ଆମ ଜିଲା ଖବର

ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ, ସୁନା ଆଣି ଟଙ୍କା ନ ଦେବାରୁ…

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା…

ଅସହ୍ୟ ଥଣ୍ଡା, ଜାଡ଼ରେ ଥରୁଛି ପାଟଣା: ତୁଷାରପାତରେ…

ପାଟଣା,୧୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାର ପଡା ବ୍ଲକ ଅଞ୍ଚଳରେ ଶୀତର ଲହରୀ ଜାରି ରହିଛି । ପ୍ରବଳ ଜାଡ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ପାଟଣା ଅଞ୍ଚଳରେ ତୁଷାରପାତ ହୋଇଥିବା…

କୁଲଦୀପଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ:ମାଲଖମ୍ବ କୁସ୍ତିକୁ ଦର୍ଶକଙ୍କ ପସନ୍ଦ

ଦାରିଙ୍ଗବାଡି,୧୦।୧(ଅରୁଣ ସାହୁ):ଶୀତ ମହୋତ୍ସବର ଦିତୀୟ ସନ୍ଧ୍ୟାରେ ଦର୍ଶକ ସଙ୍ଗୀତ,ନୃତ୍ୟ, ଓଡିଶୀ, ମାଲଖମ୍ବ ଆଦିର ମଜା ନେଲେ। ଦିତୀୟ ସଂନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ରହିଥିଲା କୁଲଦୀପ ପଟ୍ଟନାୟକଙ୍କ ସଙ୍ଗୀତ। ଦର୍ଶକ ତାଙ୍କ ସଙ୍ଗୀତ ରେ ଝୁମିଥିଲେ ପ୍ରାୟ ୧ ଘଣ୍ଟା ଧରି ସେ…

ବ୍ଲକ ପ୍ରଶାସନ ଉପରେ ବର୍ଷିଲା କଳାକାର ସଂଘ: ଦେଲା ଏମିତି ଚେତାବନୀ, କଳାକାର ଭତ୍ତା ବନ୍ଦ ହେଲେ…

ଲୋଇସିଂହା, ୧୦।୧ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ସ୍ଥାନୀୟ ସାପ୍ତାହିକ ବଜାର ପଡିଆରେ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ କିଛି କଳାକାର ସାମିଲ ହୋଇଥିବାବେଳେ ବ୍ଲକ କଳାକାର ସଂଘର ବହୁ ସଦସ୍ୟ ଆସି ନ ଥିବା…

ସ୍କୁଲ ପରିସରରୁ ୩ ଛାତ୍ରୀ ନିଖୋଜ ଘଟଣା: ୫ ଘଣ୍ଟା ପରେ ଏକ କୁଡ଼ିଆରୁ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ଗତକାଲିଠୁ ନିଖୋଜ ଥିବା ୩ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ୫ ଘଣ୍ଟା ପରେ ନିକଟସ୍ଥ ଏକ ଗ୍ରାମର ରାସ୍ତାକଡରେ ଥିବା ଏକ ଝୁମ୍ପୁଡି କୁଡ଼ିଆରେ ଆଶ୍ରୟ ନେଇଥିଲେ ଛାତ୍ରୀମାନେ।ପୋଲିସ…

କ୍ଷତିପୂରଣ ଦାବିରେ ରାସ୍ତାରୋକୋ: ପ୍ରଶାସନ-ପୋଲିସର ପ୍ରତିଶ୍ରୁତି ପରେ ହଟିଲା…

ବଲାଙ୍ଗୀର, ୯।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି…

ମନମୋହିଲା କୁନି କୁନି ପିଲାଙ୍କ ନୃତ୍ୟ: ବିଧାୟକ କହିଲେ…

ଗଞ୍ଜାମ,୧୦।୧(ବିଦ୍ୟାଧର ସାହୁ):ଗଞ୍ଜାମ ସହରର ବହୁ ପୁରାତନ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଷୋଡବିଂଶ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଛି। ଅତିଥି ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଲୋକ ପ୍ରିୟ ଯୁବ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗ ଦେଇ ଛାତ୍ରୀଛାତ୍ରଙ୍କ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି।…

ମନ୍ଥର ଗତିରେ ଚାଲିଛି ଧାନ ସଂଗ୍ରହ

ଭବାନୀପାଟଣା, ୧୦।୧ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ମନ୍ଥର ଗତିରେ ଚାଲୁଥିବା ଦେଖିବାକୁ ମିଳିଛି। ଗତ ୫ ରୁ ୭ ମିଲର୍ସଙ୍କ ଆନ୍ଦୋଳନ ଯୋଗୁ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଥିଲା। ମିଲର୍ସଙ୍କ ଆନ୍ଦୋଳନ ସ୍ବଭାବିକ ହେବା…

ବେଆଇନ ଚାଲିଥିଲା ବାଲିଚାଲାଣ: ୫ ଟ୍ରାକ୍ଟର ମାଡ଼ିବସିଲା….

ଲୋଇସିଂହା,୧୦ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ୍‌ ଅଧୀନ ସାନଫାସଡସ୍ଥିତ ଅଙ୍ଗନଦୀ ପଠାରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣରେ ନିୟୋଜିତ ୫ଟି ଟ୍ରାକ୍ଟର ଜବତ କରାଯାଇଛି। ଲୋଇସିଂହା ପୋଲିସ ଉପସ୍ଥିତିରେ ବଲାଙ୍ଗୀର ଖଣି ବିଭାଗର ୫ ଜଣିଆ…

ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ, ଅପରାହ୍ନ ୪ଟା ବେଳେ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ବ୍ଲକ ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ। ନିଖୋଜ ୩ ଜଣ ଛାତ୍ରୀ ତୃତୀୟ ଶ୍ରେଣୀରେ ପାଠପଡୁଥିଲେ। ଖ୍ରୀଷ୍ଟମାସ ଛୁଟିରେ ଘରକୁ ଯାଇଥିଲେ ଏମାନେ। ଶୁକ୍ରବାର ଅପରାହ୍ନ ୩.୩୦ ମିନିଟ୍‌ରେ ତାଙ୍କ…

ପ୍ରଶାସନର ବିଚିତ୍ର ନୀତି: ପ୍ରଧାନମନ୍ତ୍ରୀ ଆବାସ ଘର ସମ୍ପୂର୍ଣ୍ଣ ନ କରିବାରୁ ହିତାଧିକାରୀଙ୍କ ବାର୍ଦ୍ଧକ୍ୟ ଭତ୍ତା,ପିଡିଏସ ବନ୍ଦ

ଲୋଇସିଂହା,୯।୧(ସୁଶାନ୍ତ ବାରିକ): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ପଞ୍ଚାୟତରୁ ପିଡିଏସ ନେବାକୁ ହେଲେ ହିତାଧିକାରୀ କିମ୍ବା ତାଙ୍କ ପରିବାର ସଦସ୍ୟଙ୍କ ଆଖି କିମ୍ବା ଆଙ୍ଗୁଠି ସ୍କାନିଂ ନିଆଯାଇଥାଏ। କିନ୍ତୁ ଆଗଲପୁର ବ୍ଲକର କେତେକ ପଞ୍ଚାୟତରେ ଯୋଗାଣ ନିରୀକ୍ଷକମାନେ କିଛି ହିତାଧିକାରୀଙ୍କ ଆଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?