ଗଡୁଛି ରବି ଚାଷ ସମୟ: ଚାଷୀଙ୍କୁ ମିଳିନି ଖରିଫ୍ ଧାନବିକ୍ରି ଟୋକନ
ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ):କେନାଲ ପାଣି ଆସିବା ପରେ ହୀରାକୁଦ ଜଳସେଚିତ ବରଗଡ଼ ଜିଲାର ଚାଷୀମାନେ ରବି ଚାଷକାର୍ଯ୍ୟ ଆରମ୍ଭ କରି ଦେଇଥାନ୍ତି। ଅଥଚ ଏପର୍ଯ୍ୟନ୍ତ ଜିଲାର ଚାଷୀଙ୍କ ଖରିଫ୍ ଅମଳ ଧାନ ବିକ୍ରି ହେବା ତ ଦୂରର କଥା, ଧାନବିକ୍ରି ପାଇଁ ରାଜ୍ୟ…
ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ…
ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ର ନୌକା ଓ ତୀର ଚାଳନା ପ୍ରତିଯୋଗିତା ଶୁକ୍ରବାର ଶେଷ ହୋଇଛି। ଇନ୍ଦ୍ରାବତୀ…
ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ପାଇବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଶୁକ୍ରବାର ଉକ୍ତ ସେବାଶ୍ରମ…
ଇପିଏଫ୍ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଦାବିପତ୍ର
ନୂଆପଡ଼ା, ୯।୧ (ମକାରୁ ବେମାଲ): ନୂଆପଡ଼ା ଜିଲା ଇପିଏଫ୍ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ଅତିରିକ୍ତ ଜିଲାପାଳ ସୁବାଷ…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…
ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…
ବେଆଇନ ଭାବେ ବିକୁଥିଲେ ମଦ: ଅଚାନକ ଚଢ଼ାଉ କରି ଜଣଙ୍କୁ ବାନ୍ଧିବା ସହ ବିପୁଳ…
ଛତ୍ରପୁର,୯।୧( ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧିନରେ କିଛି ଦିନ ହେଲା ବେଆଇନ ମଦ କାରବାର ହେଉଥିବା ନେଇ ଅଭିଯୋଗ ହେଉଥିଲା । ଏ ନେଇ ଶୁକ୍ରବାର ୨ ଟି ସ୍ଥାନରେ ଅଚାନକ ଚଢ଼ାଉ କରି ବିପୁଳ…
ଅତର ଭାଟିରୁ ଚୋରି, ୫ଜଣଙ୍କୁ ବାନ୍ଧି କୋର୍ଟ ଚାଲାଣ କଲା…
ଛତ୍ରପୁର,୯ା୧(ଦିଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଅଞ୍ଚଳର ଏକ ଅତର ଭାଟିରୁ ଚୋରି ଅଭିଯୋଗରେ ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମାଟିଖାଲ ଅଞ୍ଚଳର ମିଟୁ ପ୍ରଧାନ, କଣମଣା ଅଞ୍ଚଳର ଏସ. ମୋହନ…
ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…
ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…
ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍; ୩ ଦୁର୍ଘଟଣାରେ…
ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ ଅଟୋ ସହ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାରୁଡ଼ା ଗ୍ରାମର ଜଣେ…
ରଙ୍ଗ୍ ରୁଟ୍ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ…
ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ…
ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…
ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦…
ପ୍ଲାଷ୍ଟିକ ମୁକ୍ତ ହେବ ‘ବୁଢ଼ାକେନ୍ଦୁ ମନ୍ଦିର’: ପରିବେଶ ସହଯୋଗୀ ବିକଳ୍ପ…
ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ବୁଢ଼ାକେନ୍ଦୁ ମନ୍ଦିରରେ ଶୁକ୍ରବାର ‘ପ୍ଲାଷ୍ଟିକ ମୁକ୍ତ ପିକନିକ୍ ସ୍ପଟ୍’ ଅଭିଯାନ ଅନୁଷ୍ଠିତ ହୋଇଥିଲା। ଉକ୍ତ ଅଞ୍ଚଳରେ ଆଗାମୀ ଦିନରେ କିଭଳି ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ହୋଇପାରିବ…

