ଆମ ଜିଲା ଖବର

ବଢୁଛି ତରଭୁଜର ଚାହିଦା

କେନ୍ଦୁଝର, ୨୮ା୪ (ସ୍ବ.ପ୍ର.)-ପ୍ରବଳ ଖରା ଲାଗି ତରଭୂଜର ଚାହିଦା ବଢୁଛି ା ବିଶେଷ କରି ସହରାଞ୍ଚଳରେ ତରଭୂଜ ଖାଇବା ପାଇଁ ଲୋକଙ୍କ ଆଗ୍ରହକୁ ଦେଖି ଚାଷୀ ଓ ବେପାରୀ ତରଭୂଜ ଆଣି ବିଭିନ୍ନ ସ୍ଥାନରେ ବିକ୍ରି କରୁଛନ୍ତି। କିନ୍ତୁ ଚାଷୀଙ୍କର ଆର୍ଥିକ…

ସମୁଦ୍ର ତଟରେ ମୁକୁଳା ପଡ଼ିଛି ୱାଚ୍‌ ଟାୱାର

ବାସୁଦେବପୁର, ୨୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଙ୍ଗୋପସାଗର ସଂଲଗ୍ନ ଥିବା ଏକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ଓ ପୌରପାଳିକାର ୨୩ ୱାର୍ଡ। ସେଥିମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨…

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ ବୁଥ୍‌ ମଧ୍ୟରୁ ୧୦୪ଟି ଅତିସମ୍ବେଦନଶୀଳ ବୁଥ୍‌ ଏବଂ ୨୭୫ଟି ସମ୍ବେଦନଶୀଳ ବୁଥ୍‌ ଥିବା ଜିଲା…

ବଳାତ୍କାରୀଙ୍କୁ ୭ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୪-ଏକ ବଳାତ୍କାର ମାମଲାର ବିଚାର କରି ଶନିବାର ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ ପୋକ୍ସୋ ଅଦାଲତରେ ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…

Read more

କୋରାପୁଟ,୨୭।୪(ସ୍ବ.ପ୍ର.): ସ୍ବାଧୀନତାର ୭ ଦଶନ୍ଧି ପରେ ମଧ୍ୟ କୋରାପୁଟ ଜିଲାର ବହୁ ଗ୍ରାମବାସୀ ଏବେ ବି ମୌଳିକ ସମସ୍ୟା ଭିତରୁ ମୁକୁଳି ପାରୁନାହାନ୍ତି। ସେମାନେ ଅବହେଳିତ ଜୀବନ କାଟୁଛନ୍ତି। ସରକାରୀ ଯୋଜନା ସେମାନଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। କୋରାପୁଟ ସହରରୁ…

ପ୍ରକଳ୍ପରେ ସରୁଛି ଅନୁଦାନ, ମେଣ୍ଟୁନି ଲୋକଙ୍କ ଶୋଷ

ବୈପାରୀଗୁଡ଼ା,୨୭।୪(ଡି.ଏନ୍‌.ଏ.): ବୈପାରୀଗୁଡ଼ା ବ୍ଲକ ସଦରରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ପ୍ରଶାସନ ଏ ଦିଗରେ ନିରବଦ୍ରଷ୍ଟା ସାଜିବା ଉଦ୍‌ବେଗର ବିଷୟ ପାଲଟିଛି। କେବଳ ପ୍ରକଳ୍ପ ଉପରେ ପ୍ରକଳ୍ପ କରାଯାଇ ଏ ବାବଦକୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ସରକାରୀ କର୍ମଚାରୀ…

ଗଁ। ସ୍କୁଲରୁ ଦୁଇଥର ଟିସି ନେଲେ:ଆଦର୍ଶ ବିଦ୍ୟାଳୟରେ ନଁ। ଲେଖାବାରୁ ବଁଚିତ୍‌ ଛାତ୍ର ଦିବ୍ୟରଞ୍ଜନ

