ଆମ ଜିଲା ଖବର

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ ଅନୁସ୍କା…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍‌୍‌ ସେବା ବ୍ୟାହତ ହେବାର…

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି। ସେ କେନ୍ଦ୍ରୀୟ ଯୋଜନା…

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ ଜ୍ଞାନରଞ୍ଜନ ଦାସ,…

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ଏହାକୁ କାର୍ଯ୍ୟକ୍ଷମ କରାଯିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ।…

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା ମତଦାନ ହାର ୫୭.୪ ରହିଛି। ଫୁଲବାଣୀ ବିଧାନସଭାରେ ୫୯%, ବାଲିଗୁଡା ବିଧାନସଭାରେ ୫୩.୨,…

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି ବୁଥ୍‌ରେ ମୋଟ ୯୯୬ଜଣ ଭୋଟର୍‌ ଅଛନ୍ତି । ସେଥିରୁ ୫୩୯ଜଣ ଭୋଟ୍‌ ଦେଇଛନ୍ତି।…

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ ସଦାଶିବଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ଭାଇ ହାଡ଼ୁ ଥାନାରେ ଏତଲା…

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) । ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌ ବୋଲି ପୋଲିସ କହିଛି…

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି। ଲୋକ ସଭା ନିର୍ବାଚନ…

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର କୁମର…

କୃଷିଭିତ୍ତିକ ପର୍ବ ବିହନ ଛିନା

ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ ବିଭିନ୍ନ ଗ୍ରାମରେ ଭିନ୍ନ ଭିନ୍ନ ଭାବରେ ତିଥି ବାର ଦେଖି ପୂଜାରୀଙ୍କ ନିର୍ଦ୍ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?