ଆମ ଜିଲା ଖବର

ଅବଧି ଶେଷ ହେଲାଣି, ସରୁନି ରାସ୍ତା କାର୍ଯ୍ୟ

ପାରଳାଖେମୁଣ୍ଡି, ୩୦।୪ (ସ୍ବ.ପ୍ର.): ଗଜପତି ଜିଲା ଗୋଷାଣୀ ବ୍ଲକ କତଲକଇଠାଠାରୁ ସିଧିପାଲମ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲା। ଏବେ ଅବଧି ସରିବା ପରେ ମଧ୍ୟ ରାସ୍ତା କାର୍ଯ୍ୟ ଶେଷ ହୋଇନାହିଁ। ଫଳରେ ଲୋକେ ଏହି ରାସ୍ତାରୁ ଉପକୃତ ହୋଇପାରୁନାହାନ୍ତି। କତଲକଇଠା-ସିଧିପାଲମ ମୋଟ…

ଡ୍ରେନ୍‌ ନ ହେଲେ ଅବରୋଧ ଚେତାବନୀ

କୋଲାବନଗର,୩୦।୪(ଡି.ଏନ୍‌.ଏ.): କୋରାପୁଟ ସଦର ବ୍ଲକ ଅନ୍ତର୍ଗତ ବଡ଼କେରେଙ୍ଗା ପଞ୍ଚାୟତରେ ଡ୍ରେନ୍‌ ଅଭାବରୁ ଅସୁବିଧା ଭୋଗୁଛନ୍ତି ମାଦଳାସାହୀ ଗ୍ରାମବାସୀ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସ୍ଥାନୀୟ ହନୁମାନ ମନ୍ଦିରରୁ କେରେଙ୍ଗା ପଞ୍ଚାୟତ ଗଞ୍ଜେଇପଦର ପର୍ଯ୍ୟନ୍ତ ୮ କି.ମି. ରାସ୍ତା ୧୦ ବର୍ଷ ତଳୁ ନିର୍ମାଣ…

ଡାବୁଗାଁ-ପାପଡ଼ାହାଣ୍ଡି ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା

ଡାବୁଗାଁ, ୩୦।୪ (ଡି.ଏନ.ଏ.): ନବରଙ୍ଗପୁର ଜିଲା ଡାବୁଗାଁ- ପାପଡାହାଣ୍ଡି ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା । ଡାବୁଗାଁ- ପାପଡାହାଣ୍ଡି ୩୯ ନଂ ରାଜ୍ୟ ରାଜପଥର ମହେନ୍ଦ୍ରୀ ଛକ ଠାରୁ ବାରିଗୁଡା ଛକ ମଧ୍ୟରେ ୫/୬ ସ୍ଥାନରେ ପ୍ରାୟ ୨କିମି ହେବ ରାସ୍ତା…

ତାତିକୁ ନେଇ ସରକାରଙ୍କ ଅଜବ ନୀତି: ବିଦ୍ୟାଳୟ ଛୁଟି, ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲା

ଚନ୍ଦାହାଣ୍ଡି,୩୦।୪(ଡି.ଏନ.ଏ): ବର୍ଦ୍ଧିତ ତାପମାତ୍ରା ଯୋଗୁ ରାଜ୍ୟରେ ଏପ୍ରିଲ ୧୮ରୁ ସମସ୍ତ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ଛୁଟି ଘୋଷଣା କରିଛନ୍ତି। ତେବେ ରାଜ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ୩ ରୁ ୫ ବର୍ଷ ପର୍ଯ୍ୟନ୍ତ ପିଲା ପାଠ ପଢୁଥିବା ବେଳେ ଏହି କୋମଳମତି…

ଆଇଆଇଏମ୍‌ସିରେ ଓଏସ୍‌ଓୟୁ ଶିକ୍ଷାର୍ଥୀଙ୍କ ପ୍ରଶିକ୍ଷଣ ଆରମ୍ଭ

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପରିସରରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍‌ଓୟୁ)ର ସାମ୍ବାଦିକତା ବିଭାଗ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାରଠାରୁ ଆରମ୍ଭ ହୋଇଛି ପ୍ରଶିକ୍ଷଣ ଶିବିର। ଶୁକ୍ରବାରଯାଏ ଚାଲିବାକୁ ଥିବା ଏହି ତାଲିମ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ…

