ବିଲରେ କାମ କରୁଥିଲେ ମହିଳା: କାମୁଡି ଦେଲା ସାପ, ଆଉ ତା’ପରେ…
ଗଞ୍ଜାମ,୧୦।୧୧(ବିଦ୍ୟାଧର ସାହ/ ଅଖିଳ ତରାଇ): ବିଲରେ କାମ କରୁଥିବା ବେଳେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ମହିଳା ଜଣକ ହେଲେ ରମ୍ଭା ଥାନା ବାଲିବଗଡ଼ ଗ୍ରାମର ଗଣେଶ ସ୍ବାଇଁଙ୍କ ସ୍ତ୍ରୀ ଲଳିତା ସ୍ବାଇଁ(୫୦)...
ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି
ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି। ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି। ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ...
ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କୁ ମିଳୁନି ଶୁଦ୍ଧ ପାନୀୟ ଜଳ, ବଣଭୋଜି ପାଇଁ ଆସି ହେଉଛନ୍ତି ହଟହଟା
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଦୈନିକ ଶହ ଶହ ପର୍ଯ୍ୟଟକ ପରିବାର ସାଙ୍ଗସାଥୀ ସହ ଆସି ଦାରିଙ୍ଗବାଡ଼ି ବୁଲିବା ସହ ବଣଭୋଜି କରି ମଜା ନିଅନ୍ତି। ଦାରିଙ୍ଗବାଡ଼ିର ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ କିସୁବାଡ଼ି ଜଳପ୍ରପାତ, ଡୁଲୁରୀ ପାଇନବଣ...
ମଣ୍ଡି ପ୍ରସ୍ତୁତିରେ ବିଳମ୍ବ: ବଢୁଛି ଚାଷୀ ଅସନ୍ତୋଷ
କୁଚିଣ୍ଡା, ୧୦।୧୧(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଆରଏମ୍ସି ପକ୍ଷରୁ ମଣ୍ଡି ପ୍ରସ୍ତୁତିରେ ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ଦେଖାଦେଇଛି। ବିଗତ ବର୍ଷରେ ମାସେ ପୂର୍ବରୁ ମଣ୍ଡି ପ୍ରସ୍ତୁତି ହେଉଥିବା ବେଳେ ଚଳିତବର୍ଷ ନଭେମ୍ବର ୧୦ସୁଦ୍ଧା ଆରଏମ୍ସି ପକ୍ଷରୁ ମଣ୍ଡି...
ପଣସ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ମୋହନା,୧୦ା୧୧(ମନ୍ମଥ ମିଶ୍ର): ପଣସ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଛି। ମୃତ ଯୁବକ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ ମାଣିକପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମଣ ଦଳାଇଙ୍କ ସାନ ପୁଅ କୁମୁଦ(୨୫)। ଚନ୍ଦ୍ରଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ...
ରାଜଧାନୀରେ ଖସୁଛି ତାପମାତ୍ରା: ୪ ଦିନରେ ଖସିଲାଣି ୪.୬ ଡିଗ୍ରୀ ପାରଦ
ଭୁବନେଶ୍ୱର,୧୦।୧୧: କିଛି ଦିନ ହେଲା ରାଜ୍ୟରେ ପାରଦ ତଳ ମୁହାଁ ରହିଛି। ଏପରିକି ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପାରଦ ତଳକୁ ଖସି ଶୀତ ବଢିବାରେ ଲାଗିଛି। ଗତ ୪ ଦିନ ମଧ୍ୟରେ ରାଜଧାନୀର ତାପମାତ୍ରା ୪.୬ ଡିଗ୍ରୀ ତଳକୁ ଖସ...
ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ, ତାପମାତ୍ରା ରହିଛି…
ଜି.ଉଦୟଗିରି,୧୦ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଘଟିଛି। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା...
ନୂଆପଡ଼ା ଉପନିର୍ବାଚନ: ସକାଳ ୭ରୁ ମତଦାନ ଆରମ୍ଭ, ରହିଛି ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍
ନୂଆପଡ଼ା,୧୦।୧୧(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍। ଏହି ୧୦୧ ବୁଥ୍ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ,...
ହେଲିକପ୍ଟରରେ ନୂଆପଡ଼ା ଯିବେ ପୋଲିଂ ପାର୍ଟି
ନୂଆପଡ଼ା,୧୦ା୧୧(ମକାରୁ ବେମାଲ): ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଅନୁଷ୍ଠିତ ହେବ ନୂଆପଡ଼ା ଉପନିର୍ବାଚନ। ଏନେଇ ପୋଲିଂ ପାର୍ଟି ହେଲିକପ୍ଟରରେ ନୂଆପଡ଼ା ଯିବେ ବୋଲି ବ୍ୟବସ୍ଥା କରାଯାଇଛି। ସୁନାବେଡ଼ା ପୋଲିଂ ପାର୍ଟି ପାଇଁ ୨ଟି ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରାଯାଇଛି। ଏହି ହେଲିକପ୍ଟର...
ସର୍ପଦେବୀ ରୂପେ ପୂଜା ପାଆନ୍ତି ମା’ ମନସା: ଧର୍ମନିକିତିରେ ଏଠି ଓଜନ ହୁଅନ୍ତି ଶିଶୁ, କାରଣ ଜାଣିଲେ…
ମହାକାଳପଡ଼ା,୧୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପିତାପାଟ ଗାଁରେ ପୂଜା ପାଆନ୍ତି ଅକାଳ ବୋଧନ ସର୍ପ ଦେବୀ ମା’ ମନସା। ୨୯ ବର୍ଷ ପୂର୍ବେ କାର୍ତ୍ତିକ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ୨ ପରିବାରରେ ଦିନେ...
ଖସୁଛି ପାରଦ: ଥରୁଛି ଦାରିଙ୍ଗବାଡ଼ି, ଶୀତର ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଥରୁଛି ଦାରିଙ୍ଗବାଡ଼ି। ସୋମବାର ଭୋର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଶୀତ ବିଳମ୍ବରେ ଆସିଥିଲେ ମଧ୍ୟ ଗତ ୩ ଦିନ ହେଲା ତାପମାତ୍ରା ତଳମୁହାଁ ହୋଇଛି। ବିଳମ୍ବିତ ରାତିଠାରୁ ଘନ...
ହୋମ୍ଗାର୍ଡଙ୍କୁ ଆକ୍ରମଣ କରି ବାଇକ୍ ଜାଳିଦେଲେ ଆଉ ଜଣେ ବାଇକ୍ ଚାଳକ
ଭଞ୍ଜନଗର,୧୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନାରେ କାର୍ଯ୍ୟରତ ଥିବା ହୋମ୍ଗାର୍ଡ ଗଜେନ୍ଦ୍ର ନାୟକଙ୍କୁ ରବିବାର ତାଙ୍କ ଗ୍ରାମର ଜିତୁ ନାୟକ ଆକ୍ରମଣ କରିଥିଲେ। ଏହାପରେ ଗଜେନ୍ଦ୍ରଙ୍କ ବାଇକ୍କୁ ଜିତୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ...
Archives


