ଆମ ଜିଲା ଖବର

ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର

ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍‌.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଏହି ସମ୍ପ୍ରଦାୟର ଲୋକଙ୍କ ନିମନ୍ତେ କୌଣସି ମାନଦଣ୍ଡ…

ବାଳକରେ ପିଟ୍‌ବୁଲ୍‌ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ଲିଗ୍‌ ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ବାଳକ ବର୍ଗରେ ୪ଟି ଦଳ ଭାଗ ନେଇଥିଲେ। ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର ପିଟ୍‌ବୁଲ୍‌ସ ଏବଂ ବ୍ରହ୍ମପୁର…

ଠାକୁରାଣୀ ଯାତ୍ରାଦାଣ୍ଡକୁ ଆକର୍ଷିତ କଲା ସମୂହ ଲଣ୍ଡାବେଶ

ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା ବେଶ ଯାତ୍ରାଦାଣ୍ଡକୁ ବେଶ୍‌ ଆକର୍ଷିତ କରିଥିଲା। ଶତାଧିକ ଶିଶୁଠାରୁ ବୟସ୍କ ବ୍ୟକ୍ତି ସମୂହ…

ନିର୍ବାଚନ କାର୍ଯ୍ୟରେ ଯାଇ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି

ଫୁଲବାଣୀ ଅଫିସ, ୨୬ା୪- କନ୍ଧମାଳ ଜିଲାରେ ନିର୍ବାଚନ କାର୍ଯ୍ୟରେ ଯାଇ ମାଓବାଦୀଙ୍କ ଗୁଳିରେ ଜିଆରଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟଣାକୁ ଲୋକେ ଭୁଲି ନାହାନ୍ତି। ସେହିପରି ଅନ୍ୟ ଜଣେ ଶିକ୍ଷକ ଅଶୋକ କୁମାର ମଲ୍ଲିକ ନିର୍ବାଚନ କାର୍ଯ୍ୟରେ ଯାଇ ତାଙ୍କର ମୃତ୍ୟୁ…

ଇ-ମୂଲ୍ୟାୟନ କେନ୍ଦ୍ରରେ ରହୁନି ଇଣ୍ଟରନେଟ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ଶିକ୍ଷା କ୍ଷେତ୍ର ଭଳି ଏକ ସମ୍ବେଦନଶୀଳ ବିଷୟକୁ ନେଇ ରାଜ୍ୟ ସରକାର କେମିତି ଖାମଖିଆଲ ମନୋଭାବ ରଖୁଛନ୍ତି, ତାହା ଯୁକ୍ତ ୨ ଖାତାଦେଖାରେ ସୃଷ୍ଟି ହୋଇଥିବା ବିଭ୍ରାଟରୁ ପ୍ରମାଣିତ ହେଉଛି। ବର୍ତ୍ତମାନ ଯୁକ୍ତ ୨ ଖାତା ମୂଲ୍ୟାୟନ ଚାଲିଛି।…

ବ୍ୟବସାୟୀଙ୍କୁ ଗୁଳିମାଡ଼, ୧୫ହଜାର ଲୁଟ୍‌

କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼ କରି ୧୫ ହଜାର ଟଙ୍କା ଲୁଟ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ଜିଲା ମୁଖ୍ୟ…

ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ଜେଏମ୍‌ଏଫସି କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ପୋଲିସ କବଳରୁ ଫେରାର ହୋଇଯାଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି| ଯୋଡା ଥାନା ସବଇନ୍ସପେକ୍ଟର ରଞ୍ଜିତ କୁମାର ପଟ୍ଟନାୟକଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡା ସହରର…

ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗ ପତ

ରାଇସୁଆଁ,୨୬।୪(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କ ଥାଇଥାନ ପାଇଁ ବହୁ ଯୋଜନା କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ କେତେକ ନେତାଙ୍କ ଦୁର୍ନୀତିଖୋର ମନୋଭାବ ଯୋଗୁଁ ବହୁ ଗରିବ ସରକାରଙ୍କ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳୁଛି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ସଦର…

ଭଦ୍ରକ ଜିଲାରେ କଂଗ୍ରେସ ରାଜନୀତି: ନୂଆ ମୁହଁକୁ ନେଇ ଆଶା,ଆଶଙ୍କା

ଭଦ୍ରକ ଅଫିସ, ୨୬ା୪-ଭଦ୍ରକ ଜିଲାରେ କଂଗ୍ରେସ ୫ ନୂଆ ପ୍ରାର୍ଥୀଙ୍କୁ ନିର୍ବାଚନ ମଇଦାନକୁ ଛାଡିଛି| ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜେ ନିଜ ଜିଲା ଛାଡ଼ି ଭଣ୍ଡାରିପୋଖରୀ ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ଅନ୍ୟ ୪ଜଣ ତାଙ୍କ ଅନୁଗାମୀ ବୋଲି ଚର୍ଚ୍ଚା…

ଭଦ୍ରକରେ ରାଜ୍‌ ବବର୍‌ଙ୍କ ରୋଡ୍‌ ଶୋ

ଭଦ୍ରକ ଅଫିସ, ୨୬।୪ – କଂଗ୍ରେସର ଭଦ୍ରକ ବିଧାନସଭା ପ୍ରାର୍ଥୀ ନଳିନୀକାନ୍ତ ମହାନ୍ତି ଓ ଲୋକ ସଭା ପ୍ରାର୍ଥୀ ମଧୁମିତା ସେଠୀଙ୍କ ପାଇଁ ଗୁରୁବାର ନିର୍ବାଚନ ପ୍ରଚାର କରିଛନ୍ତି ବଲିଉଡ୍‌ ଅଭିନେତା ରାଜ୍‌ ବବର୍‌। ଏଥିପାଇଁ ଭଦ୍ରକ ସହରରେ ବିଶାଳ ରୋଡ୍‌ଶୋ…

‘ମୋ ଭୋଟ୍‌ ମୋ ଅଧିକାର’ ଆଲୋଚନାଚକ୍ର

ବାଲେଶ୍ୱର ଅଫିସ, ୨୬।୪-ସମଗ୍ର ଦେଶରେ ଗଣତନ୍ତ୍ରର ମହାପର୍ବ ନିର୍ବାଚନ-୨୦୧୯ ଚାଲୁଅଛି| ଓଡ଼ିଶାରେ ୩ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଯାଇଥିବା ବେଳେ ଆସନ୍ତା ୨୯ତାରିଖରେ ବାଲେଶ୍ୱର ସମେତ କେତେକ ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସୁନ୍ଦର ତଥା…

ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ୍‌ ଓରାମ

ଭଦ୍ରକ ଅଫିସ, ୨୬।୪ – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ ଭଦ୍ରକ ଜିଲା ଗସ୍ତ କରିବେ। ସେମାନଙ୍କ ସହ ଭାଜପାର ବହୁ ହେଭିୱେଟ୍‌ ନେତା, ସିନେତାରକାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଭାଜପା ପକ୍ଷରୁ ଖବରଦାତା ସମ୍ମିଳନୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?