ଲୋଇସିଂହା,୨୭।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ଛାତ୍ର ଦିବ୍ୟରଞ୍ଜନ ନାଗକଁର ଭବିଷତ ସଂଗେ ଆଦର୍ଶ ବିଦ୍ୟାଳୟ କତୁରପକ୍ଷ ଖେଲ୍‌ ଖେଲୁଥିବାର ଅଭିଯୋଗ ହେଇଛେ। ତାହାକୁ ଆଡମିଶନ ଲାଗି ଆଦର୍ଶ ବିଦ୍ୟାଳୟ ତରଫୁ ଦୁଇଦୁଇ ଥର ଡାକରା ହେଇଥିଲା। ସ୍କୁଲରୁ…

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ ଘିଚି ହେସି। ହେଲେ ଦିନୁଦିନ୍‌କେ ସାମାଜିକ ଥିତି ବଦଲିବାର ସଂଗେ ଆମର ଖାଏଦ୍‌ପାନ୍‌ ବି…

ପିଇଲା ପାଏନ୍‌ ଲାଗି ହଟହଟା ବିନିକା ସହରବାସୀ

ବିନିକା,୨୭ା୪(ଡି.ଏନ୍‌.ଏ): ଏହେଦ୍‌କା ସାରା ରାଏଜେ ଖରାର ତେଜ୍‌ ବଢ଼ତେଲ ଯାଉଛେ। ବଡ଼ଭାଗି ସହରମାନକର ତାପମାନ ୪୦ ଡିଗ୍ରୀ ଉପରେ ରହୁଛେ। ଏନ୍‌ତାଥି ବିନିକା ସହରର ତାପ୍‌ମାନ ବି ଦିନାକେତେ ହେଲା ୪୦ ଡିଗ୍ରୀ ଉପରେ ରହୁଛେ। ଲୋକ୍‌ ଦିନର ୧୦ ବାଜ୍‌ଲେ…

ଆକାଉଣ୍ଟରେ ଟଙ୍କା ପଠାଇଲେ ଯୁକ୍ତ ୨ ପାସ୍‌ : ଫୋନ୍‌ରେ ଦାବି କରାଯାଉଛି ୩ରୁ ୬ ହଜାର ଟଙ୍କା

ନୟାଗଡ଼ ଅଫିସ,୨୭ା୪- ନୟାଗଡ଼ ଜିଲାର ଯୁକ୍ତ ୨ ପରୀକ୍ଷା ଦେଇଥିବା ବିଭିନ୍ନ ପିଲାଙ୍କ ନିକଟକୁ ଆସୁଛି ଫୋନ୍‌ କଲ୍‌। ପରୀକ୍ଷାରେ ଗୋଟିଏ ବିଷୟରେ ତୁମେ ଫେଲ୍‌ ହୋଇଯାଇଛ, ପାସ୍‌ କରିବା ପାଇଁ ଆକାଉଣ୍ଟରେ ୩ରୁ ୬ ହଜାର ଟଙ୍କା ପଠାଇବାକୁ କୁହାଯାଉଛି।…

ନାଲ୍‌କୋ ହସ୍ପିଟାଲରେ ଡାକ୍ତର ଅଭାବ: ୫ ବର୍ଷ ହେଲା ନାହାନ୍ତି ଅସ୍ଥିଶଲ୍ୟ ବିଶେଷଜ୍ଞ

ବଅଁରପାଳ, ୨୭।୪ (ଡି.ଏନ୍‌.ଏ.)- ନବରତ୍ନ ଲାଭଦାୟକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ହସ୍ପିଟାଲରେ ଲାଗି ରହିଛି ଡାକ୍ତର ଅଭାବ ସମସ୍ୟା। ଦୀର୍ଘ ଦିନ ହେଲା ଏଠାରେ ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଥିବାରୁ ଏହା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ ସମସ୍ୟା…

ବିମୋହିତ କଲା ଶିବ ତାଣ୍ଡବ

ତାଳଚେର,୨୭ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋସତ୍ବର ଅଷ୍ଟମ ସନ୍ଧ୍ୟା ବେଶ ଚିତ୍ତାକର୍ଷକ ଥିଲା। ମୁଖ୍ୟଅତିଥି ଭାବରେ ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବରେ କଣିହାଁ ତହସିଲଦାର ଅଂଶୁମାନ ଶତପଥୀ, କଣିହଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?