ଆମ ଜିଲା ଖବର

ବିପଦ ଆଶଙ୍କା: ଟ୍ରେନ ଯାଉଛି, ଲେଭଲ କ୍ରସିଂ ଗେଟ ପଡୁନି

କାଶୀନଗର, ୧୮।୪(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ଏନଏସିର ପଟେଲରୋଡରେ ଏକ ଲେଭଲ କ୍ରସିଂ ରହିଛି। ଏହି ଲେଭଲ କ୍ରସିଂ ଦେଇ ଦିନକୁ ୭ଥର ଟ୍ରେନ ଯିବା ଆସିବା କରେ। ଦ୍ରୁତଗାମୀ ରାଜ୍ୟରାଣୀ ଏକ୍ସପ୍ରେସ ସହ ପୁରୀ-ଗୁଣୁପୁର, ବିଶାଖାପାଟଣା- ଗୁଣୁପୁର ପାସେଞ୍ଜର ଏହି ଲେଭଲ…

ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ

ବୈପାରୀଗୁଡ଼ା,୧୮।୪(ଡି.ଏନ୍‌.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ ସେମାନେ…

ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର

କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍‌ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି। ଅଭିଯୁକ୍ତଙ୍କ…

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ…

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ…

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌, ଉମାର…

ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା ବୟାନ…

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର…

ଜି.ଉଦୟଗିରି ଏନ୍‌ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ

ଜି.ଉଦୟଗିରି,୧୮ା୪(ଡି.ଏନ୍‌.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି। ଜି.ଉଦୟଗିରି ଏନଏସିର ହାଟପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ନଂ ମଡେଲ ବୁଥ୍‌ରେ…

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ ରହିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ସହର ରଙ୍ଗଢ଼ିପା ଗଁାର ୨୧୩ ନଂ ବୁଥ୍‌ରେ ସକାଳୁ…

ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ ଛାଡ଼ି ଦେଲେ ବର୍ତ୍ତମାନ ସୁଦ୍ଧା ମତଦାନ ଶୃଙ୍ଖଳିତ ରହିଛି। ଦିନ ୧୧ଟା ସୁଦ୍ଧା…

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ବହୁ ଉତ୍ସାହର ସହ ନିଜ ପ୍ରତିନିଧିଙ୍କୁ ବାଛିଛନ୍ତି। ଏଥିରେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?