ଆମ ଜିଲା ଖବର

ରଙ୍ଗ ମିସ୍ତ୍ରୀ କାମ କରି ସୁନାଗହଣା ନେଇ ଚମ୍ପଟ, ଯାଜପୁର ରେଳଷ୍ଟେଶନରୁ ଅଭିଯୁକ୍ତ ଗିରଫ

ଢେଙ୍କିକୋଟ, ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ତୋରାଣିପୋଖରୀ ଗ୍ରାମର ପ୍ରଶ୍ନଜିତ୍‌ ମିଶ୍ରଙ୍କ ଘରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ ଯୁବକ ମଙ୍ଗଳବାର ଦ୍ୱିପ୍ରହର ସମୟରେ ସୁନାଗହଣା ଧରି ଚମ୍ପଟ ମାରିଥିଲେ। ଘରମାଲିକ ପ୍ରଶ୍ନଜିତ୍‌ ଏହା…

ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍‌ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ସ୍ବୀକୃତି ପ୍ରଦାନ କରିଥିବା ନୀଳଗିରି ଜଗନ୍ନାଥ ମନ୍ଦିର, ମୋତିଗଞ୍ଜ…

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟଠାରେ ଧାରଣା ଦେଇଛନ୍ତି। କମ୍ପାନୀ ନିର୍ମାଣ ହେବା ଦିନଠାରୁ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ପାନୀୟଜଳ,…

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ ଧୂଳି ଦେଇ କୁଲଡ଼ିହା ଅଭୟାରଣ୍ୟ ଭିତରକୁ ପଶିଯାଇଥିଲେ। କିନ୍ତୁ କୁଲଡ଼ିହା ଅଭୟାରଣ୍ୟ ଭିତରେ…

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)। ମଙ୍ଗଳବାର ଅପରାହ୍ନ ପ୍ରାୟ ଗୋଟାଏରେ ଆସିକାପଟୁ ଛତ୍ରପୁର ଅଞ୍ଚଳ ସୁନ୍ଦରପୁର ଗ୍ରାମର କାଳୁ…

ଶରଧାପୁରରେ ଅଗ୍ନିକାଣ୍ଡ, ୧୪ ବଖରା ଜଳିଗଲା

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମ ମଝିସାହିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗି ୮ ପରିବାରର ୧୪ ବଖରା ପୋଡି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତମାନେ ହେଲେ ଗ୍ରାମର କମଳ ଲୋଚନ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ହରିଶ୍ଚନ୍ଦ୍ର ପ୍ରଧାନ, ହରି…

ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁର ପଞ୍ଚାୟତ ଭୋପାଳ(ଓସ୍ତିଆ) ଗ୍ରାମର ନିତ୍ୟାନନ୍ଦ…

ହେଲ୍‌ମେଟ ଚେକ୍‌ ଆଳରେ ଜୟପୁର ପୋଲିସର ଦବଙ୍ଗଗିରି: ଭିଡିଓ ଭାଇରାଲ

ଜୟପୁର, ୧୮।୬(ନି.ପ୍ର.): କୋରାପୁଟ ଜିଲା ଜୟପୁର ୨୦ ନମ୍ବର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ମଙ୍ଗଳବାର ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ହେଲ୍‌ମେଟ ଚେକ ଆଳରେ ପୋଲିସ ବାଇକ୍‌ଆରୋହୀଙ୍କୁ କିପରି ନିସ୍ତୁକ ମାଡ଼ ମାରୁଛନ୍ତି ତାହା ସମ୍ମୁଖକୁ ଆସିଛି। ଏଥିରେ…

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର, ୧୮।୬(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମର ଅଜିତ୍‌ ସାହୁ। ୨୦୧୫ ମସିହାରେ…

ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍‌ସୁଗାର ଜବତ: ୪ ଗିରଫ

ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍‌ବ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ…

ପରିବେଶର ଅବକ୍ଷୟ ଯୋଗୁ ମରୁଡ଼ି ପରିସ୍ଥିତି ଆଶଙ୍କା

ଖଣ୍ଡପଡା,୧୮।୬(ସ୍ବ.ପ୍ର.)-ମାନବ ସମାଜ ସହିତ ସମଗ୍ର ଜୀବ ଜଗତର ସ୍ଥିତି ରକ୍ଷା ନିମନ୍ତେ ପରିବେଶ ସୁରକ୍ଷା ଜରୁରୀ ଅଟେ । ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ, ଜଙ୍ଗଲ ତଥା ପରିବେଶର ଦ୍ରୁତ ଅବକ୍ଷୟ ମାନବ ସମାଜ ସହିତ ପଶୁପକ୍ଷୀ, ନାନାଦି କୀଟପତଙ୍ଗ ଆଦିଙ୍କ ପାଇଁ…

ସଞ୍ଜୀବ ଦୁର୍ଗା କ୍ରିକେଟ୍‌ ଉଦ୍‌ଯାପିତ: ବେଙ୍ଗଲ ଟାଇଗର୍‌ ବିଜୟୀ

କୃଷ୍ଣପ୍ରସାଦ,୧୮ା୬(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତର ମା’ ସଞ୍ଜୀବ ଦୁର୍ଗା ଯୁବ ସଂସଦ ତରଫରୁ ରଜ ଉତ୍ସବ ଅବସରରେ ଗ୍ରାମୀଣ କ୍ରିକେଟ୍‌ ପ୍ରତିଯୋଗିତା ଆୟୋଜିତ ହୋଇଛି। ସୋମବାର ହୋଇଥିବା ଏହି ଖେଳରେ ବେଙ୍ଗଲ ଟାଇଗର୍‌ ଟିମ ବିଜୟ ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?