ଆମ ଜିଲା ଖବର

ରାଜନୀତିର ପଶାପାଲିରେ ଶ୍ରମଜୀବୀ

ପାରାଦୀପ,୧ା୫(ସ୍ବ.ପ୍ର.): ପ୍ରତିବର୍ଷ ମେ ୧ ବା ଶ୍ରମିକ ଦିବସର ଅବବ୍ୟହିତ ପୂର୍ବରୁ ଶ୍ରମିକ ସମାବେଶ ପାଇଁ ଏକପ୍ରକାର ପ୍ରତିଯୋଗିତା ଚାଲେ। ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଅନ୍ୟୁନ ୫୦ରୁ ଅଧିକ ଶ୍ରମିକ ସଙ୍ଗଠନ ରହିଛି। ଅଧିକାଂଶ ଆଗଧାଡ଼ିର ସଙ୍ଗଠନ ମଧ୍ୟରେ ଶ୍ରମିକ…

ବାତ୍ୟା ଅପେକ୍ଷା ରାସାୟନିକ ଗ୍ୟାସ୍‌ ଟାଙ୍କି ଭୟ ଅଧିକ

ପାରାଦୀପ,୧ା୫(ସ୍ବ.ପ୍ର.): ଉପକୂଳ ଓଡ଼ିଶାବାସୀଙ୍କ ପାଇଁ ବାତ୍ୟା ସହଜାତ ଓ ଦେହଘଷା ହୋଇଗଲାଣି। ପ୍ରତିବର୍ଷ ପ୍ରାୟତଃ ଛୋଟବଡ଼ ବାତ୍ୟା ଏକାଧିକ ଥର ଆସୁଛି। କିନ୍ତୁ ସେଥିମଧ୍ୟରୁ ୧୯୯୯ ମହାବାତ୍ୟା ଯେଇଁ କ୍ଷତ ଛାଡ଼ି ଦେଇଯାଇଛି, ତାହା ଆଜି ମଧ୍ୟ ଶୁଖିନାହିଁ। ବର୍ତ୍ତମାନ ବାତ୍ୟା…

ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’ ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି ପ୍ରକାର ସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି। ଗତ…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ଅନୁଧ୍ୟାନ କଲା ପ୍ରଶାସନ

ଛତ୍ରପୁର,୧ା୫(ଡି.ଏନ.ଏ)-ସମ୍ଭାବ୍ୟ ବାତ୍ୟା ‘ଫନୀ’ ମୁକାବିଲା ନେଇ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛତ୍ରପୁର ବ୍ଲକ ଓ ତହସିଲ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଛତ୍ରପୁର ବିଡିଓ ଅମ୍ବିକା ଦାଶ, ତହସିଲଦାର ନୀଳମାଧବ ଭୋଇ ଏବଂ ଅନ୍ୟ ଅଧିକାରୀମାନେ ବ୍ଲକର…

ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌ କରିବା ପାଇଁ ଲକ୍ଷ୍ୟ ରଖି ସରକାର ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ…

ବର୍ଜ୍ୟବସ୍ତୁ ପରିଚାଳନା ଦେଖିଲେ ଉଚ୍ଚସ୍ତରୀୟ ପ୍ରତିନିଧି

ବ୍ରହ୍ମପୁର ଅଫିସ,୧ା୫-ବ୍ରହ୍ମପୁର ବଡ ମେଡିକାଲରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ହେଉଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ବ୍ରହ୍ମପୁର ବଡ ମେଡିକାଲରେ ପହଞ୍ଚତ୍ଛନ୍ତି। ଉଚ୍ଚନ୍ୟାୟାଳୟ…

ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ: ୧୦ ବର୍ଷ ପରେ ବି ହୋଇପାରୁନି ପଞ୍ଜୀକରଣ

ବ୍ରହ୍ମପୁର ଅଫିସ,୧ା୫-ନିର୍ମାଣ ଶ୍ରମିକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା ତଥା ଆର୍ଥତ୍କ, ସାମାଜିକ ସ୍ଥିତିରେ ଉନ୍ନତି ଆଣିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି| ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଓ ସୁଦୃଢ କରିବାକୁ ମାଳ ମାଳ…

