ଆମ ଜିଲା ଖବର

ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ

କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି ହିତାଧିକାରୀ…

ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ

ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ…

କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍‌ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ

ବିନିକା, ୨୪ା୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍‌ ସମସିଆ ଲାଗିରହିଥିଲେ ବି…

ସିନାପାଲି ବ୍ଲକରେ ଆବାସ ଯୋଜନା ବାଟବନା

ନୂଆପଡା ଅଫିସ,୨୪ା୪- ସରକାର ସବୁ ଗରିବ୍‌ ପରିବାରକେ ପକାଘର ଆର ଜମି ପଟ୍ଟା ଦେବାର ବେବସ୍‌ତା କରୁଛନ୍‌। ହେଲେ ବହୁତ୍‌ ଜାଗାରେ ଇ ସବୁ ଯୋଜନା କାଗଜ କଲମରେ ସୀମିତ ହେଇ ରହିଯାଉଛେ। ଯେନ୍‌ଥିରଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ…

ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର

ଝାରସୁଗୁଡା ଅଫିସ୍‌/ ଲଖନପୁର, ୨୪।୪(ଡି.ଏନ୍‌.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍‌ଆର୍‌ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…

ଋତୁ ଶାଗ୍‌ କୁଲେରର ଚାହିଦା କାହିଁରେ କେତେ

ପଦ୍ମପୁର, ୨୪।୪ (ଡି.ଏନ.ଏ)- ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍‌, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍‌ଥିର ସୁଆଦ୍‌ ବି ଭିନେ କିସମର। ଏନ୍‌ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍‌…

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ।…

ଇଭିଏମ୍‌ରେ ସିଲ୍‌ ହେବ ୩୯ ପ୍ରାର୍ଥୀଙ୍କ ଭାଗ୍ୟ

ଢେଙ୍କାନାଳ ଅଫିସ, ୨୩।୪ସରିଛି ପ୍ରଚାର। ମଇଦାନରେ ଝାଳ ବୁହାଇଛନ୍ତି ନେତା। ଏବେ ଜନତା ଜନାର୍ଦ୍ଦନଙ୍କ ହାତରେ ସେମାନଙ୍କ ଭାଗ୍ୟ ଓ ଭବିଷ୍ୟତ। ମଙ୍ଗଳବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ସମେତ ଜିଲାର ୪ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି। ଦୁଇଚକିଆ ଗାଡ଼ି ଠାରୁ ଚାରିଚକିଆ ଗାଡ଼ି ଓ…

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ସକାଳେ…

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ଯାଜପୁର ଅଫିସ,୨୩।୪: ଯାଜପୁର ଜିଲା ପ୍ରାକୃତିକ ସମ୍ପଦରେ ଭରପୂର ହୋଇରହିଛି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଏହି ଜିଲା ସମୃଦ୍ଧ। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଜିଲାକୁ ପଛୁଆ କରିଦେଇଛି। ଜିଲାରୁ ନିର୍ବାଚିତ ହୋଇ ଯାଉଥିବା ଜନପ୍ରତିନିଧିଙ୍କ ଅବହେଳା ଯୋଗୁ ବିକାଶର ପଥ…

ସଫଳ ବ୍ୟାଡ଼ମିଣ୍ଟନ ଖେଳାଳି ସମ୍ମାନିତ

ବାଲେଶ୍ୱର ଅଫିସ, ୨୩।୪-ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ରାଜ୍ୟ ଓ ରାଜ୍ୟ ବାହାରେ ଆୟୋଜିତ ହେଉଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ କ୍ଲବର ଖେଳାଳିମାନଙ୍କୁ କ୍ଲବର ବରିଷ୍ଠ ସଦସ୍ୟ ବିନୟ ଶାହା, ସିଦ୍ଧାର୍ଥ ଦାସ, ଅଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?