ମରଣ ଫାଶରୁ ମୁକୁଳୁଛି ଗଞ୍ଜାମ ଜିଲା
ବ୍ରହ୍ମପୁର ଅଫିସ୍,୨୫ା୪-ଏକଦା ମ୍ୟାଲେରିଆ ପ୍ରବଣ ଜିଲା ଭାବେ ଦୁର୍ନାମ ମୁଣ୍ଡାଇଥିବା ଗଞ୍ଜାମ ଜିଲାରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ବର୍ଷକୁ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିପରି ଆକ୍ରାନ୍ତଙ୍କ ସହ କମୁଛି ମୃତକଙ୍କ ସଂଖ୍ୟା। ମ୍ୟାଲେରିଆର ମରଣ ଫାଶରୁ ମୁକୁଳିବାରେ…
ହକ୍ଦାର ହିତାଧିକାରୀ ଗୁହାଲ ଯୋଜନାରୁ ବଁଚିତ: କାର୍ଯ୍ୟାଦେଶ ଲାଗି ୨୦ ହଜାର ଟଁକା ଲଁ।ଚ୍ ଅଭିଯୋଗ
ବେଲପଡ଼ା ୨୫।୪(ଡି.ଏନ.ଏ.): ଗୃହପାଲିତ ପଶୁ ପାଲନ କରି ଗରିବ୍ ହିତାଧିକାରୀମାନେ କେନ୍ଥେଇ ଦୁଇପଏସା ରୁଜଗାର କରି ନିଜର ଗୁଡ଼େ ଠିଆ ହେବେ ସରକାର ସେଥିରଲାଗି ଗାଈ ଗୁହାଲ ଯୋଜନା କରିଛନ୍। ହେଲେ ଗାଁଗଁଲିରେ ରହୁଥିବାର ଅନେକ୍ ହକ୍ଦାର ହିତାଧିକାରୀ ଯୋଜନାରୁ ବଁଚିତ…
ଭଞ୍ଜନଗର ଆହାର କେନ୍ଦ୍ରରେ ଅଗ୍ନିକାଣ୍ଡ
ଭଞ୍ଜନଗର,୨୫।୪(ଡି.ଏନ.ଏ.)-ଭଞ୍ଜନଗର ଆହାର କେନ୍ଦ୍ରରେ ବୁଧବାର ସକାଳେ ରୋଷେଇ ଚାଲିଥିବା ବେଳେ ସିଲିଣ୍ଡରରୁ କୌଣସି ପ୍ରକାରେ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ସେଠାରେ ଥିବା ବିଭିନ୍ନ ପ୍ଲାଷ୍ଟିକ୍ ଜିନିଷ ପୋଡ଼ିଯାଇଥିଲା। ଭଞ୍ଜନଗର ଦମକଳ ବାହିନୀ ତୁରନ୍ତ ପହଞ୍ଚତ୍ ନିଆଁକୁ ଆୟତ୍ତ…
କେନ୍ଦୁଝରରେ ୭୮.୧୬% ମତଦାନ: ମହିଳା ଭୋଟର ସଂଖ୍ୟା ଅଧିକ
କେନ୍ଦୁଝର,୨୫ା୪ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଲୋକ ସଭା ନିର୍ବାଚନ ମଙ୍ଗଳବାର ଶେଷ ହୋଇଛି ା ଜିଲାରେ ମୋଟ ୭୮.୧୬ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ବିଭାଗ ତଥ୍ୟ ଅନୁଯାୟୀ, ଜିଲାରେ ମୋଟ ୧୫,୧୫,୬୪୧ ଭୋଟର ରହିଥିବା ବେଳେ ୧୧,୮୪,୬୯୭ ଜଣ ଭୋଟଦାନ କରିଛନ୍ତି।…
ତୁଟୁନି ସମସ୍ୟା : ରୋଗୀ ହଇରାଣ
କେନ୍ଦୁଝର, ୨୫ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଉପସ୍ଥିତି ଓ ଅନୁପସ୍ଥିତିକୁ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଟିକେଟ କାଟି ଡାକ୍ତରଙ୍କ କ୍ୟାବିନ ଆଗରେ ରୋଗୀମାନେ ଅପେକ୍ଷା କରି ନିରାଶରେ ଫେରୁଛନ୍ତି। ଏକପକ୍ଷରେ…
ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସିନ୍ଦା
ତେଲକୋଇ, ୨୫।୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ କାଳିଆହତା ପଞ୍ଚାୟତରେ ରହିଛି ରଙ୍ଗମାଟିଆ ବସ୍ତି । ଏହି ବସ୍ତିରେ ୩୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି । ତେବେ ପ୍ରଶାସନର ଅଣଦେଖା ଓ ପଞ୍ଚାୟତ ପ୍ରତିନିଧିଙ୍କ ଅବହେଳା ଯୋଗୁଁ ମୈାଳିକ ସୁବିଧାରୁ…
