୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ
ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର ଜୋର ଧରିଛି। ଗ୍ରାମାଞ୍ଚଳରେ ପ୍ରଚାର ସାରିବା ପରେ ଏବେ ପ୍ରାର୍ଥୀମାନେ ସହରାଭିମୁଖୀ ହୋଇଛନ୍ତି ା…
ଦୁଇ ହେଭିଓ୍ବେଟଙ୍କ ସହ ମହେଶଙ୍କ ଲଢେଇ
ଅନୁଗୋଳ ଅଫିସ, ୨୧।୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଭାବେ ବିଜେଡି ମହେଶ ସାହୁଙ୍କୁ ମଇଦାନକୁ ଆଣିଛି। ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ଥିବା ମହେଶ ଦୁଇ ହେଭିଓ୍ବେଟ ଭାଜପାର ରୁଦ୍ର ନାରାୟଣ ପାଣି ଓ କଂଗ୍ରେସର କାମାକ୍ଷା ପ୍ରସାଦ ସିଂହଦେଓଙ୍କ…
ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ
ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି. ରେଡ୍ଡୀ ମୁଖ୍ୟଅତିଥି, ସମ୍ମାନିତ ଅତିଥି ଭାବେ ହିଙ୍ଗୁଳା କ୍ଷେତ୍ରର କାର୍ମିକ ଅଧିକାରୀ ବି. ବେହୁରିଆ…
ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର
ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ ରଖିଥିଲେ…
ପୋଖରୀରେ ବୁଡ଼ି ଆଈ, ନାତି ମୃତ
ରିଆମାଳ,୨୧ା୪(ଡି.ଏନ୍.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକରଛାୟା ଖେଳିଯାଇଛି। ମିଳିଥିବା ସୂଚନା…
କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର
ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି। ବାପା ପୁନିତରାମ ଗୁରୁତର…
ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି
ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ ପରିଚାଳନା ଅଧିକାରୀମାନେ ଯିବେ ବୋଲି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ଜଙ୍ଗଲରେ ନିଆଁ
ମାଲକାନଗିରି, ୨୧ା୪ (ସ୍ବ.ପ୍ର.)- ମାଲକାନଗିରି ଜିଲା ବନବିଭାଗର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲରେ ନିଆଁ ଲାଗିଛି। ବିଭାଗର ୬ଟି ରେଞ୍ଜ୍ର କର୍ମଚାରୀମାନେ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି। ନିଆଁ ଯୋଗୁ ଜଙ୍ଗଲର ନାହିଁ ନ ଥିବା କ୍ଷତି ଘଟିଛି। ଏ ନେଇ…
କେନ୍ଦ୍ର ନେଉଛି କୋଇଲା ଟଙ୍କା, ଓଡ଼ିଶା ପାଉଛି ପ୍ରଦୂଷଣ
ତାଳଚେର/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ ମାଧପୁର/ପାଲଲହଡ଼ା, ୨୧।୪- ଶିଳ୍ପ ସମୃଦ୍ଧ ଅନୁଗୋଳର କୋଇଲାରୁ କେନ୍ଦ୍ର ହଜାର ହଜାର କୋଟି ଟଙ୍କା ନେଉଛି। ହେଲେ ଓଡ଼ିଶା ଧୂଳି, ଧୂଆଁ ଯୋଗୁ ପ୍ରଦୂଷିତ ହେଉଛି । ଏନ୍ଟିପିସି, ଏମ୍ସିଏଲ୍ ଭଳି ପ୍ରକଳ୍ପରୁ କେନ୍ଦ୍ର ସରକାର ଲାଭାନ୍ବିତ ହେଉଥିବାବେଳେ ଏଠାକାର…
ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ
ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର…
କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ : ଏଡିଏମ୍ଙ୍କୁ ଭେଟିଲେ ଛତ୍ରପୁରର ବୁଦ୍ଧିଜୀବୀ
ଛତ୍ରପୁର,୨୧ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇ ପ୍ରଶାସନ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଅବଗତ କରିବାକୁ ଶନିବାର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଏନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ…
ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଫେରାର
ହିଞ୍ଜିଳିକାଟୁ,୨୧ା୪(ଡି.ଏନ୍.ଏ.): ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ନେଇ ହିଞ୍ଜିଳି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଚଳାଇଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି। ଯେ, ହିଞ୍ଜିଳି…