‘ଫନି’ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ: ୩୦ହଜାର ଲୋକ ସ୍ଥାନାନ୍ତର ହେବେ; ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ

ଭଦ୍ରକ ଅଫିସ, ୧ା୫- ଭଦ୍ରକ ଜିଲା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ସଭାପତିତ୍ୱରେ ବାତ୍ୟା ‘ଫନି’ର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨ ତାରିଖ ସନ୍ଧ୍ୟା କିମ୍ବା ୩…

‘ପରିବେଶ ଓ ପ୍ରକୃତି ଦିଏ ପ୍ରେରଣା’

ସିମୁଳିଆ, ୧ା୫(ଡି.ଏନ.ଏ.)-ଆମ ଚାରିପାଖରେ ନିୟମିତ ଅନେକ ଘଟଣା, ଦୁର୍ଘଟଣା ଘଟୁଛି। ଯାହା ଜୀବନ ଯେତେ ଘଟଣାବହୁଳ ତାହା ଲେଖାଲେଖି କରିବାକୁ ଖୋରାକ ଯୋଗାଇଥାଏ ବୋଲି ସାରସ୍ବତ ସାଧନାରେ ବ୍ରତୀ ରହୁଥିବା ଶିକ୍ଷୟିତ୍ରୀ କାଞ୍ଚନବାଳା ମଲିକ(୪୪) କହିଛନ୍ତି। ସାହିତ୍ୟ ପଠନ ଲାଗି ଆଦର…

ମିଳିଲା ଭୁଷଣ୍ଡେଶ୍ୱରଙ୍କ ମନ୍ଦିର ଭଗ୍ନାବଶେଷର ସନ୍ଧାନ

ବାଲେଶ୍ୱର ଅଫିସ, ୧।୫-ଏସିଆ ମହାଦେଶର ସର୍ବବୃହତ ଶିବଲିଙ୍ଗ ଭାବେ ବାବା ଭୁଷଣ୍ଡେଶ୍ୱର ପରିଚିତ। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତରେ ଅବସ୍ଥିତ ଭୁଷଣ୍ଡେଶ୍ୱରଙ୍କ ମନ୍ଦିରର ପ୍ରାଚୀନତା ସମ୍ପର୍କରେ ସମ୍ପ୍ରତି ଆଉ କେତେକ ତଥ୍ୟ ପଦାକୁ ଆସିଛି। ସେଠାରେ ମନ୍ଦିର ପୁନଃ…

ଆବାସ ଯୋଜନା ବାଟବଣା: ପ୍ରକୃତ ହିତାଧିକାରିଙ୍କୁ ମିଳୁନି ଗୃହ

ଅତାବିରା, ୧ା୫(ଡି.ଏନ.ଏ.)- ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ ଗ୍ରାମାଞ୍ଚଳରେ ଗରୀବ ଶ୍ରେଣୀ ପରିବା ଦୀର୍ଘ ବର୍ଷ ଧରି ପୁଆଳ, ନଡ଼ାରେ ତିଆରି କୁଡିଆ ଘରେ ଜୀବନ ବିତାଉଛନ୍ତି। ହେଲେ ତାଙ୍କୁ ସରକାରୀ ଆବାସ ଗୃହ ମିଳୁ ନ…

ବାଗଡ଼େଗା ହରିଦର୍ଶନ ସାହୁ ଗୁଳିକାଣ୍ଡ ଘଟଣା: ବର୍ଷେ ପରେ ବି ପୋଲିସ ହାତ ଖାଲି

ନୂଆଗାଁ, ୧ା୫(ଡି.ଏନ.ଏ)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ବାରିଲେପ୍ଟା ଗ୍ରାମରେ ରହୁଥିବା ଯୁବ ବ୍ୟବସାୟୀ ହରିଦର୍ଶନ ସାହୁଙ୍କୁ ଗତ ୨୦୧୮ ମାର୍ଚ୍ଚ ୬ରେ ବାଗଡେଗା ସାପ୍ତାହିକ ହାଟରେ ଦିନଦ୍ୱିପ୍ରହରରେ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟାକରିଥିଲେ। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?