ଆମ ଜିଲା ଖବର

ପରକିୟା ପ୍ରୀତିରୁ ହତ୍ୟା

ନୂଆପଡ଼ା ଅଫିସ,୨୯।୫ ନୂଆପଡ଼ା ଜିଲା କୋମନା ଥାନା ଅଧୀନ ଢୋର୍ଲାମୁଣ୍ଡା ପଞ୍ଚାୟତ ଛତା ଗାଁରେ ସ୍ତ୍ରୀ ସୁନେ ତାଣ୍ଡିଙ୍କୁ ହତ୍ୟା କରିବା ଘଟଣାରେ ସ୍ବାମୀ ଜଗବନ୍ଧୁ ତାଣ୍ଡିଙ୍କୁ ଗିରଫ କରାଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଚରିତ୍ର ଉପରେ ସବୁବେଳେ ସନ୍ଦେହ କରୁଥିଲେ।...

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କୋକସରା,୨୯।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଡୋକରୀଚଞ୍ଚରାର ଡୋକରୀଦରରେ ରବିବାର ଜଣେ ଯୁବକ ବୁଡି ନିଖୋଜ ହୋଇଯାଇଥିଲେ। ଘଟଣାର ୨୪ ଘଣ୍ଟା ପରେ ଭବାନୀପାଟଣା ଏବଂ କୋକସରା ଦମକଳ ଟିମ୍‌ର ମିଳିତ ପ୍ରୟାସରେ ସୋମବାର ମୃତଦେହ ଉଦ୍ଧାର ହୋଇଛି। ସୂଚନା...

ଶୁଖୁଛି ନଦୀଧାର

କୁଚିଣ୍ଡା,୨୯ା୫(ଡି.ଏନ.ଏ.): ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ କୁଚିଣ୍ଡା ଏନ୍‌ଏସିରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଖର୍ଲା ନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ କୁଚିଣ୍ଡା ସହରକୁ ଠିକ୍‌ ଭାବେ ଜଳ ଯୋଗାଣ ହୋଇପାରୁ ନାହିଁ। ଫଳରେ ପାଣି ପାଇଁ ଲୋକେ...

ଲାଞ୍ଚ ମାମଲା: ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୨୯ା୫: ଏକ ଲାଞ୍ଚ ମାମଲାର ବିଚାର କରି ସୋମବାର କନ୍ଧମାଳ ଜିଲା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ଷ୍ଟେନୋଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ...

୨ ବାଇକ୍‌ ମୁହାଁମୁହିଁ: ଚାଲିଗଲା ଯୁବକଙ୍କ ଜୀବନ

ଭଦ୍ରକ ଅଫିସ, ୨୯।୫: ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହ ବାଇପାସ୍‌ ନିକଟରେ ସୋମବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସାବରଙ୍ଗ ଅଞ୍ଚଳର ଭଜୁ କିଶୋର ବେହେରାଙ୍କ ପୁଅ ପ୍ରଫୁଲ୍ଲ। ସେ ବାଇକ୍‌ରେ...

ଜେଇଙ୍କୁ ମାଡ ଘଟଣା : ସମିତି ସଭ୍ୟାଙ୍କ ସ୍ବାମୀ ନିଲମ୍ବିତ

ଭଦ୍ରକ ୨୯।୫: ଭଦ୍ରକ ଜିଲା ଧାମନଗରରେ ଜେଇଙ୍କୁ ମାଡ ଘଟଣାରେ କାର୍ଯ୍ୟାନୁଷ୍ଠାନ ସୋମବାର କାର୍ଯ୍ୟାନୁଷ୍ଠାନ ନିଆଯାଇଛ। ଏହି ଘଟଣାରେ ସମିତି ସଭ୍ୟାଙ୍କ ସ୍ବାାମୀ ନିଲମ୍ବିତ ହୋଇଛନ୍ତି । ସେହିପରି ସହକାରୀ ଶିକ୍ଷକ ସଞ୍ଜିତ ସାହୁଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଜେଇଙ୍କୁ...

ଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କଲେ ବାପା

ନୀଳଗିରି,୨୯।୫(ଡି.ଏନ୍‌.ଏ.): ନିଷ୍ପାପ ଶିଶୁ କନ୍ୟା ପ୍ରତି ନିଷ୍ଠୁର ହେଲେ ବାପା। ଝିଅକୁ ଦେଇଦେଲେ ବିଷ ଇଞ୍ଜେକଶନ। ଶିଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କରିଥିଲା ବାପା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରିରେ। ଶ୍ବଶୁର ଘରେ ବାପା...

ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ

ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ...

କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍‌ଟି ଖସିପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ...

ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି

ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କଡା ଅଭିମୁଖ୍ୟ ଗ୍ରହଣ କରୁଥିବା ପ୍ରଶାସନ ଏବେ ପଛଘୁଞ୍ଚା ଦେଇ ବିଦ୍ୟାଳୟ...

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ ବାରମ୍ବାର ଗୁହାରି କରି ବିଫଳ ହେବା ପରେ ରବିବାର ନିଜେ ରାସ୍ତାରେ...

୫ ମାସ ହେଲା ଗୋଷ୍ଠୀ ଶୌଚାଳୟରେ ତାଲା

ରାଉରକେଲା ଅଫିସ,୨୯।୫: ୨୦୧୪ ମସିହାରେ ରାଉରକେଲା ମହାନଗର ନିଗମ ଘୋଷଣା ହେବା ପରେ ରାଉରକେଲା ସହରରେ ସ୍ବଚ୍ଛତା ଅଭିଯାନକୁ ବ୍ୟାପକ କରାଯାଇଥିଲା। ପ୍ରାୟ ୪୦ଟି ୱାର୍ଡ ବାସିନ୍ଦାଙ୍କ ପାଇଁ ଶୌଚାଳୟ, ଗୋଷ୍ଠୀ ଶୌଚାଳୟ ବ୍ୟବସ୍ଥା କରାଗଲା। ଉକ୍ତ ଓ୍ବାର୍ଡରେ ୩,୨୦,୦୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri