେଉଥିବାର ଦେଖ୍‌ବାକେ ମିଲୁଛେ।…

ଅଂଶୁଘାତ ମୃତ୍ୟୁ ଅଭିଯୋଗ ହେଲେ ଜଣାଇବାକୁ ନିର୍ଦ୍ଦେଶ

ଛତ୍ରପୁର,୧୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚାଲିଥିବା ବିଭନ୍ନ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଫନୀ ବାତ୍ୟା ବେଳେ ଏବଂ…

ବିଳମ୍ବ ହେଲା ଯୁକ୍ତ ୨ ଖାତା ମୂଲ୍ୟାୟନ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ଥର ଯୁକ୍ତ ୨ ଖାତା ମୂଲ୍ୟାୟନ ବିଭିନ୍ନ କାରଣରୁ ବାଧାପ୍ରାପ୍ତ ହେବାରେ ଲାଗିଛି। ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ନେଇ ମଧ୍ୟ ସନ୍ଦେହ ଉପୁଜୁଛି । ଅନ୍ୟପଟେ ଅଫ୍‌ଲାଇନ୍‌ ଅପେକ୍ଷା ଅନ୍‌ଲାଇନ୍‌ ଖାତା ମୂଲ୍ୟାୟନରେ ବିଭ୍ରାଟ…

୫ ଦିନରେ୧୫୨୩ ଗ୍ରାହକ ଉଠାଇଛନ୍ତି ୬୭.୧୭ ଲକ୍ଷ ଟଙ୍କା

ବ୍ରହ୍ମପୁର ଅଫିସ,୧୬ା୫-ଚଳିତ ମାସ ପ୍ରଥମ ସପ୍ତାହରେ ଘଟିଥିବା ସାମୁଦ୍ରିକ ବାତ୍ୟା ଫନୀ ପୁରୀ ଜିଲାକୁ ବିଶେଷ ପ୍ରଭାବିତ କରିଛି । ଫଳରେ ବ୍ୟାଙ୍କ ସେବା ବିପର୍ଯ୍ୟସ୍ତ ହୋଇଯାଇଛି । ତେଣୁ ମୋବାଇଲ ଏଟିଏମ୍‌ ଦ୍ୱାରା ଗ୍ରାହକଙ୍କୁ ସେବା ଯୋଗାଇବା ବ୍ୟବସ୍ଥା କରିଛି…

ପୁଷ୍ଟିକର ଖାଏଦ୍‌ ଅଭାବ: ଜଟିଲ ହେଉଛେ ଜୟଧରକଁର ଅବସ୍‌ତା

ଲାଠୋର, ୧୬ା୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ତଲିପଡ଼ାର ଜୟଧର ଭୁଏ(୩୨)। ସେ ବହୁତ୍‌ ଦିନୁ ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଅଛନ୍‌, ଉଷୋକଷା ବି ଖାଉଛନ୍‌। ହେଲେ ସେ ନିହାତି ଗରିବ୍‌ ଆର ବାହା ଜାଂଗଲ ମାଜଲେ…

ଟ୍ରକ ଓଲଟି ଚାଳକ ମୃତ

କେନ୍ଦୁଝର, ୧୬ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଠି ସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିରେ ଏକ ଟ୍ରକ ଓଲଟି ପଡିବାରୁ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ସାଗର ଦେହୁରୀ (୩୧)। ଖଣିରୁ ଲୁହାପଥର ଲୋଡିଂ ହିଲଟପ ଉପରୁ ତଳକୁ…

ଖରା ତାତି ସାଙ୍ଗକୁ ବଢ଼ୁଛି ଜଳକଷ୍ଟ

କେନ୍ଦୁଝର, ୧୬ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଏକ ପାହାଡିଆ ଜିଲା ଭାବେ ପରିଗଣିତ ହେଉଥିବାବେଳେ ଜିଲାରେ ଥିବା ଅନେକ ଗ୍ରାମରେ ଏବେ ପାନୀୟଜଳ ସମସ୍ୟା ଉକତ୍ଟ ରୂପ ଧାରଣ କରିଛି। ଅନେକ ସ୍ଥାନରେ କୂଅପୋଖରୀ, ଜଳାଶୟ ଆଦି ଶୁଖିଯାଇ ପାଣି ଟୋପାଏ ନ…

ବିବାହ ଚତୃର୍ଥୀ ଭୋଜିରେ ବଜ୍ରପାତ : ବର ମୃତ, ମହିଳାଙ୍କ ସମେତ ୪ ଗୁରୁତର

ଆନନ୍ଦପୁର,୧୬।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି ା ବିବାହ ଚତୁର୍ଥୀ ଭୋଜି ଚାଲି ଥିବାବେଳେ ବଜ୍ରପାତ ଘଟି ବରର ମୃତ୍ୟୁ ଘଟିଛି। ଜଣେ ମହିଳାଙ୍କ ସମେତ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ…

ଆରଡ଼ିରେ ଶିବବିବାହ ମହୋତ୍ସବ ପ୍ରସ୍ତୁତି: ଜୁନ୍‌ ୬ରେ ମଙ୍ଗଳକୃତ୍ୟ, ୭ରେ ବିବାହ

ଭଦ୍ରକ ଅଫିସ, ୧୬।୫ – ଭଦ୍ରକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ବୁଧବାର ସନ୍ଧ୍ୟାରେ ପ୍ରସିଦ୍ଧ ଶୈବପୀଠ ଆରଡ଼ି ଧାମର ବାବା ଆଖଣ୍ଡଳମଣିଙ୍କ ବିବାହ ମହୋତ୍ସବ ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସ ଏଥିରେ ସଭାପତିତ୍ୱ…

ଐତିହ୍ୟର ସ୍ମୃତି ଏଠି ଅଲୋଡ଼ା

ଚାନ୍ଦବାଲି,୧୬।୫(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରାଚୀନ ବନ୍ଦର ନଗରୀ ଚାନ୍ଦବାଲିରେ ଇଂରେଜ ଅମଳର ଅନେକ ସ୍ମାରକୀ ରହିଛି। ଏଭଳି ଐତିହ୍ୟକୁ ନେଇ ଅଞ୍ଚଳବାସୀ ଗର୍ବ ଅନୁଭବ କରୁଥିଲେ ମଧ୍ୟ ଏହାର ଗୌରବ କ୍ରମେ କିଭଳି ଅଲୋଡ଼ା ହୋଇଯାଉଛି, ତାହାର ଏକ ନଜିର ପିଲିଗ୍ରୀମ ହସ୍‌ପିଟାଲ।…

ଗଛ ସ୍ଥାନାନ୍ତର କାର୍ଯ୍ୟ ବିଳମ୍ବ,: ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗୋପାଳପୁରଠାରୁ ରାଇପୁରକୁ ଜାତୀୟ ରାଜପଥ ସଂଯୋଗ ହୋଇଛି। ଏହାର ସଂପ୍ରସାରଣ କାର୍ଯ୍ୟ ଏବେ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପର୍ଯ୍ୟନ୍ତ ଚାଲିଛି। ତେବେ ରାସ୍ତାକଡ଼ର ବଡ଼ବଡ଼ ଗଛ ପୂବର୍ର୍ଭଳି କଟା ନ ଯାଇ ଗଛର ଚାରିପାଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?