ପ୍ରତିଶ୍ରୁତି କଥାରେ ଅଟକିଛି: ୨୩ ଦିନ ପରେ ବି ଖୋଲିଲାନି ଶିଶୁ ୱାର୍ଡ
ଚମ୍ପୁଆ, ୨୫ା୪(ଡି.ଏନ.ଏ.)-୨୦୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବା ପ୍ରଦାନରେ ପ୍ରମୁଖ ଭୂମିକା ନିଭାଉଥିବା ବେଳେ ଚିକିତ୍ସା ନଥିବା ଦେଖିବାକୁ ମଳୁଛି। ପୂର୍ବରୁ ଏହି ପ୍ରମୁଖ ସେବା ପାଇଁ ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଦାୟିତ୍ୱରେ ଥିବା ଚିକିତ୍ସା…
ଗ୍ରାମ୍ୟ ରାସ୍ତା ନିର୍ମାଣ ନେଇ ବିବାଦ
ଝୁମ୍ପୁରା, ୨୫ା୪(ଡି.ଏନ.ଏ.)- ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତର ଟାଙ୍ଗରାଣୀ ମୌଜାରେ ଗ୍ରାମ୍ୟରାସ୍ତା ନିର୍ମାଣ ଆଳରେ ଅନୁସୂଚିତ ଜନଜାତି ପ୍ରଜାଙ୍କ ପଟ୍ଟାଭୁକ୍ତ ଜମିରେ ବହୁ ପରିମାଣରେ ମାଟି ପକାଇବା, ପଟ୍ଟାଭୁକ୍ତ ଜମି ଉପରେ ଜୋରଜବରଦସ୍ତ ରାସ୍ତା ତିଆରି କରାଯିବା ନେଇ ପଳାଶପଙ୍ଗା…
ଗୋଦାମ ଅଭାବ, ଲକ୍ଷ୍ୟଧାର୍ଯ୍ୟ କମିଲା: ୧୦ ହଜାର କମ୍ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର କିଣାଯିବ
ନବରଙ୍ଗପୁର,୨୫।୪(ବି.ପ୍ର.)-କେନ୍ଦୁପତ୍ର ଗୋଦାମ ଓ ରପ୍ତାନୀର ଅଭାବ ଲାଗି ନବରଙ୍ଗପୁର ଜିଲାରେ କେନ୍ଦୁପତ୍ର ସଂଗ୍ରହ ଲକ୍ଷ୍ୟଧାର୍ଯ୍ୟ ଚଳିତ ବର୍ଷ କମାଯାଇଛି। ଜିଲାରେ ଗତ ବର୍ଷ ଠାରୁ ଚଳିତ ବର୍ଷ ୧୦ ହଜାର କମ ଷ୍ଟାଣ୍ଡାର୍ଡ ବ୍ୟାଗ କେନ୍ଦୁପତ୍ର ତୋଲାଯିବ ବୋଲି ଜଣାପଡିଛି। ୨୦୧୭-୧୮…
ଚେନ୍ନାଇରେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବବାହକ ଗାଡ଼ି ଅଟକ
ଚାନ୍ଦବାଲି, ୨୫।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଭୂଇଁବୃତି ପଞ୍ଚାୟତ ନୂଆଗଁାର ଜଳଧର ଦାସ(୫୨) ଚେନ୍ନାଇରେ ଏଲ୍ ଆଣ୍ଡ୍ ଟି କମ୍ପାନୀରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗତ ୨୦ ତାରିଖରେ କମ୍ପାନୀ ପରିସରରେ ଏକ…
୩ ପ୍ରମୁଖ ଦଳର ପ୍ରଚାର ଜୋର୍ଦାର: ମୁଖ୍ୟ ପ୍ରସଙ୍ଗ ମେଡିକାଲ କଲେଜ
ଭଦ୍ରକ ଅଫିସ, ୨୫।୪ – ଭଦ୍ରକ ଲୋକ ସଭା ଓ ବିଧାନସଭା ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋର୍ଦାର ଚାଲିଛି। ଏଥିରୁ ବାଦ୍ ପଡ଼ିନାହାନ୍ତି ସ୍ବାଧୀନ ପ୍ରାର୍ଥୀ। ୪ର୍ଥ ପର୍ଯ୍ୟାୟ ମତଦାନକୁ ଆଉ ମାତ୍ର ୪ ଦିନ ବାକି…
ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ
ବାରିପଦା ଅଫିସ,୨୫।୪- ମୟୂରଭଞ୍ଜ ଜିଲା ଅଧୀନ ଲୋକସଭା ଓ ୭ ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ…

