ଆମ ଜିଲା ଖବର

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା ଜଳସେଚନ…

ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ର୍ବୃତ୍ତ ଏଟିଏମ୍‌ଟି ଭାଙ୍ଗି ଏଥିରେ ଥିବା ଟଙ୍କା ଲୁଟିବା ପାଇଁ…

ପରିଚାଳନାରେ ଝୁଣ୍ଟିଲା ପ୍ରଶାସନ: ଗୋଟିଏ ବୁଥ୍‌ରେ ହୋଇପାରେ ସାନି ମତଦାନ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ବେଳେ ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ ଖବର ଆସିଥିଲା। ଏପରି କି କେତୋଟି ମତଦାନ କେନ୍ଦ୍ରରେ ଇଭିଏମ୍‌ରେ ଲାଗିଥିବା ବାଲାଟ ଓ କଣ୍ଟ୍ରୋଲ ୟୁନିଟ୍‌ରେ ସମସ୍ୟା ଦେଖାଦେବାରୁ ତାହାକୁ…

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଟ୍ରଷ୍ଟ ବୋର୍ଡର ବରିଷ୍ଠ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର ପ୍ରଧାନ,…

ଅନୁଗୋଳ ଜିଲାରେ ୭୭.୩୭ ପ୍ରତିଶତ ମତଦାନ: ୫ କ୍ଷେତ୍ର ମଧ୍ୟରୁ ପାଲଲହଡ଼ାର ରେକର୍ଡ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ମୋଟ୍‌ ୭୭.୩୭ ପ୍ରତିଶତ ମତଦାତା ମତଦାନ କରିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ସର୍ବାଧିକ…

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।…

ମହିଳାଙ୍କ ମତଦାନ ହାର ବେଶୀ

ଢେଙ୍କାନାଳ ଅଫିସ, ୨୫।୪- ଢେଙ୍କାନାଳ ଲୋକ ସଭା କ୍ଷେତ୍ରରେ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଭୋଟଗ୍ରହଣ ଶେଷହୋଇଛି। ବିଳମ୍ବିତ ରାତି ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ଇଭିଏମ୍‌ ଏବଂ ଭିଭିପିଏଟି ମେଶିନ ସହ ସୁରକ୍ଷିତ ଭାବେ ଗନ୍ତବ୍ୟ ସ୍ଥଳରୁ ଫେରିଛନ୍ତି। ଢେଙ୍କାନାଳ ସଂସଦୀୟ…

ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା : କଲେଜରେ ତାଲା ପକାଇଲେ ଛାତ୍ରୀଛାତ୍ର

ଭାପୁର, ୨୫।୪(ଡି.ଏନ୍‌.ଏ.)- ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା ପ୍ରତିବାଦରେ ଢେଙ୍କାନାଳ ସଦର ବ୍ଲକ ଭାପୁରସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଛାତ୍ରୀଛାତ୍ର ବୁଧବାର କଲେଜ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଅଭିଯୋଗ ଅନୁଯାୟୀ,…

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ ପ୍ରମିଳା ବିଷୋୟୀଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଛି। ଏହି ଲୋକ ସଭା କ୍ଷେତ୍ର ଅଧୀନ…

ରେଣ୍ଟିର ୧୮୨ନଂ. ବୁଥ୍‌ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍‌କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍‌ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ ଯାଇ…

ଦିନ୍‌ଦାହାଡ଼େ ଚାଲିଛେ ଗଛ୍‌କଟା: ଉଜ୍‌ଡ଼ି ଯାଉଛେ ରଙ୍ଗମାଟିଆ ରାଜସ୍ବ ଜଂଗଲ

କଣ୍ଟାମାଳ, ୨୫ା୪ (ଡିଏନଏ): ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜର ଚନ୍ଦନିଆମୁଣ୍ଡା ପାସର ରଙ୍ଗମାଟିଆ ରାଜସ୍ବ ଜଂଗଲ ଉଜଡ଼ି ଯାଉଛେ। ଗଲା ମାସେ ହେଲା ଇଠାନେ ଦିନ୍‌ଦାହାଡ଼େ ଆସର ପାସର ଗାଁବାସୀ ଗଛ୍‌ କାଟୁଥିଲେ ବି ବନବିଭାଗ ଜାନିଶୁନି ତୁମ୍‌ପଡ଼ିଥିବାର ଅଭିଯୋଗ ହେଉଛେ।…

ଚିକିତ୍ସା ଲାଗି ଟଁକା ବାଧକ୍‌: ରକ୍ତ କର୍କଟ ରୋଗ୍‌ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା

ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍‌ ପଢ଼ାବାରେ କେହେନ୍‌ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍‌ ପଢ଼େଇ ଉଚ୍‌ ଶିକ୍ଷିତ କରବାର। କୁଲି ମଜୁରି କରି ପରିବାର ଚଲବାର ସଂଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?