ସଂଯୋଗ ନ ଥାଇ ଆସୁଛି ବିଦ୍ୟୁତ୍‌ ବିଲ୍‌

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳ ଜିଲାରେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକ୍ରମ ସମୀକ୍ଷା ହେଉନାହିଁ। ବିଦ୍ୟୁତ୍‌ ସଂଯୋଗ ନ ଥାଇ ପ୍ରତିମାସରେ ବିଲ୍‌ ଆସୁଛି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଓଡ଼ାପଡ଼ା ବ୍ଲକ ସିମିନଈ ଗ୍ରାମର ସୌଭାଗ୍ୟ ଯୋଜନା ହିତାଧିକାରୀ…

‘ଫନୀ’ ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି

ଅନୁଗୋଳ ଅଫିସ, ୩୦।୪ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଫନୀ ଆସନ୍ତା ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାକୁ ପ୍ରାୟ ୧୮୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷାର…

ଛେଣ୍ଡିପଦାରେ ଉତ୍କଟ ପାନୀୟ ସଙ୍କଟ

ଛେଣ୍ଡିପଦା,୩୦।୪(ଡି.ଏନ.ଏ)ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଆରମ୍ଭରୁ ଦେଖାଦେଇଛି ଉତ୍କଟ ପାନୀୟ ଜଳାଭାବ। ଦିନକୁ ଦିନ ଆଶାତୀତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଧାରଣ ଜୀବନଯାତ୍ରାକୁ ଠପ୍‌ କରିଦେଇଛି। ନଈ, ନାଳ, ପୋଖରୀ ଶୁଖିଲା…

ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଅବକାରୀ କାର୍ଯ୍ୟାଳୟ

ଖଣ୍ଡପଡ଼ା,୩୦ା୪(ସ୍ବ.ପ୍ର.)-ଖଣ୍ଡପଡ଼ା ସହରର ୧୨ ନଂ ୱାର୍ଡ ଚିନିକଳ ସାହିରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଅବକାରୀ ବିଭାଗର ନୂତନ କାର୍ଯ୍ୟାଳୟଟି ନିର୍ମାଣ କରାଯାଇଥିଲା। ତେବେ ସମ୍ପ୍ରତି ଏହା ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହେଉଛି। ଏଠାରେ କାର୍ଯ୍ୟରତ କର୍ମଚାରୀ ନାହିଁ ନ…

ମାସେ ହେଲା ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି:ପ୍ରଶାସନ ପକ୍ଷରୁ ତଦନ୍ତ ଦାବି

ନିରାକାରପୁର,୩୦ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ୍‌ ଅଞ୍ଚଳରେ ଦୀର୍ଘ ମାସେ ହେବ ଆଟାଚି ଧରି ଜଣେ ଅଜଣା ବ୍ୟକ୍ତି ଖରାରେ ଘୁରି ବୁଲୁଛନ୍ତି ା ସେ କେବଳ ଖରାରେ ଏକୁଟିଆ ବସୁଛନ୍ତି ା ଖାଇବାକୁ କାହାକୁ କିଛି ନ ମାଗି ନିଜସ୍ବ ଖର୍ଚ୍ଚରେ…

ବିଜେଡି ବିରୋଧରେ ଏସ୍‌ପିଙ୍କୁ ଫେରାଦ ହେଲା ଭାଜପା

ବ୍ରହ୍ମପୁର ଅଫିସ,୩୦ା୪-ପ୍ରଥମ ପର୍ଯ୍ୟାୟ ଅର୍ଥାତ ଗତ ୧୧ ତାରିଖରେ ଚିକିଟି ବିଧାନସଭା ଆସନ ଲାଗି ହୋଇଥିବା ମତଦାନ ପରେ ବିଜେଡି ନେତା ଓ କର୍ମୀମାନେ ଭାଜପା ନେତା, କର୍ମୀ ଓ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିଛନ୍ତି। ଏପରିକି ଭାଜପାକୁ ସମର୍ଥନ…

ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ହତ୍ୟା

ଖଲ୍ଲିକୋଟ,୩୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କୁଶଢ଼ିପ ଛକ ନିକଟରେ ରବିବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଛକରେ ଚାଲିଥିବା ବେଆଇନ ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ କୈଳାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?