ଆମ ଜିଲା ଖବର

ସଧବା ପାଉଛନ୍ତି ବିଧବା ଭତ୍ତା : ଯୁବକ ହାତଉଛନ୍ତି ବାର୍ତ୍ତକ୍ୟ ଭତ୍ତା, କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ,୧୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ୩୧ଟି ପଞ୍ଚାୟତ ମଧ୍ୟରୁ ଅଧିକାଂଶରେ ଆଜକୁ ୯ବର୍ଷରୁ ଊର୍ଦ୍ଧ୍ୱ ହେବ କିଛି ସଧବା ମିଛ ପ୍ରମାଣପତ୍ର ଦର୍ଶାଇ ବିଧବା ଭତ୍ତା ନେଉଥିବାବେଳେ କେତେକ ଯୁବକ ବାର୍ଦ୍ଧକ୍ୟ ଭତ୍ତା ନେଉଥିବା ଅଭିଯୋଗ ହେଉଛି। ହାବଳେଶ୍ୱର,…

ବିସ୍ଥାପିତଙ୍କ ପାଇଁ ନିର୍ମିତ ବାସଗୃହର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ହାଟଡିହୀ,୧୫ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନାଞ୍ଚଳଟି ହସ୍ତୀ ଅଭୟାରଣ୍ୟ ଘୋଷିତ ହେବା ପରେ ୧୯୬୦ ମସିହାରେ ହଦଗଡ଼ ଡ୍ୟାମ ନିିର୍ମାଣ ପାଇଁ ଶହ ଶହ ପରିବାରଙ୍କୁ ପ୍ରଶାସନ ସୁଦୂର ଜଙ୍ଗଲ ମଧ୍ୟରେ ଥଇଥାନ କରିଥିଲା। ଉକ୍ତ ବିସ୍ଥାପିତଙ୍କ…

ଓଡ଼ଗାଁରେ ପ୍ରବଳ ଗ୍ରୀଷ୍ମପ୍ରବାହ: ଆଦର୍ଶ ଥାନା ପକ୍ଷରୁ ଦହିପଣା ଷ୍ଟଲ୍‌ର ଶୁଭାରମ୍ଭ

ଓଡ଼ଗାଁ,୧୫।୫(ସ୍ବ.ପ୍ର.): ସମ୍ପ୍ରତି ଦିନକୁ ଦିନ ସ୍ଥାନୀୟ ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ସମେତ ଆଖପାଖ ଅଞ୍ଚଳରେ ପାରଦ ୪୨ରୁ ୪୩ ଡିଗ୍ରୀ ଛୁଇଁଛି । ଗ୍ରୀଷ୍ମପ୍ରବାହରେ ଲୋକମାନେ ଆଉଟୁପାଉଟୁ ହେଉଛନ୍ତି। ଏପରିସ୍ଥଳେ ସ୍ଥାନୀୟ ଆଦର୍ଶ ଥାନା ଆନୁକୂଲ୍ୟରେ ଏକ ୧୭ ଦିନିଆ…

ମନ୍ଥର ଗତିରେ ଚାଲିଛି ବୁଢ଼ାବଳଙ୍ଗ ପୋଲ ନିର୍ମାଣ କାର୍ଯ୍ୟ : ନିମ୍ନମାନର ଅଭିଯୋଗ, ବିଭାଗୀୟ ଯନ୍ତ୍ରୀଙ୍କ ଅବହେଳା

ବାରିପଦା ଅଫିସ, ୧୫ା୫ : ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ବାରିପଦା ସହର ବୁଢ଼ାବଳଙ୍ଗ ନଦୀରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି। ଗତ ୨୦୧୬ ଅକ୍ଟୋବର ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଳିଆପଦା ଗସ୍ତରେ ଆସିଥିଲେ। ସେହି…

ଆସନ୍ତା ୧୯ରେ ମୟୂରଭଞ୍ଜର ୫ ବୁଥ୍‌ରେ ହେବ ସାନି ମତଦାନ

ବାରିପଦା ଅଫିସ,୧୫।୫: ମୟୂରଭଞ୍ଜ ଜିଲାରେ ଆସନ୍ତା ୧୯ ତାରିଖରେ ହେବ ସାନି ମତଦାନ। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୪ ବୁଥ ଓ ବଙ୍ଗରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀର ଗୋଟିଏ ବୁଥରେ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଜିଲା ନିର୍ବାଚନ ଅଧିକାରୀ ତଥା…

ରୁଗ୍‌ଣ ଅବସ୍ଥାରେ ମାଟି କାରିଗରୀ

ମାଲକାନଗିରି,୧୫।୫(ଡି.ଏନ.ଏ)-ମାଟିର ମହକ ନିଆରା । ରୋଷେଇ ସାମଗ୍ରୀ ଠାରୁ ଆରମ୍ଭ କରି ବିଭିନ୍ନ ବସ୍ତୁ ତିଆରିରେ ବ୍ୟବହାର ହୁଏ ମାଟି| ଦିନଥିଲା କୁମ୍ଭାର ମାନେ ସାହି ସାହି ବୁଲି ନିଜ ହାତ ଗଢା ମାଟି ପାତ୍ରକୁ ବିକ୍ରି କରୁଥିଲେ ା ଆଉ…

ମାନସିକ ବିକାରଗ୍ରସ୍ତ ଭଉଣୀଭାଇଙ୍କୁ ସହାୟତା

ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ‘ଜୀବନ ସଂଗ୍ରାମରେ ମାନସିକ ବିକାରଗସ୍ତ ଭଉଣୀଭାଇ, ପଡୋଶୀ ଦେଲେ ପେଟକୁ…

ବାତ୍ୟାଞ୍ଚଳ ବୁଲିଲେ କୃଷକ ମୋର୍ଚ୍ଚା ପ୍ରତିନିଧି: ‘କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ’

ଢେଙ୍କାନାଳ ଅଫିସ, ୧୫।୫- ବାତ୍ୟା ‘ଫନୀ’ ପ୍ରଭାବରେ ଢେଙ୍କାନାଳ ଜିଲାର ଆମ୍ବ, କାଜୁ, ପରିବା ଚାଷ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ ଶେଷ ହୋଇଥିବାବେଳେ ମଙ୍ଗଳବାର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରୀୟ ଭାଜପା…

ବିଦ୍ୟୁତ୍‌ ବିଭ୍ରାଟରେ ହନ୍ତସନ୍ତ ତାଳଚେରବାସୀ: ସହରରେ ୧୦ ଘଣ୍ଟା ରହୁନି ବିଜୁଳି

ତାଳଚେର, ୧୫ା୫(ନି.ପ୍ର.)- ତତଲା ତାଓ୍ବାରେ ତାଳଚେର। ଡହ ଡହ ଖରାରେ ଡହଳବିକଳ ହେଉଛନ୍ତି ଲୋକେ। ପ୍ରତ୍ୟେକ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାରୁ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜନସାଧାରଣ ସନ୍ତୁଳି ହେଉଛନ୍ତି। ହେଲେ ଏ ସବୁ ପ୍ରତି ଏନ୍‌ଜେନ୍‌ର ନିଘା…

ପାଣି ଚିନ୍ତାରେ ପୌରାଞ୍ଚଳବାସୀ: ଶିଳ୍ପ ଶୋଷୁଛି, ପିଇବାକୁ ମିଳୁନି

ଢେଙ୍କାନାଳ ଅଫିସ,୧୫।୫- ଶିଳ୍ପରେ ସମୃଦ୍ଧ। ପାଣ୍ଠିର ଅଭାବ ନାହିଁ। ତଥାପି ବିଶୁଦ୍ଧ ପାଣି ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି ଢେଙ୍କାନାଳ ସହରବାସୀ। ପାନୀୟ ଜଳର ବୃହତ୍ତମ ସାଧନ ବ୍ରାହ୍ମଣୀ ନଦୀ ଜଳକୁ ଶିଳ୍ପସଂସ୍ଥା ଶୋଷୁଥିବାବେଳେ ଖରାଦିନେ ଜଳସଙ୍କଟ ତୀବ୍ର ହେବାରେ ଲାଗିଛି।…

ବାତ୍ୟାରେ ଉଜୁଡ଼ିଲା କାଜୁ ବଗିଚା

ଢେଙ୍କାନାଳ ଅଫିସ, ୧୫।୫- ଢେଙ୍କାନାଳ ଜିଲାର କାଜୁ ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଇଛି ସାମୁଦ୍ରିକ ବାତ୍ୟା ‘ଫନୀ’। ଫସଲ ହରାଇ ଚାଷୀମାନେ ଏବେ ମୁଣ୍ଡରେ ହାତଦେଇ ବସିଥିବାବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ଦାବି ହେଉଛି। ସଦର ବ୍ଲକ ନଡ଼ିଆଳୀ ଗ୍ରାମର ୩ ସ୍ବୟଂ…

ଉତ୍କଟ ଜଳ ସଙ୍କଟରେ କନ୍ୟାବେଡାବାସୀ: ୨ ବର୍ଷ ହେଲା ପାଣି ଯୋଗାଣ ବନ୍ଦ

ବଅଁରପାଳ, ୧୫।୫ (ଡି.ଏନ୍‌.ଏ.)- ଉତ୍କଟ ପାନୀୟ ଜଳ ସମସ୍ୟାରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର କନ୍ୟାବେଡା ଗ୍ରାମବାସୀ। ଗ୍ରାମରେ ଥିବା ନଳକୂଅ ଲୋକଙ୍କ ଆବଶ୍ୟକତା ମେଣ୍ଟାଇପାରୁ ନ ଥିବାରୁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି ଲୋକେ। ଏପରିସ୍ଥିତିରେ ଗ୍ରାମକୁ ପାଇପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?